-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||     

HOME   ଜିଲ୍ଲା

ସମ୍ବିଧାନ ପ୍ରଣେତା ବାବା ସାହେବ ଡଃ ଆମ୍ବେଦକରଙ୍କ ଜନ୍ମ ଜୟନ୍ତୀ ପାଳନ

14-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଆଜି ତା ୧୪ ଏପ୍ରିଲ୍ ୨୦୨୫, ସୋହେଲା ଠାରେ SC ST ମିଳିତ ମଞ୍ଚ ସୋହେଲା ଆନୁକୁଲ୍ୟରେ ସମ୍ବିଧାନ ପ୍ରଣେତା ବାବା ସାହେବ ଡଃ ଭୀମରାଓ ଆମ୍ବେଦକର ଙ୍କର ୧୩୪ ତମ ଜନ୍ମ ଜୟନ୍ତୀ ମହା ସମାରୋହ ରେ ପାଳିତ ହୋଇଯାଇଛି ! ମୁଖ୍ୟ ଅତିଥି ଭାବେ ଅଞ୍ଚଳ ର ଜଣାଶୁଣା ବୟୋଜ୍ଯେଷ୍ଠ ଅବସର ପ୍ରାପ୍ତ ପ୍ରଶାସନିକ ଅଧିକାରୀ ତଥା ସାମାଜିକ ଚେତନା ଧର୍ମୀ ଶ୍ରୀମାନ୍ ଗୋପାଳ କଲେତ ଆଜ୍ଞା ଏବଂ ସମ୍ମାନିତ ଅତିଥି ଭାବେ ସମାଜସେବୀ ରମେଶ କୁମ୍ଭାର, ରମଣୀ ଭୁଏ, ସୁରେଖା ଭୁଏ, ମନ୍ଦାକିନି ମଲ୍ଲିକ, ସୌଦାମିନୀ ସୁନା ଉପଦେଷ୍ଟା ବଳରାମ ଦୀପ ସଂଗଠନ ର ଜିଲ୍ଲା ସଭାପତି ଧୀମାନ ମନୋଜ କଲେତ, ବ୍ଲୋକ ସଭାପତି ଧୀମନ ବିକ୍ରମ ମହାନନ୍ଦ ସମେତ ସଂଗଠନର ସମସ୍ତ କାର୍ଯ୍ୟକର୍ତ୍ତା ତଥା ଜନ ସାଧାରଣ ଙ୍କ ଉପସ୍ଥିତିରେ ବାବାସାହେବ ଙ୍କ ତୈଲ ଚିତ୍ର ରେ ପୁଷ୍ପମାଲ୍ଯ ଅର୍ପଣ କରି ସମାଜରୁ ଅନ୍ଧବିଶ୍ୱାସ ଓ କୁସଂସ୍କାର ଦୂର କରିବା ଉଦ୍ଦେଶ୍ଯରେ ପ୍ରଦୀପ ପ୍ରଜ୍ଜ୍ଵଳନ କରଯାଇଥିଲା !
ସଭାପତି ଙ୍କ ନିର୍ଦ୍ଦେଶ କ୍ରମେ ସଂଗଠନ ର କୋଷାଧକ୍ଷ ଧୀମାନ ଅଶୋକ ଛତର ସଭା ପରିଚାଳନା କରିଥିଲେ ! ସଭା କାର୍ଯ୍ୟ ପ୍ରାରମ୍ଭ ରୁ ସମବେତ ଭାବେ ଭାରତୀୟ ସମ୍ବିଧାନ ର ପ୍ରସ୍ତାବନା ପଠନ କରି ଶପଥ ଗ୍ରହଣ କରାଗଲା !  ଜିଲ୍ଲା ସଭାପତି ମନୋଜ କଲେତ SC ST ମାନଙ୍କର ପାଇଁ ଉଦ୍ଦିଷ୍ଟ ସରକାରୀ ସହାୟତା ଉପରେ ବିସ୍ତ୍ରୁତ ଭାବରେ ଆଲୋଚନା କରି ଆଗାମୀ ଦିନରେ ଯେମନ୍ତ ପ୍ରକାରେ ସରକାର ଙ୍କ ଦ୍ଵାରା ଅନୁମୋଦିତ ସମସ୍ତ ଅନୁଦାନ ରାଶି ର ସଦ୍ ଉପଯୋଗ ହୋଇ ପାରିବ ସେ ଦିଗରେ ଆଲୋକପାତ କରିଥିଲେ  ! ଉପଦେଷ୍ଟା ବଳରାମ ଦୀପ ବାବାସାହେବ ଙ୍କ ଜୀବନ ଦର୍ଶନ ଉପରେ ଆଲୋଚନା କରି ବାବାସାହେବ ଙ୍କ ପ୍ରତିମୂର୍ତ୍ତୀ ଆବଶ୍ୟକତା ଉପରେ ଆଲୋଚନା କରିଥିଲେ ! ସାମାଜ ସେବି ରମେଶ କୁମ୍ଭାର ଆଗାମୀ ୨୦ ତାରିଖ ରେ କର ବା ମର ନୀତି ରେ ସୋହେଲା ବ୍ଲକ ସ୍ତରରେ ନିର୍ଦ୍ଧାରିତ ସ୍ଥାନରେ ବାବାସାହେବ ଙ୍କ ପ୍ରତିମୂର୍ତ୍ତୀ ସ୍ଥାପନ ଓ ଉନ୍ମୋଚନ କାର୍ଯ୍ୟକ୍ରମ ରେ ବ୍ଲକ ରେ ହଜାର ହଜାର ସାମାଜିକ ଲୋକ ଉପସ୍ଥିତି ରହିବାକୁ ଉତ୍ସାହିତ ଭାଷଣ କରିଥିଲେ !
ଏହି ଜୟନ୍ତୀ କାଯ୍ଯକ୍ରମ କୁ ସଫଳ କରିବା ପାଇଁ ବଳଦେବ ଲୁହା , ସୁଦାମ ସୁନା , ବିଶ୍ଵ ନାଥ କୁମ୍ଭାର , ବବଲୁ ସୁନା , ରୋହିତ ବାଗ , ବସୁଦେବ ନାଗ, ରମେଶ ଭୁଏ, ଗୋପାଳ ମହାନନ୍ଦ, ଶିବ ମହାନନ୍ଦ ଅଂଶଗ୍ରହଣ କରିଥଲେ ! ପରି ଶେଷରେ ସଭା କାର୍ଯ୍ୟ କୁ ସୁ ପରିଚାଲନା କରିଥିବା ରୁ ସଭାପତି ଙ୍କୁ ଏବଂ ଉପସ୍ଥିତ ସମସ୍ତ ଅତିଥି ବୃନ୍ଦ ସମେତ ଶୃଙ୍ଖଳିତ ଭାବେ ସମସ୍ତ କାର୍ଯ୍ୟ ତୁଲାଇବା ରେ ସହାୟତା କରିଥିବା ସମସ୍ତ ଆମ୍ବେଦକର ବାଦୀ ତଥା ଉପସ୍ଥିତ ସମସ୍ତ ଜନ ସାଧାରଣ ଙ୍କୁ ସଂଗଠନ ର ବିଶ୍ଵନାଥ କୁମ୍ଭାର ଙ୍କ ଦ୍ଵାରା ଧନ୍ଯବାଦାର୍ପଣ କରାଯାଇ ସଭା ସାଙ୍ଗ ହେଲା  !


News Comment




Photo in News

Advertisment
Lastest News
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026

You Might Also Like