-+91-9937148622 |

prerana_bgr@rediffmail.com |

  Thursday 25th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   (24-Jun-2026)       ||      ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (24-Jun-2026)       ||      ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ    (24-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||     

HOME   ଜିଲ୍ଲା

*ନୂଆପଡାରେ ଓଡ଼ିଆ ନବବର୍ଷ ମହା ସମାରୋହରେ ପାଳିତ*

14-Apr-2025



(ଡୋଲେଶ୍ୱର  ବାଗ )
ଓଡ଼ିଆ ପକ୍ଷ ପାଳନର ଅନ୍ତିମ ଦିନରେ ନୂଆପଡା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରାଙ୍ଗଣରେ ମହା ସମାରୋହରେ ଓଡ଼ିଆ ନବବର୍ଷ ପାଳିତ ହୋଇ ଯାଇଛି । ଜିଲ୍ଲା ପ୍ରଶାସନ ତଥା ନୂଆପଡା ପଞ୍ଚାୟତ ସମିତି ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ 
 ସମାରୋହରେ  ମହିଳାମାନଙ୍କ ମଧ୍ୟରେ ରଙ୍ଗୋଲି, ହୁଳହୁଳି ଓ ପିଠାପଣା ପ୍ରସ୍ତୁତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା ।  ମହିଳା ମାନେ ପାରମ୍ପରିକ ବେଶ ପୋଷାକରେ ଆସି ବେଶ୍ ଉତ୍ସାହର ସହିତ ଏହି ସବୁ ପ୍ରତିଯୋଗିତାରେ ଭାଗ ନେଇଥିଲେ । ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଓଡ଼ିଶା ନବବର୍ଷ ପାଳନ ସହ ଓଡ଼ିଆର ସ୍ୱତନ୍ତ୍ର ପରିଚୟ ଥିବା ବେଳେ ଖାଦ୍ୟ ଓ ବେଶ ଭୂଷା ଅନନ୍ୟା ଅଟେ ବୋଲି କହିଥିଲେ। ସମ୍ମାନିତ ଅତିଥି ରୂପେ ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ନୂଆପଡା ବିଡ଼ିଓ ରୋହିତ ଭୋଇ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସଙ୍ଗୀତା ପାତ୍ର, ଏଲ୍ ଡି ଏମ୍ ସୀତାରାମ ମେହେର ପ୍ରମୁଖ ମଞ୍ଚାସିନ ଥିଲେ । ଏହି ଅବସରରେ ଅତିଥି ମାନେ ସମସ୍ତ ପ୍ରତିଯୋଗୀ ମାନଙ୍କୁ ଉତ୍ସାହିତ କରିବା ସହିତ କୃତି ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ । ସମାରୋହରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ବିଭିନ୍ନ ବିଭାଗୀୟ ଅଧିକାରୀ, ସ୍ବୟଂ ସହାୟକ ଗୋଷ୍ଠୀର ମା ଭଉଣୀ ମାନେ, ଗଣ ମାଧ୍ୟମର ପ୍ରତିନିଧି ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିନିକା ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା : ଦୁଇଟି ବନ୍ଧୁକ ସହିତ ଜୀବନ୍ତ ଗୁଳି ଓ ଧଳା କାର ଜବତ : ୪ ଗିରଫ   24-Jun-2026
  ଜିଲ୍ଲା  
ଝାରମୁଣ୍ଡା ପଂଚାୟତ ରେ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   24-Jun-2026
  ଜିଲ୍ଲା  
ରକ୍ତଦାତା ଦିବସ -୨୦୨୬ ରେ ସମ୍ମାନିତ ହେଲେ ରେଡ଼କ୍ରସ ସ୍ବେଛାସେବୀ - ସତ୍ୟନାରାୟଣ   24-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026

You Might Also Like