-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   (24-Jun-2026)       ||      ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   (24-Jun-2026)       ||      ୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||     

HOME   ଜିଲ୍ଲା

ବିଶିଷ୍ଟ ଲେଖିକା ଜେମା ମଣୀ ବିଷୟୀ ଙ୍କ ଦ୍ୱାରା ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ପୁସ୍ତକ ଅର୍ପଣ

15-Apr-2025



(ମିହିର ଶଙ୍କର ପାତ୍ର,)
ମହା ବିଷୁବ ସଂକ୍ରାନ୍ତି ଅବସରରେ ଡଃ. ନିଳକଣ୍ଠ ପାଢ଼ୀ ଙ୍କ ଦ୍ଵାରା ଆୟୋଜିତ ଏକ ସତସଙ୍ଗ କାର୍ଯ୍ୟକ୍ରମ ରେ ଯୋଗଦେବା ପାଇଁ ଯାଇଥିବା ସ୍ଥଳେ ଦକ୍ଷିଣ ଓଡ଼ିଶା ର ସୁନାମଧନ୍ୟ କବି, ଲେଖିକା , ସାମାଜିକ କାର୍ଯ୍ୟକର୍ତ୍ତା ଜେମା ମଣୀ ବିଷୟୀ ଏହି ଅବସରରେ ହିନ୍ଦୁ ମହାସଂଘ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜୟନ୍ତ କୁମାର ପାତ୍ର ଙ୍କୁ ସ୍ବରଚିତ ପୁସ୍ତକ ଚର୍ବିତ ଚର୍ବଣ ଅର୍ପଣ କରିଛନ୍ତି। ଏହି ଅବସରରେ ପ୍ରଖ୍ୟାତ ସାହିତ୍ୟିକା ତଥା ଅଧ୍ୟାପିକା ସ୍ବପ୍ନା ମହାନ୍ତି ଓ ଜଗନ୍ନାଥ ସଂସ୍କୃତି ପ୍ରଚାରକ ତଥା ହିନ୍ଦୁ ମହାସଂଘ କେନ୍ଦ୍ରୀୟ ମାର୍ଗଦର୍ଶକ ଜଗନ୍ନାଥ ଶତପଥୀ ଉପସ୍ଥିତ ଥିଲେ। ଶ୍ରୀ ପାତ୍ର ସସମ୍ମାନ ସହ ପୁସ୍ତକ କୁ ଗ୍ରହଣ କରି ଜେମା ମଣୀ ବିଷୟୀ ଙ୍କ ଠାରୁ ଧର୍ମ ରକ୍ଷା ପାଇଁ ଆଶିର୍ବାଦ ମାଗି ଥିଲେ। ସାହିତ୍ୟିକ ମାନଙ୍କ ସଂସ୍ପର୍ଶରେ ଆସିବା ମୋର ପାଇଁ ଏକ ଅବିସ୍ମରଣୀୟ ମୁହୁର୍ତ୍ତ ବୋଲି ଶ୍ରୀ ପାତ୍ର ବ୍ୟକ୍ତ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ତୁଷୁରା କ୍ଲଷ୍ଟର ସ୍ତରୀୟ "ଶିଖର" କାର୍ଯ୍ୟକ୍ରମ ର ଶୁଭାରମ୍ଭ   24-Jun-2026
  ଜିଲ୍ଲା  
ବାଲିଗୁଡ଼ା ଏନଏସିରେ ହେଉଥ‌ିବା ବିଭିନ୍ନ ଦୁର୍ନୀତି ଘଟଣା : ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଦୁଇ କାଉନ୍‌ସିଲର   24-Jun-2026
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026

You Might Also Like