-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||     

HOME   ଜିଲ୍ଲା

ପୁରୀଠାରେ ରେ ସମ୍ମାନିତ ହେଲେ ଶୁଭମ ତାଣ୍ଡି

14-Apr-2025



(ଡୋଲେଶ୍ୱର  ବାଗ )
ନୂଆପଡା ଜିଲ୍ଲା, ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମ ପଂଚାୟତ ର ଗୁଡଭେଲି ଗ୍ରାମର ଶୁଭମ ତାଣ୍ଡି ସମାଜସେବା କ୍ଷେତ୍ରରେ ସମ୍ବନ୍ଧିତ ହୋଇଛନ୍ତି। ସୋସିଆଲ ମିଡିଆ ଟ୍ୱିଟର ରେ ନିଜ ଅଂଚଳର ସମସ୍ୟା ଓ ଜିଲ୍ଲାର ବିଭିନ୍ନ ସମସ୍ୟା ଉପରେ ସୂଚନା ପାଇଲେ ଖବର ସଂଗ୍ରହ କରି ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ ପର୍ଯ୍ୟନ୍ତ ଟୁଇଟ୍ କରି ସମସ୍ୟା ବିଷୟରେ ଅବଗତ କରିଥାନ୍ତି। ତୁରନ୍ତ ସମାଧାନ ପାଇଁ ଅନୁରୋଧ କରିବା ସହ ଅଭିଯୋଗ ପ୍ରଦାନ ପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଯାଏଁ ପ୍ରୟାସ ଜାରି ରଖୁଥାନ୍ତି । ଏଭଳି 4 ବର୍ଷ ମଧ୍ୟରେ ନିଜ ଅଂଚଳର ବିକାଶ ପାଇଁ ବିଭିନ୍ନ ସମସ୍ୟାର ସମାଧାନ କରିବା ସକାଶେ ମୁଖ୍ୟମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ଜିଲ୍ଲାପାଳ ଓ ବିଭାଗୀୟ ଅଧିକାରୀଙ୍କୁ 3ହଜାରରୁ ଅଧ‌ିକ ଥର ଟୁଇଟ୍ କରି ସମସ୍ୟା ର ସମାଧାନ କରିଛନ୍ତି । 
ଆଜିର ଯୁବ ପିଢ଼ି ନିଜର ମନୋରଞ୍ଜନ ପାଇଁ ସୋସିଆଲ୍ ମିଡିଆ ବ୍ୟବହାର କରୁଥିବା ବେଳେ ଯୁବ ସମାଜସେବୀ ଶୁଭମ ତାଣ୍ଡି ଏହାକୁ ସମାଜ ସେବାରେ ଉପ‌ଯୋଗ କରି ଚର୍ଚ୍ଚାରେ ରହିଛନ୍ତି। ଏହା ବାଦ୍ ବିଭିନ୍ନ ସମୟରେ ରୋଗୀମାନଙ୍କୁ ରକ୍ତ ଯୋଗାଇବା ଓ ବିଭିନ୍ନ ସଂଗଠନ ମାଧ୍ୟମରେ ଅଂଚଳର ବିକାଶ ନିମନ୍ତେ କାର୍ଯ୍ୟ କରିବା ଭଳି ଶୁଭମ ଙ୍କ ନିକଟରେ ରହିଛି ଅନେକ ନିଆରା ସମାଜ ସେବା । ତାଙ୍କ ଟୁଇଟ୍ କାରଣରୁ ଅନେକ ସମସ୍ୟାର ସମାଧାନ ହେଉଥିବାରୁ ସେ ଏବେ ଟୁଇଟର ବଏ ଭାବେ ପରିଚିତ। ତାଙ୍କ ଟୁଇଟର ପୃଷ୍ଠାରେ ଅନେକ ଅସହାୟ ଗରିବ, ବୃଦ୍ଧ ବୃଦ୍ଧା, ଭିନ୍ନକ୍ଷମ, ବିଧବା ଓ ବରିଷ୍ଠ ନାଗରିକଙ୍କ ମୁହଁରେ ହସ ଫୁଟିଥିବା ଉଲ୍ଲେଖ ରହିଛି । ପୁରୀରେ ଆୟୋଜିତ ରାଜ୍ୟସ୍ତରୀୟ ଟୁଇଟର ଆସୋସିଏସନ୍ ବୈଠକରେ ଶୁଭମ ତାଣ୍ଡି  ସମ୍ବନ୍ଧିତ କରାଯାଇଛି। ଆସୋସିଏସନ ଅଫ ଟ୍ୱିଟର ଆକ୍ଟିଭିଷ୍ଟ ସଂଗଠନ ର ନୂଆପଡା ଜିଲ୍ଲା ର ସଂଯୋଜକ ଥିବା ବେଳେ, ସିନାପାଲି ବ୍ଲକ ସଂଯୋଜିକା ଭାବେ ରୁମତି ବାଗ  ଓ ବୋଡେ଼ନ ବ୍ଲକ ସଂଯୋଜକ ଉମାକାନ୍ତ ବେହେରା ଙ୍କୁ ମଧ୍ୟ ସମ୍ବନ୍ଧିତ କରାଯାଇଛି


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026

You Might Also Like