-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||     

HOME   ଜିଲ୍ଲା

ଡ. ବାବା ସାହେବ ଆମ୍ବେଦକର ଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ପାଳନ କଲା ଏସସି,ଏସଟି ମିଳିତ ମଞ୍ଚ ପଦ୍ମପୁର ଉପଖଣ୍ଡ ,,,,,, ପଦ୍ମପୁର ସହର ରେ ବିରାଟ ଶୋଭାଯାତ୍ରା

14-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ ଜିଲ୍ଲା ପଦ୍ମପୁର ସହରରେ ଭାରତରତ୍ନ ଡ. ବାବା ସାହେବ ଆମ୍ବେଦକର ଙ୍କ ୧୩୪ ତମ ଜନ୍ମ ଜୟନ୍ତୀ ମହା ସମାରୋହରେ ପାଳନ ହୋଇଯାଇଛି। ଏହି ଅବସରରେ ପଦ୍ମପୁର ସହରର ରାଜାଜୀ ଟାଉନ୍ ହଲ୍ ଠାରୁ ଆମ୍ବେଦକର ଛକ  ସ୍ଥିତ ଡ.ବାବା ସାହେବ ଆମ୍ବେଦକରଙ୍କ ପ୍ରତିମୂର୍ତ୍ତି ନିକଟ ପର୍ଯ୍ୟନ୍ତ ଏକ ବିରାଟ ଭବ୍ୟ ଶୋଭାଯାତ୍ରା ଗଣ୍ଡା ବଜା, ଦୁଲଦୁଲି ବଜା ସହିତ  ସାଉଣ୍ଡ ରେ  ବାବା ସାହେବ ଙ୍କ ଜୟଗାନ କରି ଭଵ୍ୟ ଆକାର ରେ ନଗର ପରିକ୍ରମା କରିବା ସହ ବାବା ସାହେବ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ପାଖକୁ ରାଲି ପହଁଚିଥିଲା । ବାବା ସାହେବ ଙ୍କ ପ୍ରତିମୃତ୍ତି ରେ ଏସସି ଏସଟି ମିଳିତ ମଞ୍ଚ ପଦ୍ମପୁର ଉପଖଣ୍ଡ ସଭାପତି ଭୋଜରାଜ ବାଗ, ଉପ ସଭାପତି  ନୀଳମଣି ବରିହା, ସଂପାଦକ ରଘୁ ନନ୍ଦନ ଦେଓ କୋଷାଧକ୍ଷ ଅଚ୍ୟୁତା ନନ୍ଦ ସେଟ, ଉପଦେଷ୍ଟା  କ୍ଷେତ୍ରୀ ଲୁହାର  ପଦ୍ମପୁର ନଗରପାଳ ଶ୍ରୀମତୀ ସାବିତ୍ରୀ ବାଗ, ଆମ୍ବେଦକର ସଂଘ ପଦ୍ମପୁର ସଭାପତି, ବଳଦେବ ସୁନା ଓ ଉପେନ୍ଦ୍ର ଦୀପ, ଖ୍ରୀଷ୍ଟିଆନ ସମାଜର ରାଜେଶ ତାଣ୍ଡି, ଗୋଣ୍ଡ ସମାଜର ସଭାପତି, ଘାସୀ ସମାଜ ତରଫରୁ ନରେଶ ଦାଶ, ଆମ୍ବେଦକର ଯୋଦ୍ଧା ତରଫରୁ ସୁଜନ ବାଗ ନାୟକ ସମାଜ ରୁ ରମେଶ ନାୟକ, ଝାରବନ୍ଦ ବ୍ଲକ ସତନାମୀ ସମାଜ ସଭାପତି ସମସ୍ତେ ମିଶି ପୁଷ୍ପମାଲ୍ୟାର୍ପଣ ଓ ମହବତୀ ପ୍ରଜ୍ବଳନ କରିଥିଲେ ।  ଉକ୍ତ ଶୋଭାଯାତ୍ରା ପଦ୍ମପୁର ଉପଖଣ୍ଡ ର ପଦ୍ମପୁର, ପାଇକମାଳ, ଝାରବନ୍ଧ, ବିଜେପୁର,ଗାଇସିଲେଟ ପ୍ରଭୃତି ବ୍ଲକ ଅଂଚଳ ରୁ ଶତାଧିକ ମହିଳା, ପୁରୁଷ, ଛାତ୍ର ଛାତ୍ରୀଙ୍କ ସମାଗମ ମଧ୍ୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଗୋରୁ ବଜାର ପ୍ରାଙ୍ଗଣରେ ମଧ୍ୟାହ୍ନ ୧୨ ଘଣ୍ଟା ରେ ବାବା ସାହେବ ଙ୍କ ଜନ୍ମ ଦିବସ ପାଇଁ ଏକ କେକ ମଧ୍ୟ କଟାଯାଇଥିଲା  ଓ ପରେ  ଏକ ସାଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସମସ୍ତ କାର୍ଯ୍ୟକ୍ରମ କୁ ଯୁବ ସମ୍ବାଦିକ ଗୋପବନ୍ଧୁ ଶିକା ପରିଚାଳନା କରିଥିବା ବେଳେ  ସମସ୍ତ କାର୍ଯ୍ୟକ୍ରମ କୁ  ଚନ୍ଦ୍ରହାସ୍ୟ ଜାଲ, ଗୋବର୍ଦ୍ଧନ ଛତର, ପ୍ରଦୀପ ମହାନନ୍ଦ, ରମେଶ ଗୁର୍ଲା, ବଳରାମ କୁମ୍ଭାର  ମୋତୀଲାଳ ବାଗ, ଧବଲେଶ୍ୱର ମହାନନ୍ଦ, ରସାନନ୍ଦ ବେସ୍ରା, ଗୋପବନ୍ଧୁ, ସୁନା, ଗୋବିନ୍ଦ ତାଣ୍ଡି, ପ୍ରଶାନ୍ତ ରାଜହଂସ, ସୁବାଷ ବେସରା, କୈଳାଶ କୁମ୍ଭାର କଳ୍ପ ବାରିକ ବିକାଶ କୁମ୍ଭାର, ସାମ୍ବାଦିକ ଜଗନ୍ନାଥ କୁମ୍ଭାର ଙ୍କ ସହଯୋଗ ରେ ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ସମାପନ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026

You Might Also Like