-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||     

HOME   ଜିଲ୍ଲା

ବିଷୁବ ସଂକ୍ରାନ୍ତି ଅବସରରେ କୋସଲୀ କବିତା ଆସର

14-Apr-2025



ତରଭା(କପିଳାସ ସେଠ୍): ସ୍ଥାନୀୟ ଏନ୍.ଏ.ସି. ପାଠାଗାରଠାରେ ଭାଷା ସାହିତ୍ୟର ଅଗ୍ରଣୀ ଅନୁଷ୍ଠାନ କୋଶଳ ସାହିତ୍ୟ ଏକାଡେମୀ ତରଫରୁ ବିଷୁବ ସଂକ୍ରାନ୍ତି ଅବସରରେ ଆଲୋଚନା ଚକ୍ର ଓ କୋସଲୀ କବିତା ଆସର ଅନୁଷ୍ଠିତ ହୋଇଯାଇଛି। ଯୁବ ସାହିତ୍ୟିକ ସଞ୍ଜୀବ କୁମାର ସେଠୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଭାଷାପ୍ରେମୀ ପ୍ରଦୀପ ମାହାଣା ମୁଖ୍ୟ ଅତିଥି, ସାହିତ୍ୟିକ ନିରଞ୍ଜନ ପଣ୍ଡା ମୁଖ୍ୟ ବକ୍ତା ତଥା ଡ଼. ଯୁଧିଷ୍ଠିର ଖମାରୀ ଓ ଓଡିଶା ଉଚ୍ଚ ନ୍ୟାୟାଳୟର ଆଇନଜୀବୀ ପ୍ରସନ୍ନ ସାମନ୍ତରାୟ ସମ୍ମାନିତ ଅତିଥିଭାବେ ଯୋଗ ଦେଇଥିଲେ।କୋସଲୀ ଭାଷାକୁ ମାତୃଭାଷା ରୂପେ ପ୍ରାଥମିକ ଶିକ୍ଷାରେ ପ୍ରଚଳନ ସାଙ୍ଗେ ସାଙ୍ଗେ ସାମାଜିକ ଏଵଂ ପ୍ରଶାସନିକ କାର୍ଯ୍ୟକଳାପରେ ମାତୃଭାଷାର ବହୁଳ ବ୍ୟବହାର ନିମନ୍ତେ ଅତିଥିଗଣ ମତବ୍ୟକ୍ତ କରିଥିଲେ। ଏକାଡେମୀର ସଭାପତି ଡ଼. ଦେବେନ୍ଦ୍ର କୁମାର ନାଏକ ଧନ୍ୟବାଦ ଅର୍ପଣ କରିଥିଲେ।ପରେ ଯୁବ କବି ହିରଣ୍ମୟ ପଟ୍ଟନାୟକଙ୍କ ସଂଯୋଜନାରେ କୋସଲୀ କବିତା ଆସର ଅନୁଷ୍ଠିତ ହୋଇଥିଲା। ସମସ୍ତ କାର୍ଯ୍ୟକ୍ରମରେ ଡ଼. ବନବାସ ମେହେର, ପ୍ରଜ୍ଞାପ୍ରାଣ ଲୋକନାଥ ଦଳବେହେରା, ଶୁଭମ୍ ମିଶ୍ର, ତ୍ରିଲୋଚନ ଦଳବେହେରା, ତିଳୋତ୍ତମା ସାହୁ, ରୋଶନ ସାହୁ, ନୀଳକାନ୍ତି ପଟ୍ଟନାୟକ,ସୁଦାମ ପୁଟେଲ, ମାହେଶ୍ୱରୀ ସଂଗଠନର କର୍ମକର୍ତ୍ତା ପ୍ରମୁଖ ସକ୍ରିୟ ଅଂଶଗ୍ରହଣ କରିଥିଲେ। କବିତା ଆସରରେ ସମସ୍ତଙ୍କୁ ନବବର୍ଷର ଅଭିନନ୍ଦନ ଜଣାଇ ପଣା ପାଣିରେ ଆପ୍ୟାୟିତ କରାଯାଇ ଥିଲା।ଏଥିରେ ସୁବର୍ଣ୍ଣପୁର ସମେତ ବଲାଙ୍ଗୀର, ବରଗଡ଼ ଓ ବୌଦ୍ଧ ପ୍ରଭୃତି ଜିଲ୍ଲାରୁ ଷାଠିଏରୁ ଉର୍ଦ୍ଧ୍ବ କବି କବୟିତ୍ରୀ ସ୍ବରଚିତ କୋସଲୀ କବିତା ଆବୃତ୍ତି କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026
  ଜିଲ୍ଲା  
ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   18-Sep-2026
  ଜିଲ୍ଲା  
ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   18-Sep-2026
  ଜିଲ୍ଲା  
କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   18-Sep-2026
  ଜିଲ୍ଲା  
*ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   18-Sep-2026
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026

You Might Also Like