-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ନିଗମାନନ୍ଦ ବିହାର ଠାରେ ହନୁମାନ ଚାଳିଶା ପାଠ କରି ଓଡ଼ିଆ ନବ ବର୍ଷ ଓ ପଣା ସଂକ୍ରାନ୍ତି ପାଳିତ

14-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ନିଗମାନନ୍ଦ ବିହାର ଠାରେ ସ୍ଥାନୀୟ ସଙ୍କୀର୍ତ୍ତନ ପରିଷଦ ଆନୁକୁଲ୍ୟରେ ରେ ପଡ଼ା ର  ବରିଷ୍ଠ ସଦସ୍ୟ ଧର୍ମେନ୍ଦ୍ର ପତି ଙ୍କ ବାସ ଭବନ ରେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବ ବର୍ଷ ଅବସର ରେ  ସାମୁହିକ  ହନୁମାନ ଚାଳିଶା ପାଠ କରାଯାଇ ମହା ସମାରୋହ ରେ ପାଳିତ ହୋଇ ଯାଇଛି । କୀର୍ତ୍ତନ ପରିଷଦ ର ସଭାପତି ବାଙ୍କା ବିହାରି ସାହୁ ଙ୍କ ନେତୃତ୍ବ ରେ ପରିଷଦ ର ସମସ୍ତ ସଦସ୍ୟ ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସଙ୍କୀର୍ତ୍ତନ ପରିବେଷଣ କରି ଓଡ଼ିଆ ନବ ବର୍ଷ କୁ ସ୍ଵାଗତ କରାଯିବା ସହ ପରସ୍ପର କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ ।ପଣ୍ଡିତ ଉତ୍ତମ ଆଚାର୍ଯ୍ୟ ଙ୍କ ପୌରୋହିତ୍ୟ ରେ ଅନୁଷ୍ଠିତ ସଂକ୍ରାନ୍ତି ପୂଜା ରେ କର୍ତ୍ତା ଭାବେ ଧର୍ମେନ୍ଦ୍ର ପତି ଓ ତାଙ୍କ ଧର୍ମ ପତ୍ନୀ ଯାମିନି ପତି କର୍ତ୍ତା ଦାୟିତ୍ବ ବହନ କରି ଉପସ୍ଥିତ ସମସ୍ତ ପଡ଼ା ବାସୀ ଙ୍କୁ ପଣା ଓ ମିଷ୍ଟାନ୍ନ ରେ ଆପ୍ୟାୟିତ କରିଥିଲେ ।ଏହି କାର୍ଯ୍ୟକ୍ରମ ରେ ଉନ୍ନୟନ କମିଟି ସମ୍ପାଦକ ଟିକେଲାଲ ନାଏକ ଉପ ସଭାପତି ଅର୍ଜୁନ ସେଟ୍ ଙ୍କ ଅଧ୍ୟକ୍ଷତା ରେ ଓଡ଼ିଆ ନବବର୍ଷ ଉପଲକ୍ଷେ ଅନୁଷ୍ଟିତ ଆଲୋଚନା ଚକ୍ର ରେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ଲକ୍ଷ୍ମୀ ଧର ଦିଶ୍ରି ଅଧ୍ୟାପକ ସୁରେଶ ବାରିକ ,ପ୍ରଦୀପ ସାହୁ ଡୋଳା ମଣି ବିଶି ,ଦଇତାରୀ ସାହୁ,ରାଜେନ୍ଦ୍ର ସାହୁ କୁଞ୍ଜ ଭୋଇ,ଚନ୍ଦ୍ରମଣି ଦାସ ,ଚନ୍ଦ୍ର ଶେଖର କମ୍ପ କାଳିଆ ସାହୁ, ନବୀନ ସାବତ , ଟଙ୍କ ଧର ବାରିକ ,ଆକା ସେଠୀ ଅଚ୍ୟୁତ ବାରିକ,ହେମନ୍ତ ପ୍ରଧାନ  ପ୍ରମୁଖ ଉପସ୍ଥିତ ରହି ଓଡ଼ିଆ ନବ ବର୍ଷ ଓ ପଣା ସଂକ୍ରାନ୍ତି ପାଳନ ର ମହତ୍ୱ ବିଷୟ ରେ ଆଲୋଚନା କରିଥିଲେ ।ପରିଶେଷରେ  ମୃତ୍ୟୁଞ୍ଜୟ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like