-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||     

HOME   ଜିଲ୍ଲା

ରାୟଗଡା: ନିଖିଳ ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚକ ପାଚିକା ରାଜ୍ଯ ସଂଘ ର ବୈଠକ

14-Apr-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ଗତ ରବିବାର ଦିନ  ସ୍ଥାନୀୟ ସ୍ବାଗତ ହଟେଲ ଠାରେ ନିଖିଳ ଓଡ଼ିଶା ମଧ୍ଯାହ୍ନ ଭୋଜନ ପାଚକ ପାଚିକା ରାଜ୍ଯ ସଂଘ ଶାଖା ରାୟଗଡ଼ା ଜିଲ୍ଲାର କର୍ମକର୍ତ୍ତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ ମୂଖ୍ଯ ଅତିଥି ରୂପେ ଶ୍ରୀ ମୋତି ଦିପାଂଜଳୀ ୟାଦବ ରାଜ୍ଯ ସାଧାରଣ ସମ୍ପାଦିକା ଯୋଗ ଦେଇଥିବା ବେଳେ ରାଜ୍ଯ ମୂଖ୍ଯ ସଂଯୋଜକ ନିରଂଜନ ପାତ୍ର ମୂଖ୍ଯ ବକ୍ତା ରୂପେ ଯୋଗ

ଦେଇଥିଲେ। ଶ୍ରୀ ମୋତି ସଂଯୁକ୍ତା ବିଷଇ ଅନ୍ୟତମ ସମ୍ମାନିତ ଅତିଥି ରୂପେ ଯୋଗ ଦେଇଥିଲେ। ଉପଦେଷ୍ଟା ଅନନ୍ତ ପାଢୀ ମଧ୍ଯ ଅନ୍ୟତମ ଅତିଥି ରୂପେ ଯୋଗ ଦେଇଥିଲେ। ଉକ୍ତ ସଭା ରେ କୋଲନରା, ରାୟଗଡ଼ା, କଲ୍ଯାଣ ସିଂହପୁର, କାଶୀପୁର, ବିଷମକଟକ, ମୁନିଗୁଡା, ଚନ୍ଦ୍ର ପୁର ବ୍ଳକରୁ ପ୍ରମୂଖ କାର୍ଯ୍ୟକର୍ତ୍ତା ମାନେ ଉପସ୍ଥିତ ରହି ପାଚିକା ମାଁ ମାନଙ୍କ ସମସ୍ଯା ତଥା ୧୦ ଦପାଂ ସମ୍ବଳିତ ଦାବୀ ଉପରେ ଆଲୋଚନା କରିବା ସହିତ ଏପ୍ରିଲ ୧ , ୨୦୨୫ ଏକହଜାର ଟଙ୍କା ସରକାର ବଡେଇ ଥିବା ରୁ ଧନ୍ଯବାଦ ଦେବା ସହିତ ସମୁଦ୍ରକୁ ଶଙ୍ଖେ ଭଳି ସରକାର ଦେଇଛନ୍ତି ବୋଲି ମତପ୍ରକାଶ ପାଇଥିଲା। ଆଜି ମହିଳା ଓ ଶିଶୁ ବିକାଶ ବିଭାଗ ର ପାଚିକା ମାଁ ମାନେ ୫୨୫୦ ଟାଙ୍କା

ପାଉଥିବା ବେଳେ ପିଏମ୍ ପୋଷଣ ଯୋଜନା ରେ କାର୍ଯ୍ଯ କରୁଥିବା ପାଚିକା ମାଁ ମାନଙ୍କ ପ୍ରତି ଡ଼ବଲ୍ ଇଂଜିନ୍ ସରକାର ସମ୍ପୂର୍ଣ୍ଣ ଅଣଦେଖା କରୁଥିବା ରୁ ଉକ୍ତ ସଭା ରେ ଗଭୀର ଦୁଖ ପ୍ରକାଶ କରାଯାଇଥିଲା। ତତ୍ ସଂଗେସଂଗେ ପରିଚୟ ପତ୍ର, ନିଯୁକ୍ତି ପତ୍ର, ଦୈନିକ ମଜୁରୀ, ୧୦ ମାସ ବଦଳ ରେ ୧୨ ମାସ ର ଦରମା ପ୍ରଦାନ ଇତ୍ୟାଦି ୧୦ ଦଫା ସମ୍ବଳିତ ଦାବୀ ପୁରଣ କରିବା ପାଇଁ ସରକାରଙ୍କୁ ଅନୁରୋଧ କରାଯାଇଥିଲା। ରାୟଗଡ଼ା ଜିଲ୍ଲାର ପାଚିକା ମାଁ ମାନଙ୍କୁ ତ୍ରୁଣମୂଳ ସ୍ତରରେ ସଂଘଟିତ ହେବ ପାଇଁ ଆହ୍ବାନ ଦିଆଯାଇଥିଲା। ଉକ୍ତ ସଭା ରେ ଗୌରୀ ବିଶ୍ବାଳ, ହେମଲତା ସିଂହ, ସଜନାବତୀ ରତ୍ନାଲୁ, ପିଙ୍କି କାଡ୍ରାକା, ଡି ଗଡବା, ମମିତା କୁଡ଼ୁମ୍ବାକା, ଶାନ୍ତି କୁଟ୍ରୁକା ଏବଂ ୟେଦୁ ଚିନ୍ନାମା ପ୍ରମୁଖ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026

You Might Also Like