-+91-9937148622 |

prerana_bgr@rediffmail.com |

  Saturday 3rd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ରାଜ୍ୟ

ରାଜ୍ୟରେ ସ୍ବାସ୍ଥ୍ୟ ଭିତ୍ତିଭୂମି କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

19-Jan-2021



ଭୁବନେଶ୍ବର, (ପ୍ରେରଣା ଖବର ବ୍ୟୁରୋ ): ସ୍ବାସ୍ଥ୍ୟ ସେବାକୁ ରାଜ୍ୟ ସରକାର ସର୍ବାଧିକ ପ୍ରାଥମିକତା ଦେଇଆସିଛନ୍ତି। ରାଜ୍ୟବାସୀଙ୍କୁ ଅତ୍ୟାଧୁନିକ ତଥା ଗୁଣାତ୍ମକ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ରାଜ୍ୟ ସରକାର ପ୍ରତିବଦ୍ଧତାର ସହ କାର୍ଯ୍ୟ କରୁଛନ୍ତି। 

କଟକ ଶ୍ରୀରାମଚନ୍ଦ୍ର ମେଡିକାଲ କଲେଜକୁ ବିଶ୍ବସ୍ତରୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବରେ ଗଢିତୋଳିବା ପାଇଁ କାର୍ଯ୍ୟ ଆରମ୍ଭ ହୋଇଯାଇଛି।

ସେହିପରି ନୂଆକରି ରାଜ୍ୟ ସରକାର ଗଢିଥିବା ୯ ଗୋଟି ମେଡିକାଲ କଲେଜ ଗୁଡିକର ଭିତ୍ତିଭୂମିର ବିକାଶ କାର୍ଯ୍ୟକ୍ରମ ସଂପର୍କରେ  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଥିଲେ। 

ଏତଦ୍‌ବ୍ୟତୀତ ୫ ଗୋଟି ନୂଆ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ତଥା ୬ ଗୋଟି ମୁଖ୍ୟ ଚିକିତ୍ସାଳୟର ଉନ୍ନତିକରଣ କାର୍ଯ୍ୟ ସଂପର୍କରେ ମଧ୍ୟ ସମୀକ୍ଷା କରିଥିଲେ ।

ଝାରସୁଗୁଡା ଠାରେ Cardiac Care ଡାକ୍ତରଖାନା, କଟକ ଶିଶୁଭବନରେ ପି.ଜି. ଛାତ୍ରଛାତ୍ରୀଙ୍କ ପାଇଁ Multi Utility Complex, ଆଚାର୍ଯ୍ୟ ହରିହର କ୍ୟାନସର ହସ୍‌ପିଟାଲର LINAC block, କ୍ୟାପିଟାଲ ହସ୍‌ପିଟାଲର ବିକାଶ ତଥା PGI ଭାବରେ ଗଢିବା ଏବଂ ବରଗଡ କ୍ୟାନସର ହସ୍‌ପିଟାଲ ଆଦିର ନିର୍ମାଣ ସଂପର୍କରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା ।

ସ୍ୱାସ୍ଥ୍ୟ ସେବାର ଗୁରୁତ୍ବକୁ ଦୃଷ୍ଟିରେ ରଖି ଏହିସବୁ ପ୍ରକଳ୍ପର କାର୍ଯ୍ୟ ନିର୍ଦ୍ଧାରିତ ସମୟରେ ଶେଷ କରିବା ସହିତ ଏଥିରେ ସଂପୃକ୍ତ ବିଭିନ୍ନ ବିଭାଗ ସେମାନଙ୍କ ଦାୟିତ୍ବକୁ ଉତ୍ତମ ସମନ୍ବୟ ରକ୍ଷା କରି ନିର୍ବାହ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ। 

    ଅନ୍ୟାନ୍ୟ ବିଷୟ ମାନଙ୍କ ମଧ୍ୟରେ ନୂଆକରି ଖୋଲିବାକୁ ଥିବା ମେଡିକାଲ କଲେଜ ଗୁଡିକର ଅଧ୍ୟାପକ ପଦବୀ ତଥା  Periphery ଡ଼ାକ୍ତରଖାନା ର ଡାକ୍ତର, ସ୍ବାସ୍ଥ୍ୟକର୍ମୀ ଆଦି ପଦବୀ ପୂରଣ  ଏବଂ ଚିକିତ୍ସା ଊପକରଣ ସଂପର୍କରେ ବୈଠକରେ ଆଲୋଚନା ହୋଇଥିଲା । । OPSC  ପକ୍ଷରୁ ପ୍ରାୟ ୨୦୦୦ରୁ ଅଧିକ ଡାକ୍ତର, ଦନ୍ତ ଚିକିତ୍ସକ ପଦବୀ ପୂରଣ ପାଇଁ ବିଜ୍ଞାପନ ପ୍ରକାଶ ପାଇବ ବୋଲି ଜଣାଯାଇଛି ।

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଅଧିକରୁ ଅଧିକ ସାଧାରଣ ଲୋକ ଯେପରି ସୁବିଧା ପାଇପାରିବେ, ସେ ବିଷୟରେ ମଧ୍ୟ ବୈଠକରେ ଆଲୋଚନା ହୋଇଥିଲା।

ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଉନ୍ନୟନ କମିଶନର ଶ୍ରୀ ପ୍ରଦୀପ ଜେନା, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର, ଅର୍ଥ ବିଭାଗର ପ୍ରମୁଖ ସଚିବ ଶ୍ରୀ ଅଶୋକ ମୀନା ପ୍ରମୁଖ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି ) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନା କରିଥିଲେ  ଏବଂ ପୂର୍ତ୍ତ ସଚିବ ଶ୍ରୀ କିଷନ କୁମାର ଭିତ୍ତିଭୂମି ବିକାଶ ସଂପର୍କରେ ଉପସ୍ଥାପନା ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like