-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||     

HOME   ଜିଲ୍ଲା

ସକ୍ଷମ ନେତୃତ୍ୱରେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ପାଳନ

14-Apr-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ଓଡିଶା ପଶ୍ଚିମ ପ୍ରାନ୍ତର ରାୟଗଡା ଜ଼ିଲ୍ଲା ସକ୍ଷମ ନେତୃତ୍ୱରେ ମହା ବିଷୁବ ସଂକ୍ରାନ୍ତି ଓ ଓଡ଼ିଆ ନବବର୍ଷ ପାଳନ ହେଇଯାଇଛି | ରାୟଗଡା ସଦର ମହକୁମାରେ ଥିବା ସମନ୍ନିତ ଆଦିବାସୀ ଉନ୍ନୟନ ସଂସ୍ଥା, ରାୟଗଡ ଫାଟକ ସମ୍ମୁଖରେ, ସକ୍ଷମ ତରଫରୁ ପଣା ବଣ୍ଟା କାର୍ଯ୍ୟକ୍ରମ ଅନୁଷ୍ଠିତ ହେଇଯାଇଛି | ଜ଼ିଲ୍ଲା ସଭାପତି ସୁଶ୍ରୀ ଅନିତା ନନ୍ଦ ନେତୃତ୍ୱରେ ଜ଼ିଲ୍ଲା ଓ ପ୍ରାନ୍ତର ସକ୍ଷମ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତିରେ ଏହି କାର୍ଯ୍ୟକ୍ରମ ସୁଚାରୁରୂପେ ପାଳନ ହେଲା | ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ ଓ ବିଭିନ୍ନ

ସଂଗଠନର କାର୍ଯ୍ୟକର୍ତ୍ତା ଏହି କାର୍ଯ୍ୟକ୍ରମରେ ଭାଗ ନେଇ ପରିଚାଳନାରେ ସହଯୋଗ କରିଥିଲେ | ସୂଚନା ଅନୁସାରେ ୧୦୦୦ ରୁ ଅଧିକ ଜନସାଧାରଣ ପଣାର ସେବନ କରିଥିଲେ | ଆରମ୍ଭରେ ଭାରତ ମାତାଙ୍କ ଫୋଟଚିତ୍ରରେ ପୁଷ୍ପମାଲ୍ୟ ଓ ଦୀପ ପ୍ରଜ୍ବଳନ କରି ଭାରତ ମାତାକି ଜୟ ଓ ସକ୍ଷମ ଭାରତ ସମର୍ଥ ଭାରତ ନାରାରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ | ଉକ୍ତ କାର୍ଯ୍ୟକ୍ରମରେ ଜ଼ିଲ୍ଲା ସଭାପତି ଅନିତା ନନ୍ଦ, ଡକ୍ଟର ବାଦଲ କୁମାର ତା,ରାମଚନ୍ଦ୍ର ସାହୁ, ଶ୍ୟାମ କୁମାର ଦାଶ, ବିଦ୍ୟା ଭୂଷଣ ପଣ୍ଡା,ଅଜୟ ରଥ,ଏମ ବିଦ୍ୟା ସାଗର,ବିଜୟ ଦାଶ,ଚିତ୍ତରଞ୍ଜନ ପ୍ରଧାନ, ଶଶୀଭୂଷଣ ହୋତା, ଟି ନାଗରାଜୂ, ଅଜୟ ଚୁଲେଟ, ନରେଶ ବିଡ଼ିକା, ବିଜୟ ଉଲ୍ଲାକା, ଜଗୁ ମାଝୀ,ସୁଶାନ୍ତ ମିଶ୍ର, ଚିଣ୍ଟୁ ଚୌଧୁରୀ,ଜଳେନ୍ଦ୍ର ବାଚେଲି, ବିଦୁଲତା ହୁଇକା, ମଞ୍ଜୁଳା ମିଣିଆକା, ଝରଣା ମହାନ୍ତି,ସସ୍ମିତା

ଦାଶ,ରଚନା ପାଣିଗ୍ରାହୀ ଓ ରିଙ୍କି ସାହୁ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ | ସକ୍ଷମର ପ୍ରଥମ ଅକ୍ଷର ହଉଛି ସ ଅର୍ଥାତ ସମଦୃଷ୍ଟି ତେଣୁ ଆଜିର ଏହି ପବିତ୍ର ଦିନରେ ଦିବ୍ୟାଙ୍ଗ ମାନେ ମଧ୍ଯ ଆଗଧାଡିରେ ରହି ଭାଇଚାରାର ବାର୍ତ୍ତା ଦେବାପାଇଁ ସକ୍ଷମ ତରଫରୁ ଏହି କାର୍ଯ୍ୟକ୍ରମ ହେଇଥିଲା ସେଇପରି ଆଗକୁ ମଧ୍ୟ ଦିବ୍ୟାଙ୍ଗ ନେତୃତ୍ୱରେ ଅନେକ କାର୍ଯ୍ୟକ୍ରମ କେବଳ ଜ଼ିଲ୍ଲାରେ ନୁହେଁ ପୁରା ପ୍ରାନ୍ତରେ କରାଯିବ ବୋଲି ପ୍ରାନ୍ତ ସଚିବ ଶ୍ୟାମ କୁମାର ଦାଶ କହିଛନ୍ତି |


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026
  ଜିଲ୍ଲା  
ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   20-Sep-2026
  ଜିଲ୍ଲା  
ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ   20-Sep-2026
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026

You Might Also Like