-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବ୍ଲକର ବିଭିନ୍ନ ସ୍ଥାନରେ ଆମ୍ବେଦକର ଜୟନ୍ତୀ ପାଳନ

14-Apr-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର)ଏପ୍ରିଲ୧୪ ତାରିଖ ବାବା ସାହେବ୍ ଅମ୍ବେଦକରଙ୍କ ଜନ୍ମ ଦିବସ ହୋଇଥିବାରୁ ଡାବୁଗାଁ ବ୍ଲକ ର ବିଭିନ୍ନ ସ୍ଥାନରେ ପାଳିତ ହେଲା ବାବା ସାହେବ ଆମ୍ବେଦକର ଙ୍କ ଜୟନ୍ତୀ। ଏହି ଅବସରରେ ଡ଼ାବୁଗାଁ ମଣ୍ଡଳ ବିଜେପି ତରଫରୁ ବାଘବେଡ଼ା ଶୈବ ପୀଠ ଠାରେ ଆମ୍ବେଦକର ଜୟନ୍ତି ପଳନ କରାଯାଇଛି। ମଣ୍ଡଳ ସଭପତି ମନୋଜ କୁମାର ପାତ୍ର ଙ୍କ ସଭାପତିତ୍ବରେ ପ୍ରଥମେ ଆମ୍ବେଦକରଜୀଙ୍କ ଫୋଟୋ ଚିତ୍ର ରେ ପୁଷ୍ପମାଲ୍ୟ ପ୍ରଦାନ କରାଯାଇ ପରେ ପ୍ରଦୀପ ପ୍ରଜ୍ବଳନ କରାଯାଇ ସଭା କାର୍ଯ୍ୟ ଆରମ୍ଭ କରାଯାଇଥିଲା ।ବିଜେପିର ବରିଷ୍ଟ ନେତା ନରେଶ କୁମାର ସିଂ ଡ. ଆମ୍ବେଦକରଙ୍କ ଜୀବନୀର ସ୍ମୃତି ଚାରଣ କରିଥଲେ। ଏହି କାର୍ଯ୍ୟକ୍ରମରେ, ରାଜ ଶେଖର ଦୋରା, ଆର ସାଙ୍କରୀ ରାଓ, ଜି ସତ୍ୟା ରାଓ, ନରୁ ସିଂ,ଦିନେଶ କୁମାର ସିଂ, ରତନ କଳାର, ଦୀନବନ୍ଧୁ ମାଝୀ, ପପିନ ମୁନି, ଜ୍ୟୋତ୍ସ୍ନା ନାୟକ, ହରିହର ଡଙ୍ଗରି ଓ ଅନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ । ଶେଷରେ ଜାତୀୟ ସଙ୍ଗୀତ ଗାନ କରାଯାଇ ସଭା ସାଙ୍ଗ କରାଯାଇଥିଲା ।ଏଭଳି ଆଜି ବରିପଦର ଠାରେ ବାବା ସାହେବ ଆମ୍ବେଦକର ଙ୍କ ଜୟନ୍ତୀ ପଲିତ ହୋଇ ଥିଲା।ଏହି କାର୍ଯ୍ୟକ୍ରମ ରେ ଗ୍ରାମର ୱାର୍ଡ ମେମ୍ବର ଚନ୍ଦ୍ରଶେଖର ନିହାଲ, ରାଇନୁ ସୁନା, ଦୟାନିଧି ଟାକରି, ଜଗନ୍ନାଥ ସୁନା, ଦଶରଥ ସୁନା,ଗପାଳ ନାୟକ,ଧନେଶ୍ୱର ସୁନା,ଦଶରଥ ସୁନା ପ୍ରମ୍ମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତଳମୁଣ୍ଡଚାଷୀ ପ୍ରତାରିତ   20-Sep-2026
  ଜିଲ୍ଲା  
*ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   20-Sep-2026
  ଜିଲ୍ଲା  
ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   20-Sep-2026
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026

You Might Also Like