-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ମୁଖ୍ୟ ମନ୍ତ୍ରୀ ଟ୍ରଫି : ଫାଇନାଲରେ ଉଲୁଣ୍ଡା ବନାମ୍ ନିମ୍ନl ଦଳ

14-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
 ସୋନପୁର ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍  ମୁଖ୍ୟ ମନ୍ତ୍ରୀ ଟ୍ରଫି ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚମ୍ପିଅନସିପ  ୨୦୨୫ ସେମି ଫାଇନାଲ ଖେଳ  ରେ ଦୁଇ ଗୋଟି ମ୍ୟାଚ ଅନୁଷ୍ଟିତ ହୋଇ ଯାଇଛି l ଆଜିର ବିଜେତା ଦଳ ଆସନ୍ତା କାଲି ଫାଇନାଲ ଖେଳିବେ l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ଟର୍ଣ୍ଣlମେଣ୍ଟ କୁ ମୁଖ୍ୟ ଅତିଥି ଭାବରେ କଟକ ସ୍ପୋର୍ଟସ ହଷ୍ଟେଲ ଇନଚାର୍ଜ ତଥା ଅଣ୍ଡର ଫିଫ୍ଟିନ୍ ସିଲେକ୍ଟର ଗଙ୍ଗାଧର ବେହେରା ଓ ସମ୍ମାନୀତ ଅତିଥି  ଜିଲ୍ଲା କ୍ରିଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର  ଓ  ସାମ୍ୱାଦିକ ମୃତ୍ୟୁଞ୍ଜୟ ଶତପଥୀ, ଦିଲ୍ଲୀପ ପାତ୍ର, ନବକିଶୋର ମିଶ୍ର,ରାଜକିଶୋର ତ୍ରିପାଠୀ, ପିତାମ୍ବର ମହାପାତ୍ର , ମହାଦେବ ମଲ୍ଲିକ, ସହଦେବ ମେହେର, ସରୋଜ ପ୍ରକାଶ ପ୍ରଧାନ ଯୋଗଦେଇ  ମ୍ୟାଚ୍ କୁ ଉଦ୍ଘାଟନ କରି ଖେଳାଳୀ ଙ୍କୁ ପୁରସ୍କୃତ କରିଥିଲେ l ଜିଲ୍ଲା ର ସମସ୍ତ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେଇ ଥିବା ବେଳେ ଆଜି ସେମି ଫାଇନାଲ ର ପ୍ରଥମ ମ୍ୟାଚ୍ ନାରାୟଣ ପୁର  ଓ ନିମ୍ନା ଦଳ  ମଧ୍ୟରେ ଅନୁଷ୍ଟିତ ହୋଇଛି l ଓ   ରାମ ଧୂନ୍ କ୍ଳବ୍ ( ସି) ଓ ଉଲୁଣ୍ଡା ଦଳ ମଧ୍ୟରେ ଦ୍ଵିତୀୟ  ସେମି ଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇ ଥିଲା l ପ୍ରଥମ ମ୍ୟାଚ୍ ରେ ରାମଜୀ କ୍ଲବ୍ ନିମ୍ନା ଦଳ ୩-୦ ଗୋଲ୍ ରେ ବିଜୟୀ ହୋଇ ଥିବା ବେଳେ  ଦ୍ଵିତୀୟ ମ୍ୟାଚ୍ ରେ ଉଲୁଣ୍ଡା ଦଳ ୧-୦  ଗୋଲ ରେ ବିଜୟୀ ହୋଇ ଫାଇନାଲ କୁ ପ୍ରବେଶ କରିଛି l  ସମସ୍ତ ମ୍ୟାଚ କୁ  ମ୍ୟାଚ୍ କମିସନର ଭାବେ ଜିତେନ୍ଦ୍ର ଥନା ପତି, ମୁଖ୍ୟ ରେଫରୀ ଭାବେ  ରାଜେଶ ଥନାପତି, ସାନୁଜ ବିଶ୍ଵାଳ, ଅନିତା ମହା ନନ୍ଦ ଫୋର୍ଥ ଅଫିସିଆଲ୍ ଭାବେ ସଞ୍ଜୀବ ସାହୁ ,  ସହଯୋଗି  ରେଫରି ଭାବେ ପ୍ରଶାନ୍ତ ସେଠି, ନରେଶ ମାଝୀ ,,  ଅନିଲ ଭୋଇ ଖେଳ ପରି ଚାଳନା ରେ ସହଯୋଗ କରିଥିଲେ l ମନୋରଞ୍ଜନ ତ୍ରୀପାଠୀ ଓ ଦିଗାମ୍ବର ଶତପଥୀ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ଙ୍କ ତତ୍ୱା ଵଧାନ ରେ ଅନୁଷ୍ଟିତ ଏହି ଖେଳ ରେ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ , ବିକାଶ ପାଢ଼ୀ ଙ୍କ ସମେତ ଚନ୍ଦନ ବେହେରା , ସୁଜିତ୍ ବରିହା, ଗୁରୁ ଦଳେଇ, ରଂଜୁ ସାହୁ, ଅନିଲ ସାହୁ , ଶିବ, ରବି ଗୂରୁ, ଚୈତ୍ୟନ୍ୟ, କିରଣ ନାଏକ, ଚାହଦ ମଜୁମଦାର, ବସିର ମହମ୍ମଦ, ସଦା ସାହୁ , ଦିଲ୍ଲୀପ ସାହୁ, ପୁରେନ ନାଏକ, କଲିମ ମହମ୍ମଦ, ପ୍ରମୁଖ ରାମ ଧୂନ୍ କ୍ଲବ୍ ଓ ଜିଲ୍ଲା କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like