-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||     

HOME   ଜିଲ୍ଲା

ବିଜେପୁର ଠାରେ ହନୁମାନ ଜନ୍ମୋତ୍ସବ ସମ୍ମନ୍ନୟ ସମିତି ପକ୍ଷରୁ ଏକ ବିଶାଳ ଶୋଭାଯାତ୍ରା

14-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ହନୁମାନ ଜନ୍ମୋତ୍ସବ ସମ୍ମନ୍ନୟ ସମିତି ପକ୍ଷରୁ ଏକ ବିଶାଳ ଝଣ୍ଡା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ବିଜେପୁର ଜମିଦାର ପଡ଼ା ସିଂହଦ୍ଵାର ଶ୍ରୀ ହନୁମାନ ମନ୍ଦିରରୁ ପୂଜାର୍ଚ୍ଚନା କଲାପରେ ଶୋଭାଯାତ୍ରା ବାହାରି ଥିଲା।ଦୁଲଦୁଲି ବାଦ୍ୟ,ଡିଜେ ତଥା ଘଣ୍ଟବାଦ୍ୟର ତାଳେତାଳେ ରାମଜୀ ମନ୍ଦିର,ଉପରପଡା, ମଧ୍ୟ ପଡ଼ା,ହଟୁଆ ପଡ଼ା,କଂସାରି ପଡ଼ାରୁ ଶ୍ରୀରାମ ନଗର ଛକ, ବଜରଙ୍ଗ ଛକ ,ଭୋଇ ପଡ଼ା ଆଦିର ପ୍ରମୁଖ ପଡାମଧ୍ୟ ଦେଇ ନଗର ପରିକ୍ରମା କଲାପରେ ଶୋଭାଯାତ୍ରା ବସଷ୍ଟାଣ୍ଡ କୁ ପହଞ୍ଚିଥିଲା।ପରେ ବସଷ୍ଟାଣ୍ଡ ଠାରେ ପ୍ରସାଦ ସେବନ ବଣ୍ଟନ କରାଯାଇଥିଲା। ବିଶ୍ବହିନ୍ଦୁ ପରିଷଦ  ଜିଲ୍ଲା ସମ୍ପାଦକ ଶ୍ରୀଯୁକ୍ତ ଭୁବନେଶ୍ବର ସାହୁଙ୍କ ଆବାହକତ୍ୱରେ ମାନ୍ୟବର ବିଜେପୁର ଜମିଦାର ତଥା ବିଧାୟକ ଶ୍ରୀମାନ ସନତ କୁମାର ଗଡତୀୟା ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ବସଷ୍ଟାଣ୍ଡ ଠାରେ ହିନ୍ଦୁ ଏକତା ନିମନ୍ତେ ଆମେ ସମସ୍ତେ ରାଷ୍ଟ୍ର ଧର୍ମ ପାଳନ କରିବା ପାଇଁ ଅଭିଭାଷଣ ପ୍ରଦାନ କରାଯାଇଥିଲା। ପ୍ରତି ଗ୍ରାମ, ପଞ୍ଚାୟତ, ବ୍ଲକ ସ୍ତରରେ ହିନ୍ଦୁ ସଂଗଠନ ସମିତି ଗଠନ କରି ସତସଙ୍ଗ, ସେବା, ସଂସ୍କାର ମାଧ୍ୟମରେ ସମଗ୍ର ହିନ୍ଦୁ ସମାଜକୁ ଜାଗ୍ରତ କରିବା ପାଇଁ ସଂକଳ୍ପ ନେଇଥିଲେ।ସବୁ ହିନ୍ଦୁ ଏକ ହୁଅ... ଗର୍ବରେ କୁହ ମୁଁ ହିନ୍ଦୁ,ମୁଁ ସନାତନୀର ସ୍ୱର ସ୍ଲୋଗାନ କୁ ପ୍ରତିଦିନ ଅଭ୍ୟାସରେ ପରିଣତ କରିବା ପାଇଁ ମାର୍ଗଦର୍ଶନ ପ୍ରଦାନ କରାଯାଇଥିଲା।ଝଣ୍ଡା ଶୋଭାଯାତ୍ରାରେ ଓଡ଼ିଶା ଡ୍ରାଇଭର ମହାସଂଘ ବିଜେପୁର ଶାଖା ତଥା ବିଭିନ୍ନ ସଂଗଠନ, ବ୍ଲକର ପ୍ରତ୍ୟେକ ଗ୍ରାମରୁ ବୀର ବଜରଙ୍ଗ ବଲୀ ଭକ୍ତ ହଜାର ସଂଖ୍ୟାରେ ସାମିଲ ଥିବା ଦେଖିବାକୁ ମିଳିଥିଲା। ସ୍ଥାନୀୟ ଆଇଆଇସି ସୁଶାନ୍ତମଣି ମହାନ୍ତିଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସ୍ଥାନୀୟ ପୋଲିସ ଶାନ୍ତି ଶୃଙ୍ଖଳାରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   20-Sep-2026
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026

You Might Also Like