-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||      ଅବୈଜ୍ଞାନିକ ଓ ତ୍ରୁଟିପୂର୍ଣ୍ଣ ପାଠ୍ୟପୁସ୍ତକ ସଂପୂର୍ଣ୍ଣ ପ୍ରତ୍ୟାହାର ଦାବିରେ ଏଆଇଡିଏସଓ ର ବିକ୍ଷୋଭ   (26-Jun-2026)       ||      ବିକାଶ ଧାରା ଓଡିଶା ସାରା ଅବସରରେ ଝାରମୁଣ୍ଡା ରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (25-Jun-2026)       ||     

HOME   ଜିଲ୍ଲା

ମଲମୁଣ୍ଡା ଓ ସାଉନ୍ତପୁର କ୍ଲଷ୍ଟରରେ ଶିକ୍ଷା ସଚେତନତା ରଥ

14-Apr-2025



ବଲାଙ୍ଗିର: ରାଜ୍ୟସରକାରଙ୍କ ଯୋଜନା ଅନୁଯାୟୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପୁଇଁନ୍ତଲାଙ୍କ ତରଫରୁ ସରକାରୀ ଶିକ୍ଷାନୁଷ୍ଠାନ ପ୍ରତି ପିଲାମାନଙ୍କୁ ଆକୃଷ୍ଟ କରିବା ସହ ଯେପରି ପ୍ରତ୍ୟେକ ପିଲା ବିଦ୍ୟାଳୟକୁ ପାଠ ପଢିବାକୁ ଯିବେ ସେ ନେଇ ଅଭିଭାବକ ମାନଙ୍କୁ ସଚେତନ କରିବାର ଲକ୍ଷ୍ୟ ନେଇ  ଶିକ୍ଷା ସଚେତନତା ରଥ ପରିକ୍ରମା କରି ପ୍ରବେଶ ଉତ୍ସବ ଓ ଖଡିଛୁଆଁ ପାଇଁ ଜନ ସଚେତନତା ସୃଷ୍ଟି କରୁଛି। ଏହି କ୍ରମରେ ପୁଇଁତଲା ବ୍ଲକ ଅନ୍ତର୍ଗତ ମଲମୁଣ୍ଡା ଓ ସାଉନ୍ତପୁର କ୍ଲଷ୍ଟରରେ ଆଞ୍ଚଳିକ

ସାଧନ କେନ୍ଦ୍ର ସଂଯୋଜକ ପ୍ରମୋଦ କୁମାର ପଟେଲଙ୍କ ତତ୍ବାବଧାନରେ ସରକାରୀ  ପ୍ରାଥମିକ ବିଦ୍ୟାଳୟ ମଲମୁଣ୍ଡା,  ସରକାରୀ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ମଲମୁଣ୍ଡା, ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ରଣ୍ଡା, ସରକାରୀ  ପ୍ରାଥମିକ ବିଦ୍ୟାଳୟ ସାଉନ୍ତପୁର, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିକାବହେଙ୍ଗା ତଥା ବ୍ଲକର ପ୍ରତ୍ୟେକ ଗ୍ରାମ ପଞ୍ଚାୟତକୁ ପରିକ୍ରମା କରିଥିଲା। ବିଦ୍ୟାଳୟ ମାନଙ୍କରେରେ ୫ବର୍ଷରୁ ୬ବର୍ଷ ବୟସର ଶିଶୁ ମାନଙ୍କୁ ଶିଶୁ ବାଟିକା ଓ ୬ ବର୍ଷରୁ ଅଧିକ

ଶିଶୁଙ୍କୁ ପ୍ରଥମ ଶ୍ରେଣୀରେ ଖଡିଛୁଆଁ ଓ ନାମ ଲେଖାକାର୍ଯ୍ୟକ୍ରମ ଚାଲିଛି। ସାକ୍ଷରତା ଷ୍ଟଲ୍, ସଂଖ୍ୟାଜ୍ଞାନ ଷ୍ଟଲ୍ ତଥା ସୃଜନାତ୍ମକ ଷ୍ଟଲ୍ ର ମଧ୍ୟ ବ୍ୟବସ୍ଥା କରାଯାଇଥିଲା। ଅଭିଭାବକ ମାନେ ଏହି ଷ୍ଟଲ୍ ଗୁଡ଼ିକୁ ଅବଲୋକନ କରିଥିଲେ। ଶିକ୍ଷା ସଚେତନତା ରଥକୁ କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ, ଛାତ୍ରଛାତ୍ରୀ, ଅଙ୍ଗନୱାଡି କର୍ମୀ ସମେତ ବିଦ୍ୟାଳୟ ପରିଚାଳନା କମିଟୀ ପ୍ରମୁଖ ସ୍ଵାଗତ କରିବା ସହ ଗ୍ରାମ ପରିକ୍ରମାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like