-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ଲୋଇସିଂହା ତରଫରୁ ଆଦିବାସୀ ଭବନ ଲୋଇସିଂହା ଠାରେ ବାବା ସାହେବ ଡ଼. ଭୀମରାଓ ରାମଜୀ ଆମ୍ବେଦକର ଙ୍କର 134 ତମ ଜନ୍ମ ଜୟନ୍ତୀ ମହା ଆଡମ୍ବର ରେ ପାଳିତ

14-Apr-2025



ଲୋଇସିଂହା, (ବିନୋଦ ଦୀପ)ସୋମବାର ଦିନ ଭାରତ ବର୍ଷର ସମ୍ବିଧାନ ପ୍ରଣେତା ଭାରତ ରତ୍ନ ବାବା ସାହେବ ଭୀମ ରାଓ ରାମଜୀ ଆମ୍ବେଦକର ଙ୍କର 134 ତମ ଜନ୍ମ ଜୟନ୍ତୀ ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ଲୋଇସିଂହା ତରଫରୁ ଆଦିବାସୀ ଭବନ ଲୋଇସିଂହା ଠାରେ ମହା ଆଡମ୍ବର ରେ ପାଳିତ ହୋଇଯାଇଛି। ଏହି ଜୟନ୍ତୀ ରେ ମାନ୍ୟବର ସ୍ୱାସ୍ଥ୍ୟ ମନ୍ତ୍ରୀ ଡା. ମୁକେଶ ମହାଳିଙ୍ଗ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ। ସମ୍ବିଧାନ ପ୍ରଣେତା ବାବା ସାହେବ ଡ଼. ଭୀମରାଓ ଆମ୍ବେଦକର ଓ ଧରଣୀ ଆୱା ବିର୍ସାମୁଣ୍ଡା ଙ୍କ ଫଟୋରେ ମାଲ୍ୟାର୍ପଣ କରି ଏକ ନୂତନ ଗ୍ରନ୍ଥାଗାର ଉଦ୍ଘାଟନ କରୁଥିଲେ। ଶିକ୍ଷିତ ହୁଅ, ସଂଘଠିତ ହୁଅ ଓ ସଂଘର୍ଷ କର ବାବାସାହେବ ଙ୍କ ବାର୍ତ୍ତା ଟିକୁ ସମସ୍ତ ଆଦିବାସୀ ଭାଇମାନଙ୍କୁ ଜଣାଇ ଥିଲେ। ଉକ୍ତ ଦିବସରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଙ୍ଘ ସଭାପତି ଶ୍ୟାମସୁନ୍ଦର ଭୋଇ, ଆଗଲପୁର ସଭାପତି ବଳଦେବ ଭୋଇ, ଲୋଇସିଂହା ସମ୍ପାଦକ ଗୋପାଳ ମିର୍ଦ୍ଧା, ମାଧବ ଭୋଇ, ଲଳିତ ମୋହନ ପୁଟା, ରୁକ୍ମଣ ଧରୁଆ, ଚନ୍ଦ୍ରଶେଖର କୁଅଁର, ଦାଶରଥୀ ଭୋଇ,ସାଗର ରଞ୍ଜନ ବିଶ୍ୱାଳ, ବୀରକିଶୋର ବାଗ, ଗୋବର୍ଧନ ଧରୁଆ, ଦେବାଶିଷ ବିଶୋଇ, ଫକୀର ପଧାନ, ଗୋବିନ୍ଦ ଭୋଇ, ଯୁବରାଜ ସିଂ ଗଡ଼ତ୍ୟା ପ୍ରଭୂତ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଶେଷରେ ବ୍ଲକ ସଭାପତି ଦଶରଥ ଛତ୍ରିଆ ସମସ୍ତଙ୍କୁ ଧନ୍ୟବାଦ ଦେଇ ସଭା ସାଙ୍ଗ କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk