-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ନାରାୟଣୀ ଙ୍କ ପୀଠରେ ବିଶ୍ଵଶାନ୍ତି ପାଇଁ ଚଣ୍ଡୀ ଯଜ୍ଞ

14-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ଦ୍ଵିତୀୟ  ବାରାଣସୀ  ଭାବରେ ଖ୍ୟାତ ସୁବର୍ଣ୍ଣପୁର ସହର ର ରାୟଗୁରୁ ପଡ଼ାରେ ଅବସ୍ଥିତ ମା'ନାରାୟଣୀଙ୍କ ପୀଠରେ  ଚୈତ୍ର ଶୁକ୍ଳପକ୍ଷ ପ୍ରତିପଦ ଠାରୁ ପୂର୍ଣ୍ଣିମା ପର୍ଯ୍ୟନ୍ତ ୧୫ଦିନ ଧରି ବିଶେଷ ପୂଜାର୍ଚ୍ଚନା ସହ ପୂର୍ଣ୍ଣମୀ ଦିନ ସନ୍ଧ୍ୟାରେ ବିଶ୍ୱଶାନ୍ତି ନିମନ୍ତେ ଚଣ୍ଡୀ ଯଜ୍ଞ ଅନୁଷ୍ଠିତ ହୋଇଯାଇଅଛି।
ପୂଜାର୍ଚ୍ଚନା ପରେ ପରେ ସମସ୍ତ ଶ୍ରଦ୍ଧାଳୁ ବୃନ୍ଦ ସାମୁହିକ ପ୍ରସାଦ ସେବନ କରିଥିଲେ। ମା'ଙ୍କ ଏହି ଚୈତ୍ରମାସର ପର୍ଵକୁ ପଡ଼ାବାସୀ ଉତ୍ସାହର ସହ ପାଳନ କରିଥାନ୍ତି।
ବିଶ୍ୱାସ ରହିଛି ଉକ୍ତ ଆଧ୍ୟାତ୍ମିକ ପୂଜାର୍ଚ୍ଚନା ଦ୍ୱାରା   ସମସ୍ତ ଙ୍କୁ ସୁଖ ସମୃଦ୍ଧି ଓ ଐଶ୍ଚର୍ଯ୍ୟ ପ୍ରାପ୍ତ ହୋଇଥାଏ। ସେଥିପାଇଁ ମା'ଙ୍କ ପୀଠରେ ଏହା କେଉଁ ରାଜାରାଜୁଡା ସମୟରୁ ଅନୁଷ୍ଠିତ ହୋଇଆସୁଅଛି। ଚଳିତ ବର୍ଷ ଉକ୍ତ କାର୍ଯ୍ୟକ୍ରମରେ ମୂଖ୍ୟ ପୂଜକ ଭାବରେ ଜ୍ୟୋତିର୍ବିଦ ଆଚାର୍ଯ୍ୟ ବ୍ୟାସ ପଣ୍ଡିତ  ରାଜେନ୍ଦ୍ର କୁମାର ମହାପାତ୍ରଙ୍କ ସହପଣ୍ଡିତ ପିତବାସ ମିଶ୍ର ,ବିଧାନ ଚନ୍ଦ୍ର ପାଣିଗ୍ରାହୀ ,ଶ୍ରୀତମ ମହାପାତ୍ର ,ମନୋରଞ୍ଜନ ମିଶ୍ର ,ପ୍ରଦୀପ ଷଡ଼ଙ୍ଗୀ ,ପବିତ୍ର ମିଶ୍ର ,ନରୋତ୍ତମ ପଣ୍ଡା,କୃପାନିଧି ରାୟଗୁରୁ,ମଣ୍ଟୁ ମିଶ୍ର, ନିଳାମ୍ବର ଶତପଥୀ,ସୁଧାଂଶୁ ଶେଖର ମିଶ୍ର ପ୍ରମୁଖ ସହାୟତା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like