-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

ସ୍ୱାସ୍ଥ୍ୟମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଙ୍କ ଦ୍ୱାରା ବାବାସାହେବ ଡ଼ ଭୀମରାଓ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ର ଶୁଭ ଉଦଘାଟନ

14-Apr-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଅଧିନସ୍ତ ବୁଢ଼ୀପଦର୍ ପଂଚାୟତ ପରିସରରେ ସରପଞ୍ଚ ଶ୍ରୀମତୀ ଲକ୍ଷ୍ମୀ ପଧାନ ଙ୍କ ପ୍ରଚେଷ୍ଟା ବଳରେ ଆଜି ସମ୍ବିଧାନ ପ୍ରଣେତା ଡ଼. ଭୀମରାଓ ଆମ୍ବେଦକର ଙ୍କ ଜନ୍ମ ଜୟନ୍ତୀ ଅବସରରେ ତାଙ୍କର ଏକ ପ୍ରତିମୂର୍ତ୍ତି ସ୍ଥାପିତ ହୋଇ ଯାଇଛି। ଓଡ଼ିଶା ସରକାର ଙ୍କ ମାନ୍ୟବର  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଳିଙ୍ଗ ମୁଖ୍ୟଅତିଥି ଭାବେ ଯୋଗଦେଇ ବାବାସାହେବ ଙ୍କ ପ୍ରତିମୂର୍ତ୍ତି କୁ ଶୁଭ ଉଦଘାଟନ କରିଥିଲେ। ତା ସହିତ  ଶିକ୍ଷିତ ହୁଅ, ସଙ୍ଘଠିତ ହୁଅ, ସଂଘର୍ଷ କର ଭଳି ଆମ୍ବେଦକର ଙ୍କ ବାଣୀ କୁ ଦୋହରାଇ ନିଜର ବକ୍ତବ୍ୟ ରଖିଥିଲେ।ଭାରତ ରେ ସବୁ ଧର୍ମ ର ଗୋଟେ ଧର୍ମଗ୍ରନ୍ଥ ଅଛି ହେଲେ ଭାରତୀୟ ଙ୍କ ଗୋଟିଏ ଗ୍ରନ୍ଥ  ସେଇଟା ହେଲା ଆମ୍ବେଦକର ଙ୍କ ଦ୍ୱାରା ଲିଖିତ ସମ୍ବିଧାନ ବୋଲି ନିଜ ମନ୍ତବ୍ୟ ରେ ପ୍ରକାଶ କରିଥିଲେ।

ଯେଉଁ ସମ୍ଭିଧାନ ଅଧାରରେ ଭାରତ ଆଜି ପରିଚାଳିତ ହୋଇଛି ବୋଲି ସୂଚନା ଦେଇଥିଲେ। ପଞ୍ଚାୟତ ର  ପିଇଓ ପ୍ରହଲ୍ଲାଦ ବେହେରା, ସମାଜସେବୀ ଯୁଧିଷ୍ଠିର ପଧାନ, ପିଇଓ ବେହେରା, ଏମବିକେ ରଜନୀ ବିଶି, ବାଳକୃଷ୍ଣ ମହାନନ୍ଦ, ଗଜାଧର ବାରିକ ଲଳିତା ଛତ୍ରିଆ, ରେସିକା କାଲସାଏ, ଉଜ୍ୱଳ ଛତ୍ରିଆ, ରାକେଶ ରୋଶନ ସିଂ ଏସଏଚଜି, ଅଙ୍ଗନବାଡି, ୱାର୍ଡ ମେମ୍ବର ସମେତ ବିଜେପି ର ଏମଏଲଏ ପ୍ରତିନିଧି ଲୋଇସିଂହା ଗୌରାଙ୍ଗ ନାଏକ, ଆନନ୍ଦ ହୋତା, ଗୌତମ କୁଅଁର , ସୀତାରାମ ପଧାନ୍ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like