-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ଓଡିଆ ପକ୍ଷ ପାଳନ ପାଳନ ସହ ଓଡ଼ିଆ ନବ ବର୍ଷକୁ ସ୍ୱାଗତ :-

14-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ଓଡିଆ ପକ୍ଷ  ପାଳନ ଅବସରରେ ଆଜି ସୁବର୍ଣ୍ଣପୁର ନିଉ ଟାଉନ୍ ହଲ୍ ଠାରେ ପାରମ୍ପରିକ ଓଡ଼ିଆ ପିଠା ପଣା, ଝୋଟି, ମୁରୁଜ, ଚିତା ପ୍ରତିଯୋଗିତ ଅନୁଷ୍ଠିତ ସହ ଓଡ଼ିଆ ନବ ବର୍ଷ ପାଳନ ନିମନ୍ତେ ଏକ ଭବ୍ୟ ସମାରୋହ ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାର ସମସ୍ତ ବ୍ଲକ ସହ ସୋନପୁର ପୌର ପରିଷଦର ବିଭିନ୍ନ ସ୍ବୟଂ ସହାୟିକା ଗୋଷ୍ଠୀ ସଦସ୍ୟା, ବିଭିନ୍ନ ମହାବିଦ୍ୟାଳୟର ଛାତ୍ର ଛାତ୍ରୀଙ୍କୁ ନେ଼ଇ  ପ୍ରତିଯୋଗୀତା ଆୟୋଜନ କରାଯାଇଥିଲା l ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସଂସ୍କୃତି ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଓ ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞଳିନା ପଧାନ, ଡେପୁଟି କଲେକ୍ଟର ତଥା ବିଡ଼ିଓ ସୋନପୁର ପ୍ରତୀକ କର, ଜିଲ୍ଲା  ସମାଜ ମଙ୍ଗଳ ଅଧିକାରୀ ଅନୁପମା ପଣ୍ଡା, ଜିଲ୍ଲା ମଙ୍ଗଳ ଅଧିକାରୀ ଅଚ୍ୟୁତାନନ୍ଦ ସିଂ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜ୍ଜୁନ ମାଝୀ ପ୍ରମୁଖ ଯୋଗ ଦେଇ ଓଡ଼ିଆ ପକ୍ଷ ପାଳନ, ତଥା ଓଡ଼ିଆ ନୂତନ ବର୍ଷ ଅବସରରେ ଓଡ଼ିଆ ସଂସ୍କୃତି ପରମ୍ପରା ତଥା ଲିଭି ଯାଉଥିବା ପାରମ୍ପରିକ ଖାଦ୍ୟ କୁ ଜନମାନସରେ ଉଦ୍ଜୀବିତ ପାଇଁ ଏହି କାର୍ଯ୍ୟକ୍ରମ ସମସ୍ତଙ୍କ ନିମନ୍ତେ ପ୍ରେରଣା ଯୋଗାଇଥିବା କହିଛନ୍ତି। ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ସୁ ସ୍ବାଦୁ ଓଡ଼ିଆ ଘର ପାରମ୍ପରିକ ବ୍ୟଞ୍ଜନ ପ୍ରତିଯୋଗିତା, ଝୋଟି, ମୁରୁଜ ତଥା ଚିତା ହୁଳହୁଳି ପ୍ରତିଯୋଗିତାର କୃତି ପ୍ରତିଯୋଗୀଙ୍କୁ ଉତ୍ସାହିତ କରିବା ସହିତ ସମ୍ବର୍ଦ୍ଧିତ କରିଥିଲେ l ବିଚାରକ ଭାବେ ମିନା ମହାରଣା, ଓ ଶ୍ୟାମ ସୁନ୍ଦର ମେହେର, ଶୁଭେନ୍ଦୁ ମେହେର, ସସ୍ମିତା ମେହେର, ଓ ସୁନନ୍ଦା ସାହୁ ପ୍ରମୁଖ ଆୟୋଜିତ ପ୍ରତିଯୋଗିତାର ବିଚାରକ ଭାବେ ନିଖୁଣ ଦାୟିତ୍ୱ ସମ୍ପାଦନ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲାର ବିଭିନ୍ନ ଏସ ଏଚ ଜି ସଦସ୍ୟା, ଛାତ୍ର ଛାତ୍ରୀ, ବୁଦ୍ଧିଜୀବୀ, ଶିକ୍ଷକ ଶିକ୍ଷୟତ୍ରୀ, ସ୍ବେଛାସେବୀ ସଂଗଠନ କର୍ମକର୍ତ୍ତା, ବିଭିନ୍ନ ସରକାରୀ ପଦାଧିକାରୀ,ସାମ୍ବାଦିକ ପ୍ରମୁଖ ଉପସ୍ଥିତ ରହିଥିଲେ.। କାର୍ଯ୍ୟକ୍ରମକୁ ଶିକ୍ଷକ ଲଷ୍ମୀନାରାୟଣ ସାହୁ ସଂଯୋଜନା କରିଥିବା ବେଳେ ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ। ଶେଷରେ ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷ କୁ ସ୍ୱାଗତ ପୂର୍ବକ ପାରମ୍ପରିକ ବ୍ୟଞ୍ଜନ ପିଠା ପଣା ବଣ୍ଟନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like