-+91-9937148622 |
prerana_bgr@rediffmail.com |
Wednesday 29th April 2026 |
R.N.I. Regd No. ODIODI/2010/46693
Breaking News
14-Apr-2025
ବରୀ: ବିଷୁବ ସଂକ୍ରାନ୍ତି, ହନୁମାନ ଜୟନ୍ତୀ ଓ ଓଡ଼ିଆ ନବ ବର୍ଷ ପାଇଁ ସହର ଠାରୁ ନେଇ ପୁରପଲ୍ଲୀ ପର୍ଯ୍ୟନ୍ତ ଉତ୍ସବ ମୁଖର ହୋଇଛି । ଆଜି ସକାଳୁ ସବୁ ଦେବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ବିଶେଷ କରି ହନୁମାନ ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଦେଖିବାକୁ ମିଳିଥିଲା । ଶ୍ରଦ୍ଧାଳୁ ମାନେ ପୂଜାର୍ଚ୍ଚନା କରି ଆଶିର୍ବାଦ କାମନା କରିଥିଲେ । ଆଜି ବରୀ ମାଉଣ୍ଡ ସ୍ଥିତ ଶକ୍ତି ପୀଠରେ ଥିବା ମହାବୀର ମନ୍ଦିରରେ ସକାଳୁ ଶ୍ରଦ୍ଧାଳୁ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ । ସନ୍ଧ୍ୟାରେ ମନ୍ଦିର କମିଟି ପକ୍ଷରୁ ପୂଜାର୍ଚ୍ଚନା, ହୋମଯଜ୍ଞ ଆୟୋଜିତ ହୋଇଥିଲା
(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)