-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ପୁରାତନ ଶିକ୍ଷକଙ୍କୁ ସମ୍ୱର୍ଦ୍ଧନା

14-Apr-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର ହୀରକ ଜୟନ୍ତୀ ପାଳନ ଅବ୍ୟବହିତ ପୂର୍ବରୁ ଉପରୋକ୍ତ ହାଇସ୍କୁଲରେ ଶିକ୍ଷାଦାନ କରିଥିବା ଜୀବିତ ଶିକ୍ଷକ ମାନଙ୍କୁ କୃତଜ୍ଞତା ଜଣାଇବା ଉଦ୍ଦେଶ୍ୟରେ ଏକ ସମ୍ୱର୍ଦ୍ଧନା ସଭା ସ୍ଥାନୀୟ ଶିଶୁ ବିଦ୍ୟାମନ୍ଦିର ପରିସରରେ ଆୟୋଜିତ ହୋଇଯାଇଛି । ୧୯୭୦ ବ୍ୟାଚ ଛାତ୍ରମାନଙ୍କ ଦ୍ଵାରା ଆୟୋଜିତ ଏହି ସମାରୋହରେ ନିମନ୍ତ୍ରିତ ଅତିଥି ଭାବେ ପୁରାତନ ଶିକ୍ଷକ ଧର୍ମ ସିଂ ମିଶ୍ର, ଭୋଲାନାଥ ମିଶ୍ର, ବୃନ୍ଦାବନ ପଣ୍ଡା, ଧୃବଚରଣ ଅଗ୍ରୱାଲ, ବିଭୂତି ଭୂଷଣ ସାହାଣୀ ତଥା ବର୍ତ୍ତମାନର ପ୍ରଧାନ ଶିକ୍ଷକ ଉଦ୍ଧବ ଚରଣ ପଟେଲ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଦୀପ ପ୍ରଜ୍ଜ୍ୱଳନ ସମେତ ସରସ୍ଵତୀ ବନ୍ଦନା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା । କାର୍ତ୍ତିକ ବେହେରା ସମସ୍ତଙ୍କୁ ସ୍ଵାଗତ ଜଣାଇବା ସହିତ ନାଥୁଲାଲ ପଧାନ ଅତିଥି ପରିଚୟ ସମେତ କାର୍ଯ୍ୟକ୍ରମ ପରିଚାଲନା କରିଥିଲେ । ବଦ୍ରି ଅଗ୍ରୱାଲ, କାର୍ତ୍ତିକ ବେହେରା, ପ୍ରୀତି ରାଏ ପ୍ରମୁଖ ମଞ୍ଚାସୀନ ଅତିଥି ମାନଙ୍କୁ ଉତ୍ତରୀୟ ପ୍ରଦାନ ପୂର୍ବକ ଗୁରୁ ପୂଜନ କରିଥିଲେ । ଏହି ଅବସରରେ ଉଭୟ ପୁରାତନ ଛାତ୍ର ତଥା ଶିକ୍ଷକ ମାନେ କର୍ମମୟ ଜୀବନର ସ୍ମୃତି ଚାରଣ କରିଥିଲେ । ଦୀର୍ଘ ୫୫ ବର୍ଷ ପରେ ପରିଣତ ବୟସରେ ଉଭୟ ଗୁରୁ ଶିଷ୍ୟଙ୍କ ମିଳନ ଏକ ଭାବ ବିହ୍ୱଳ ପରିବେଶ ସୃଷ୍ଟି କରିଥିଲା । ପରିଶେଷରେ ଦୁର୍ବାସା ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk