-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ    (24-Jun-2026)       ||      ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   (24-Jun-2026)       ||      ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   (24-Jun-2026)       ||      ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   (24-Jun-2026)       ||      ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   (24-Jun-2026)       ||      ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   (24-Jun-2026)       ||      ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   (24-Jun-2026)       ||      କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି    (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||     

HOME   ଜିଲ୍ଲା

ଭାରତ ଏକ ଗଣତାନ୍ତ୍ରିିକ ରାଷ୍ଟ୍ର ଏଠି ସମସ୍ତେ ସମାନ : ବବି

15-Apr-2025



ବରୀ(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ): ବିଶ୍ୱର ଅଧିକାଂଶ ମହାମନିଷୀ ମାନଙ୍କର ଜନ୍ମ ଅଖ୍ୟାତ ପଲ୍ଲୀ ଅଞ୍ଚଳରେ ହୋଇଛି । ସେହି ପଲ୍ଲୀ ଅଞ୍ଚଳରୁ ହିଁ ବିଶ୍ୱର ବିକାଶ ପାଇଁ ସେମାନେ ସ୍ୱପ୍ନ ଦେଖିଥାନ୍ତି । ଠିକ୍ ସେମିତି ଜଣେ ମହାନ୍ ବ୍ୟକ୍ତି ଥିଲେ ଭାରତରତ୍ନ ଡଃ ଭୀମରାଓ ରାମଜୀ ଆମ୍ବେଦକର । ଯାହାଙ୍କ ତ୍ୟାଗ ନିଷ୍ଠ ସମର୍ପଣ ହିଁ ଭାରତକୁ ଏକ ଗଣତାନ୍ତ୍ରିକ ରାଷ୍ଟ୍ର ଭାବେ ପରିଚୟ ଦେଇଛି ବୋଲି ବରୀ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିଆ ଗ୍ରାମପଞ୍ଚାୟତ ହାଟ ପଡିଆଠାରେ ଆୟୋଜିତ ସମ୍ବିଧାନ ପ୍ରଣେତା ଡଃ ଆମ୍ବେଦକରଙ୍କ ୧୩୫ତମ ଜନ୍ମ ଜୟନ୍ତୀ ଉତ୍ସବରେ ମୁଖ୍ୟଅତିଥିଭାବେ ଯୋଗଦେଇ ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ ପ୍ରକାଶ କରିଛନ୍ତି । 

ଅନ୍ୟତମ ଅତିଥିଭାବେ ବରୀ ବିଧାୟକ ବିଶ୍ୱରଂଜନ ମଲ୍ଲିକ୍ ଯୋଗ ଦେଇ କହିଲେ ଯେ ସମ୍ବିଧାନ ପ୍ରଣେତା ସମଗ୍ର ଭାରତୀୟଙ୍କୁ ଜାତି,ଧର୍ମ, ବର୍ଣ୍ଣ ନିର୍ବିଃଶେଷରେ ଏକ କରିବା ପାଇଁ ଯେଉଁ ଚେଷ୍ଟା କରି ଗୌରବ ଆଣିଥିଲେ ତାହାକୁ ବିଜେପି ସରକାର ନଷ୍ଟ କରି ଦେବାକୁ ବସିଛି । ଭାଇଭାଇ, ପରିବାରପରିବାର ମଧ୍ୟରେ ବିଭେଦ ସୃଷ୍ଟି କରିବା ପାଇଁ ବିଜେପି ଯେଉଁ ଉଦ୍ୟମ ଆରମ୍ଭ କରିଛି ତାହାକୁ ଭାରତୀୟମାନେ ଆଗାମୀ ଦିନରେ ପ୍ରତ୍ୟାଖାନ କରିବେ ବୋଲି ବିଧାୟକ ଶ୍ରୀ ମଲ୍ଲିକ ପ୍ରକାଶ କରିଥିଲେ 

ମୁଖ୍ୟବକ୍ତାଭାବେ ଅଭିମନ୍ୟୁ ସାମନ୍ତସିଂହାର ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ଡଃ ଦେବ ପ୍ରସାଦ ସାମଲ ଯୋଗ ଦେଇ ଡଃ ଆମ୍ବେଦକର ଗଣତନ୍ତ୍ରର ପ୍ରତୀକ ବୋଲି କହିଥିଲେ । 

ବିଜୁ ଜନତା ଦଳ ବରୀ ପକ୍ଷରୁ ଆୟୋଜିତ ୧୩୫ତମ ଜନ୍ମ ଜୟନ୍ତୀ ସଭାରେ ବ୍ଲକ୍ ବିଜେଡି ସଭାପତି କେଦାର ସାମଲ ସଭାପତିତ୍ୱ କରିଥିବାବେଳେ ସମ୍ମାନୀତ ଅତିଥିଭାବେ ବ୍ଲକ୍ ଅଧ୍ୟକ୍ଷ ଅଶୋକ କୁମାର ଗେଡି, ଉପାଧ୍ୟକ୍ଷା ଅର୍ଚ୍ଚନା ମଲିକ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ, ଦିଲ୍ଲିପ କୁମାର ମହାନ୍ତି, ସନ୍ତୋଷ କୁମାର ସାମଲ, ବାଲିଆ ସରପଞ୍ଚ ରେବତୀ ଜେନା, ସମିତିସଭ୍ୟା ମାନସୀ ଦାସ, ସରପଞ୍ଚ ସଙ୍ଘ ସଭାପତି ପ୍ରସନ୍ନ ସାମଲ, ଯୁବନେତା ବୁଲୁ ଯାଦବ, ପୁର୍ବତନ ସରପଞ୍ଚ ସମିର ମଲିକ ପ୍ରମୁଖ ଯୋଗ ଦେଇଥିଲେ । ଦଳିତ ନେତା ଅଭିମନ୍ୟୁ ମଲିକ, ଦୁର୍ଯ୍ୟୋଧନ ଦଳାଇ ପ୍ରମୁଖ ନିଜ ବକ୍ତବ୍ୟରେ ଦେଶ ପାଇଁ ଆମ୍ବେଦକରଙ୍କ ଅବଦାନ ପ୍ରକାଶ କରିଥିଲେ । ବରୀର ଆମ୍ବେଦକର ବିକାଶ ପରିଷଦ ପକ୍ଷରୁ ପୂର୍ବତନ ମନ୍ତ୍ରୀ ପ୍ରଣବ ପ୍ରକାଶ ଦାସ, ବରୀ ବିଧାୟକ ବିଶ୍ୱରଂଜନ ମଲ୍ଲିକଙ୍କ ସମେତ ମଞ୍ଚାସିନ ଅତିଥିମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶେଷରେ ଦଳିତ ନେତା ଅଜୟ ମଲିକ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଆଜି ସରଗାଡ଼ ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   24-Jun-2026
  ରାଜ୍ୟ  
ପାଟଣାଗଡ଼ରେ ଓ ୟୁ ଜେ ର କାର୍ଯ୍ୟକାରିଣୀ ବୈଠକ   24-Jun-2026
  ଜିଲ୍ଲା  
ବ୍ଲକ ଅଧ୍ୟକ୍ଷାଙ୍କ ଘରକୁ ଗୁଳିମାଡ଼ ଘଟଣା ୪ଗିରଫ,ଏବେ ବି ଫେରାର ଅଛନ୍ତି ୩ରୁ ୪ଦୁର୍ବୁତ୍ତ(ସାମ୍ବାଦିକ ସମ୍ମିଳନୀରେ ଏସପିଙ୍କ ସୂଚନା   24-Jun-2026
  ଜିଲ୍ଲା  
ଆସନ୍ତାକାଲି ସୁଜାତା କାର୍ତ୍ତିକେୟନ ବିଜେଡିରେ ମିଶିବା ନେଇ ଚର୍ଚ୍ଚା   24-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଜନ ସମ୍ପର୍କ ଓ ନାଗରିକ ସହାଭାଗିତା କାର୍ଯ୍ୟକ୍ରମରେ ବିକାଶମୂଳକ ପ୍ରକଳ୍ପ ଉପରେ ବିସ୍ତୃତ ଆଲୋଚନା   24-Jun-2026
  ରାଜ୍ୟ  
ଯାଜପୁରରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ଓ ଜୈବିକ କୃଷି କର୍ମଶାଳା ଅନୁଷ୍ଠିତ   24-Jun-2026
  ଜିଲ୍ଲା  
ବରପାଲିରେ ଜଗଦମ୍ବା ସରସ୍ୱତୀ ମମାଙ୍କ ଶ୍ରୁତି ଦିବସ ଓ ଆନ୍ତର୍ଜାତୀୟ ମାଦକଦ୍ରବ୍ୟ ବିରୋଧୀ ଦିବସ ପାଳିତ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
ଉଦୀୟମାନ କାରିଗର ଧର୍ମ ମେହରଙ୍କ ପରଲୋକ   24-Jun-2026
  ଜିଲ୍ଲା  
କଣ୍ଟାମାଳ ଶ୍ରୀଲକ୍ଷ୍ମୀ ମୋବାଇଲ ଦୋକାନ କାନ୍ଥ ଭାଙ୍ଗି କଳାକନା ବୁଲାଇଦେଲେ ଦୁର୍ବୃତ୍ତ ♦️ସିସିଟିଭି ଆଧାରରେ ପୋଲିସର ତନାଘନା ଜାରି   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026

You Might Also Like