-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||     

HOME   ଜିଲ୍ଲା

ବୁର୍ଡ଼l ରେ ଡ଼ ଭୀମରାଓ ଆମ୍ବେଦକର ଙ୍କ 134 ତମ ଜନ୍ମଜୟନ୍ତୀ ଖୁବ ଧୂମଧାମ ରେ ପାଳିତ

15-Apr-2025



ଲୋଇସିଂହା, (ବିନୋଦ ଦୀପ) ଆଜି ଲୋଇସିଂହା ସ୍ଥିତ ବୁର୍ଡ଼l ଖେଳପଡିଆରେ ଭାରତରତ୍ନ ଡ଼ ଭୀମରାଓ ଆମ୍ବେଦକର ଙ୍କ 134 ତମ ଜନ୍ମଜୟନ୍ତୀ ଖୁବ ଧୂମଧାମ ରେ ପାଳିତ ହୋଇଯାଇଛି l ସଭାପତି ମାଧବ ବାଗ, ଲୋଇସିଂହା ବ୍ଲକ ଗଣ୍ଡା ସମାଜ ସଭାପତି ଲାଲମନ ନାଗ, ୟୁପିଡି ଉପଦେଷ୍ଟା ସୁନୀଲ ନନ୍ଦ, ଦୀପକ ବାରିକ, ଦୈତାରୀ ନନ୍ଦ, ପିପିନ ନାଗ, ଶଙ୍କର ନାଗ, ରଞ୍ଜନ ନନ୍ଦ, ହଜାରୀ ନାଗପୁର ର ଫିରୋଜ ନନ୍ଦ କାର୍ଯ୍ୟକ୍ରମ ରେ ବିଶେଷ ସହଯୋଗ ରହିଥିଲା l ଉକ୍ତ ଜନ୍ମଜୟନ୍ତୀ ରେ ହଜାର ସଂଖ୍ୟା ରେ ଲୋକ ଯୋଗ ଦେଇଥିଲେ l ପ୍ରଥମେ ବାଞ୍ଜିପାଲି ସ୍ଥିତ ଆମ୍ବେଦକର ଙ୍କ ପ୍ରତିମୂର୍ତ୍ତି ରୁ ଜଡ଼ାମୁଣ୍ଡା ପର୍ଯ୍ୟନ୍ତ ବାଇକ ରେଲି କରାଯାଇଥିଲା l ଏହାପରେ ବୁର୍ଡ଼l ଖେଳ ପଡିଆରେ ସମସ୍ତେ ରୁଣ୍ଡହୋଇ ପ୍ରଥମେ ସମ୍ବିଧାନ ମୁଖବନ୍ଧ ପଠନ କରାଯାଇଥିଲା l

ପରେ ପରେ ଆମ୍ବେଦକର ଙ୍କ ଜୀବନୀ ଓ ସମାଜ ପାଇଁ ସଂଘର୍ଷ ନେଇ ଉପସ୍ଥିତ ଲୋକ ଓ ମହିଳା ମାନେ ବକ୍ତବ୍ୟ ପ୍ରଦାନ କରିଥିଲେ l ପରେ ପରେ ସଂସ୍କୃତିକ କାର୍ଯ୍ୟକ୍ରମ ମାନ କରାଯାଇଥିଲା l କରୁଣା, ମହେନ୍ଦ୍ର, ଚିରତ, ଜଗା, ରାଜେଶ, ମନୁ, ଜସେଵ, ଅକୁର, କୁବେର ପ୍ରମୁଖ କାର୍ଯ୍ୟକ୍ରମ ରେ ଯୋଗଦେଇ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଅପରାଧ  
ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   18-Sep-2026
  ରାଜ୍ୟ  
ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   18-Sep-2026
  ରାଜ୍ୟ  
ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   18-Sep-2026
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026

You Might Also Like