-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଗୋଧନେଶ୍ଵର ଶୈବପୀଠରେ ମେରୁ ଯାତ୍ରା ଉଦଯାପିତ - ପାଞ୍ଚ ହଜାରରୁ ଉର୍ଦ୍ଧ୍ଵ ମାନସିକ ବ୍ରତ ଧାରି ସାମିଲ - ପ୍ରଚଣ୍ଡ ଖରାରେ ହେଲା ମାଁଙ୍କ ଆରାଧନା -

14-Apr-2025



ବୀରମହାରାଜପୁର, (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର  ଉପଖଣ୍ଡର ଜଟେସିଂହା ପଞ୍ଚାୟତ ଅନ୍ତର୍ଗତ ମହାନଦୀ କୂଳରେ ଅବସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଗୋଧନେଶ୍ଵରଙ୍କ ଦଣ୍ଡ ଯାତ୍ରା (ମେରୁ) ଉଦଯାପିତ ହୋଇଯାଇଛି। ଏଥିରେ ଶତାଧିକ ପୁରୁଷ  ବ୍ରତ ଧାରି ସାମିଲ ହୋଇଥିବା ବେଳେ ୫୦ ରୁ ଉର୍ଦ୍ଧ ମହିଳା ପୁରୁଷ ଅଧିଆ ପଡିଥିଲେ।  ଏହି ଯାତ୍ରାକୁ ଦେଖିବା ପାଇଁ ଅଞ୍ଚଳର ହଜାର ହଜାର ଶ୍ରଦ୍ଧାଳୁ ଙ୍କ ସମାଗମ ହୋଇଥିଲା। ଏହି ଦଣ୍ଡ ଯାତ୍ରା ଶୈବଶକ୍ତ ଉପାସନା ସହ ମନୋରଞ୍ଜନ ର ମାଧ୍ୟମ ଅଟେ। ଏହି ଯାତ୍ରା ବିଶେଷତଃ କୃଷି ଉପରେ ଆଧାରିତ ଓ ସମାଜକୁ ବିଭିନ୍ନ ସଚେତନତା ବାର୍ତ୍ତା ପ୍ରଦାନ କରିଥାଏ। ବାବା ଗୋଧନେଶ୍ଵର ଙ୍କ ଦଣ୍ଡ ଯାତ୍ରା ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରି ସମ୍ପନ୍ନ ହୋଇଛି। ଏହି ମେରୁ ଯାତ୍ରା ର ଅନ୍ୟ ଏକ ଆକର୍ଷଣ ହେଉଛି ଝାମୁଯାତ୍ରା। ମାନସିକଧାରୀ ମାନେ ନିର୍ଜଳା ଉପବାସ ରହି ମହାଦେବ ଙ୍କୁ ଆରାଧନା କରିଥାନ୍ତି। ଏବଂ ପ୍ରଚଣ୍ଡ ଖରାରେ ନିଜକୁ କଷ୍ଟସାଧ୍ୟ ଦେଇ ପାଣି ଦଣ୍ଡ,ଧୁଲି ଦଣ୍ଡ ରେ ସାମିଲ ହୋଇ ମହାଦେବଙ୍କୁ ସନ୍ତୁଷ୍ଟ କରିଥାନ୍ତି।‌  ଫଳରେ ଏଭଳି କରିବା ଦ୍ୱାରା ମାନସିକ ପୂରଣ ହୁଏ ବୋଲି ପୂର୍ବରୁ ବିଶ୍ବାସ ରହିଛି।  ଏହି ଅବସରରେ ହଜାର ହଜାର ଭକ୍ତ ଓ ମାନସିକଧାରୀ ମେରୁଯାତ୍ରା ରେ ସାମିଲ ହୋଇଥିଲେ।‌ ବିଭିନ୍ନ ସ୍ବେଛାସେବୀ ଅନୁଷ୍ଠାନ ପକ୍ଷରୁ ଶ୍ରଦ୍ଧାଳୁମାନଙ୍କୁ ସର୍ବତ,ପଣା,ସହ ପାଣି ବଣ୍ଟନ କରାଯାଇଥିଲା। ଶାନ୍ତି ଶୃଙ୍ଖଳାର ପାଇଁ ସୁବଳୟା ପୋଲିସ ମୁତୟନ ହୋଇଥିଲେ। ସେହିପରି ବ୍ଲକର ସୁବଳୟା, ପିତାମହୁଲ, କମିରା, ଟେଭାପଦର, ସୁନାରିବେନି, ଗୈାଉଡଗାଡ, ଟିଠିପାଲି, କମଲପୁର, ଉଫୁଲା, ବାଗବର, ତେନ୍ତୁଳିମହଦା, ଚଉକା, ବର୍ଡାକଟା ପ୍ରମୁଖ ସ୍ଥାନରେ ମେରୁ ଯାତ୍ରା ପାଲିତ ହୋଇଥିବା ଜଣାଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like