-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   (24-Jun-2026)       ||      ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||     

HOME   ଜିଲ୍ଲା

ତେନ୍ତୁଳିଖୁଣ୍ଟି ସରକାରୀ ସ୍ନାତକ ମହାବିଦ୍ୟାଳୟ ଠାରେ ଆତ୍ମରକ୍ଷା ତାଲିମ ଶିବିର ଅନୁଷ୍ଠିତ

15-Apr-2025



ତେନ୍ତୁଳିଖୁଣ୍ଟି, (ମିହିର ଶଙ୍କର ପାତ୍ର,) ସରକାରୀ ସ୍ନାତକ ମହାବିଦ୍ୟାଳୟ ତେନ୍ତୁଳିଖୁଣ୍ଟି ଠାରେ ଛାତ୍ରୀମାନଙ୍କ ଆତ୍ମରକ୍ଷା ନିମନ୍ତେ ପ୍ରିନ୍ସିପାଲ୍ ଡ. ଆଲ ଆଲବିନ୍ ରିକୋ ଖାଲଖୋଙ୍କ ଆନୁକୂଲ୍ୟରେ ଆଜି  ‘ଆତ୍ମରକ୍ଷା ଶିବିର କାର୍ଯ୍ୟକ୍ରମ’ ଉଦଘାଟନ କରାଯାଇଛି ଯାଇଛି । ବର୍ତ୍ତମ ସମାଜରେ ଦୈନନ୍ଦିନ ନାରୀମାନଙ୍କ ପ୍ରତି ବିଭିନ୍ନ ପ୍ରକାରର ଦୁଷ୍କର୍ମ, ଅନ୍ୟାୟ, ଅତ୍ୟାଚାର ପରି ଅମାନୁଷିକ ନିର୍ଯ୍ୟାତନା ଦିଆଯାଉଛି । ନିର୍ଯ୍ୟାତନା କବଳରୁ କିପରି ନିଜେ ନିଜକୁ ସୁରକ୍ଷା ଦେବା ସହିତ ଅସୁରକ୍ଷିତ ନାରୀମାନଙ୍କୁ ମଧ୍ଯ ସୁରକ୍ଷା ଦେଇ ପାରିବେ ସହି କୌଶଳ ମଧ୍ଯ ସମସ୍ତ ଛାତ୍ରୀମାନଙ୍କୁ ପ୍ରଶିକ୍ଷଣ ଦିଆଯାଉଛି । ଏହି ଆତ୍ମରକ୍ଷା କୌଶଳ ଶିବିରକୁ ୧୦ ଦିନ ଧରି ପରିଚାଳିତ କରାଯାଉଥିବା ବେଳେ ଇନ୍ଦ୍ରାବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରିନ୍ସିପାଲ୍ ଡ. ରଞ୍ଜନ କୁମାର ସ୍ଵାଇଁ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ବର୍ତ୍ତମାନ ସମୟରେ ନାରୀ କୌଣସି କ୍ଷେତ୍ରରେ ଦୁର୍ବଳ ନୁହେଁ । ଯଦି ଆମେ ସାହସର ସହିତ ପ୍ରତ୍ୟେକ ବିପଦର ସାମ୍ନା କରିବା ତେବେ କୌଣସି କ୍ଷେତ୍ରରେ ହାର ମାନିବା ନାହିଁ ବୋଲି ପିଲାମାନଙ୍କୁ ଉତ୍ସାହିତ କରିବା ସହିତ ନିଜେ ନିଜ ଉପରେ ଭରଷା ରଖୁବାକୁ କହିଥିଲେ ଏବଂ ନବରଙ୍ଗପୁର ଜିଲ୍ଲାର ସ୍ୱନାମଧନ୍ୟା ଆତ୍ମରକ୍ଷା ପ୍ରଶିକ୍ଷକ ଦୁଲେଶ୍ଵରୀ ଖମାରୀ ଏହାର ଶୁଭାରମ୍ଭ କରିଥିଲେ । ପରବର୍ତ୍ତୀ ସମୟରେ ଏହି ଆତ୍ମରକ୍ଷା ଶିବିରକୁ ସାଫଲ୍ୟମଣ୍ଡନ କରିବା ପାଇଁ ଡିଗ୍ରୀ କଲେଜର ଇତିହାସ ବିଭାଗର ଅଧ୍ୟାପିକା ପୁର୍ବା ଭତ୍ରା ସହକାରୀ ପ୍ରଶିକ୍ଷକର ଭାର ତୁଲାଇ ଦୃଢ଼ତାର ସହିତ ସମସ୍ତ ଛାତ୍ରୀମାନଙ୍କୁ ଆତ୍ମରକ୍ଷା ବିଷୟରେ ଜାଗ୍ରତ କରାଇଥିଲେ ଏବଂ କଲେଜର ସମସ୍ତ ଅଧ୍ୟାପକ ଡ. ବିରାଜ ଚାଲାନ, ଶ୍ରୀ ନିରଞ୍ଜନ ସାହୁ, ଶ୍ରୀ କପିଳାଶ କୁମ୍ଭାର, ମୁଖ୍ୟ କିରାଣୀ ଶ୍ରୀ ଲଚ୍ଛମନ ପୁଜାରୀ, ରମେଶ ବିଷୋୟୀ, ବିଭୂତି ବେହେରା ଓ ଘାସିରାମ ଗୌଡ଼ ଉପସ୍ଥିତ ରହି ନିଜେ ସୁରକ୍ଷିତ ରହିବା ବିଷୟରେ କିଛି ଉପଦେଶ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
୰ ସମାଜସେବୀ ଗୋଲକ ବିହାରୀ ପଟେଲ ଙ୍କୁ ଶ୍ରଦ୍ଧାଞ୍ଜଳି   24-Jun-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026

You Might Also Like