-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||     

HOME   ରାଜ୍ୟ

ଆକ୍ସନ ମୁଡ୍‍ରେ ଗୃହ ଓ ନଗର ଉନ୍ନୟନ ବିଭାଗ

19-Jan-2021



ଭୁବନେଶ୍ୱର, (ପ୍ରେରଣା ଖବର ବ୍ୟୁରୋ): ଦୁର୍ନୀତିଗ୍ରସ୍ତ ଓ ଅମାନିଆ ଅଫିସରଙ୍କ ବିରୁଦ୍ଧରେ ଏବେ ଗୃହ ଓ ନଗର ଉନ୍ନୟନ ବିଭାଗ ଆକ୍ସନ ମୁଡ୍‍ରେ । ସାମାନ୍ୟ ଅଭିଯୋଗ ପାଇଲା ମାତ୍ରେ ଗ୍ରହଣ ହେଉଛି କାର୍ଯ୍ୟାନୁଷ୍ଠାନ । ଆଗକୁ ଏହା ଜାରି ରହିବା ସହିତ ବିଭାଗ ଆହୁରି କଠୋର ହେବବୋଲି ସୂଚନା ଦେଇଛନ୍ତି ବିଭାଗର ପ୍ରମୁଖ ଶାସନ ସଚିବ ଜି.ମାଥିଭାଥନନ ।
ଆଜି ବିଭାଗ ପକ୍ଷରୁ ଝାରସୁଗୁଡା ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ ରାମଚନ୍ଦ୍ର ପ୍ରଧାନଙ୍କୁ ବିଭିନ୍ନ କାରଣ ପାଇଁ ନିଲମ୍ବନ କରାଯାଇଛି । ଶ୍ରୀ ପ୍ରଧାନଙ୍କ ବିରୁଦ୍ଧରେ କାର୍ଯ୍ୟରେ ଅବହେଳା, ସରକାରୀ ନିର୍ଦ୍ଦେଶନାମାର ଅବମାନନା, କାର୍ଯ୍ୟକ୍ଷେତ୍ରରେ ଖରାପ ପ୍ରଦର୍ଶନ ଏବଂ ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମଗୁଡିକର ଧାର୍ଯ୍ୟଲକ୍ଷ୍ୟ ପୂରଣ ନକରିବା ଏବଂ କାର୍ଯ୍ୟ ନକରାଇବା ଆଦି ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଛି । 
ମୁଖ୍ୟମନ୍ତ୍ରୀଙ୍କର ଦୁର୍ନୀତି ବିରୁଦ୍ଧରେ ଜିରୋ ଟଲେରାନ୍ସ ନିର୍ଦ୍ଦେଶକୁ କଡାକଡି ଭାବେ ପାଳନ କରିବାକୁ ଯାଇ ଏଭଳି କାର୍ଯ୍ୟାନୁଷ୍ଠାନ ନିଆଯାଇଥିବାବେଳେ ବିଭାଗ ତରଫରୁ ରାଜ୍ୟର ସମସ୍ତ ପୌର ପ୍ରଶାସନ ଉପରେ ତୀକ୍ଷ୍ଣ ନଜର ରଖାଯାଇଥିବା ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026

You Might Also Like