-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ରେ ଜିଲ୍ଲା ସ୍ତରୀୟ ଆମ୍ବେଦକର ଜୟନ୍ତୀ ସମାରୋହ ପାଳିତ।

14-Apr-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲା ପ୍ରଶାସନ ତଥା ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ସୁବର୍ଣ୍ଣପୁରରେ ଜିଲ୍ଲା ସ୍ତରୀୟ ଭାରତ ରତ୍ନ ଡ଼ ଭୀମ ରାଓ ଆମ୍ବେଦକରଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି I ଏହି ଉପଲକ୍ଷେ ସକାଳ ୮ ଘଟିକା ସମୟରେ ସହରସ୍ଥିତ ଆମ୍ବେଦକର ଛକରେ ଥିବା ଭାରତ ରତ୍ନ ଡ଼ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ , ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ରାମ ପ୍ରସାଦ ସାହୁ , ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଜିଲ୍ଲା ମୁଖ୍ୟ ଜନସ୍ୱାସ୍ଥ୍ୟ ଓ ଚିକିତ୍ସା ଅଧିକାରୀ ଡ ପ୍ରଦୀପ କୁମାର ଗୁରୁ, ଉପଜିଲ୍ଲାପାଳ ସୋନପୁର ଡ ସୌମ୍ୟାରୁପା ରଥଙ୍କ ସହ ପ୍ରଶାସନର ବରିଷ୍ଠ ଅଧିକାରୀ,ନେତୃ ସ୍ଥାନୀୟ ବ୍ୟକ୍ତି ବିଶେଷ, ଜିଲ୍ଲା ଆମ୍ବେଦକର ସ୍ୱେଚ୍ଛାସେବୀ ସଂଗଠନର  କର୍ମକର୍ତ୍ତା, ବୁଦ୍ଧିଜୀବୀ, ବରିଷ୍ଠ ନାଗରିକ କମିଟି କର୍ମକର୍ତ୍ତା ତଥା ବିଭିନ୍ନ ସ୍ବେଛାସେବୀ, ସମାଜସେବୀ, ଆମ୍ବେଦକର ପ୍ରେମୀ, ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀ ପ୍ରମୁଖ ପୁଷ୍ପମାଲ୍ଯ ଅର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I ପରେ ପରେ ସୋନପୁର ବ୍ଲକ  କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଜିଲ୍ଲା ସ୍ତରୀୟ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଥିଲା l ଜୟନ୍ତୀ ସମାରୋହରେ ମୁଖ୍ୟ ଅତିଥି ଭାବେ  ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ, ସମ୍ମାନିତ ଅତିଥିଭାବେ ଶ୍ରୀମତୀ ଅଞ୍ଜଳିନା ପ୍ରଧାନ, ଭାରପ୍ରାପ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୋନପୁର ପ୍ରତୀକ କର, ନିର୍ବାହୀ ଅଧିକାରୀ ପୌରପରିଷଦ ସୋନପୁର ଋଷି ମାଝୀ ପ୍ରମୁଖ ଯୋଗଦେଇଥିଲେ l ମୁଖ୍ୟ ବକ୍ତା ଭାବରେ ଅଧ୍ୟାପକ ଇଂରାଜୀ ବିଭାଗ ବିଜୁ ପଟ୍ଟନାୟକ ମହିଳା ଡିଗ୍ରୀ ମହାବିଦ୍ୟାଳୟ ମଦନ ସୁନ୍ଦର ଖେତୀ ଯୋଗଦେଇ ସମାଜ ପ୍ରତି ଭାରତ ରତ୍ନ ବାବାସାହେବ ଡ଼ଃ ଆମ୍ବେଦକରଙ୍କ ଯୋଗଦାନ ତଥା ଜୀବନ ଦର୍ଶନ ଉପରେ ଆଲୋକପାତ କରିଥିଲେ I ଜୟନ୍ତୀ ଉପଲକ୍ଷେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ତତ୍ୱାବଧାନ ରେ ଅନୁଷ୍ଠିତ  ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରରେ ଅନୁଷ୍ଠିତ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ସମାରୋହ ଅବସରରେ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା I ଦିବସ ପରିପ୍ରେକ୍ଷୀରେ ଅନୁଷ୍ଠିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ତରୀୟ ଓଡ଼ିଆ ବକୃତା  ପ୍ରତିଯୋଗିତରେ ଅସ୍ମିତା ଭୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟ ବାଗବର-ପ୍ରଥମ, ପମି ନାଗ, ଆଦର୍ଶ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସୋନପୁର - ଦ୍ଵିତୀୟ, ପ୍ରିୟାଂଶ ପ୍ରଧାନ, ବିଶ୍ଵଭାରତୀ ଚିନ୍ତନ ଶିକ୍ଷା ନିକେତନ - ତୃତୀୟ, ଇଂରାଜୀ ବକୃତାରେ ୟଶରାଜ ମହାକୁର, କେନ୍ଦ୍ରୀୟ ବିଦ୍ୟାଳୟ ପ୍ରଥମ, ସତୀଶ କୁମାର ନାୟକ,କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁର- ଦ୍ଵିତୀୟ, ସ୍ମିତା ରାଣୀ ଦାସ, ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଖାରୀ-ତୃତୀୟ ହୋଇଛନ୍ତି l

ସେହିପରି ଉଚ୍ଚ ବିଦ୍ୟାଳୟ ସ୍ତରୀୟ ଅନୁଷ୍ଠିତ ଓଡ଼ିଆ ବକୃତାରେ ସିଦ୍ଧାର୍ଥ ଖମାରୀ, ବିଶ୍ୱ ଭାରତୀ ଚିନ୍ତନ ଶିକ୍ଷା ନିକେତନ ସୋନପୁର- ପ୍ରଥମ, ସଂଗୀତା ମହାକୁର ସାହାରା ଟ୍ରଷ୍ଟ ହାଇସ୍କୁଲ ସୋନପୁର- ଦ୍ଵିତୀୟ, ଜ୍ୟୋତିର୍ମୟୀ ଦାସ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ସୋନପୁର- ତୃତୀୟ ଭାବେ ପୁରସ୍କୃତ ହୋଇଛନ୍ତି l ସେହିପରି ଇଂରାଜୀ ବକୃତାରେ ଅଭିଜ୍ଞ ପଣ୍ଡା ସେଣ୍ଟଆନୀ କନଭେଣ୍ଟ ସ୍କୁଲ ସୋନପୁର -ପ୍ରଥମ, ପ୍ରତୀକ କୁମାର ସାହୁ କେନ୍ଦ୍ରୀୟ ବିଦ୍ୟାଳୟ ସୋନପୁର-ଦ୍ଵିତୀୟ ଓ ନୂତନ ପ୍ରଧାନ ବିଶ୍ୱ ଭାରତୀ ଚିନ୍ତନ ଶିକ୍ଷା ନିକେତନ-ତୃତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଛନ୍ତି  l ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲ୍ଲା ବାବା ସାହେବ ଆମ୍ବେଦକର ସ୍ବେଛାସେବୀ ଅନୁଷ୍ଠାନର ସଭାପତି ରବିନ୍ଦ୍ର କୁମ୍ଭାର ଅନୁଷ୍ଠିତ ସଭାରେ ଆମ୍ବେଦକର ଙ୍କ ଜୀବନ ଦର୍ଶନ ଉପରେ ଆଧାରିତ ସଙ୍ଗୀତ ପରିବେଷଣ କାର୍ଯ୍ୟକ୍ରମ ଉପସ୍ଥିତ ସମସ୍ତଙ୍କୁ ମନ୍ତ୍ର ମୁଗ୍ଧ କରିଥିଲା। ଜୟନ୍ତୀ ସଭାରେ ଜିଲ୍ଲାର ବିଭିନ୍ନ  ବିଭାଗର ଅଧିକାରୀ , ସ୍ଵେଚ୍ଛାସେବୀ ଅନୁଷ୍ଠାନ ର କର୍ମକର୍ତ୍ତା, ବରିଷ୍ଠ ନାଗରିକ  ସମାଜର  ଗନ୍ୟମାନ୍ୟ  ବ୍ୟକ୍ତି, ବୁଦ୍ଧିଜୀବୀ ପ୍ରମୁଖଙ୍କ ସମେତ ବିଭିନ୍ନ ବିଦ୍ୟାଳୟରୁ  ଶତାଧିକ ଛାତ୍ର ଛାତ୍ରୀ , ଶିକ୍ଷକ ଶିକ୍ଷୟିତ୍ରୀ  ଏବଂ  ଗଣମାଧ୍ୟମର ପ୍ରତିନିଧି ଯୋଗଦେଇ ଡ଼ଃ ଆମ୍ବେଦକରଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like