-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ରାଜ୍ୟ

ସ୍କୁଲ ପୋଷାକ ଯୋଗାଣରେ ବ୍ୟାପକ ଦୁର୍ନୀତି

15-Apr-2025



 ଅଭିଯୋଗ ପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଶୂନ !!

ଭବାନୀପାଟଣା(ଜଗନ୍ନାଥ ନାଏକ): କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଦୁଇ ସହ ରୁ ଉର୍ଦ୍ଧ୍ବ ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଥିବା ବେଳେ ତିରିଶ ରୁ ଉର୍ଦ୍ଧ୍ୱ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ମାନଙ୍କରେ ପ୍ରତିବର୍ଷ ସରକାର ହଜାର ହଜାର ବିଦ୍ୟାର୍ଥୀ ମାନଙ୍କ ନିମନ୍ତେ ୧୦୦୦ ଟଙ୍କା ସ୍କୁଲ ପୋଷାକ ଓ ଜୋତା ପାଇଁ ସରକାର ଖର୍ଚ୍ଚ  କରିଥାନ୍ତି କିନ୍ତୁ କୋମଳମତି ଛାତ୍ର ଛାତ୍ରୀ ମାନଙ୍କ ସ୍କୁଲ ପୋଷାକ ଯୋଗାଣ ପାଇଁ ପଞ୍ଜୀକୃତ ଅସାଧୁ ବ୍ୟବସାୟୀ ମାନେ କୋମଳ ମତି ଛାତ୍ର ଛାତ୍ରୀ ମାନଙ୍କୁ ଶୋଷଣ କରୁଥିବା ଅଭିଯୋଗ ବାରୂମ୍ବାର ସାମ୍ନା କୁ ଆସୁଛି କାରଣ ସ୍କୁଲ ମାନଙ୍କରେ ପୋଷାକ ଯୋଗାଇବା ପାଇଁ ରୁପ୍ରାରୋଡ ଗ୍ରାମର କିଛି ଅସାଧୁ  ବ୍ୟବସାୟୀମାନେ ପ୍ରତିବର୍ଷ ନିମ୍ନ ମାନର ପୋଷାକଯୋଗାଇବା ଓ ସରକାର ଙ୍କୁ ଟ୍ୟାକ୍ସ ଫାଙ୍କି ଲକ୍ଷ ଲକ୍ଷ ଟଙ୍କା ହରିଲୁଟ କରି ଆସୁଥିବା ବିଭିନ୍ନ ସ୍କୁଲ ର ଛାତ୍ର ଅଭିଭାବକ ଓ ଶିକ୍ଷା ପରିଚାଳନା କମିଟି ମାନେ ବାରମ୍ବାର ଅଭିଯୋଗ କରିଆସୁଛନ୍ତି । କିନ୍ତୁ ଏଥି ପ୍ରତି କୌଣସି ବିଭାଗୀୟ ଅଧିକାରୀ ମାନେ କର୍ଣ୍ଣପାତ କରୁ ନ ଥିବା ବେଳ ଓଲଟା ଶିକ୍ଷା ଅଧିକାରୀ ମାନେ ଏହି ଅସାଧୁ ବ୍ୟବସାୟୀ ମାନଙ୍କୁ ଅହେତୁକ ଅନୁକମ୍ପା ଦେଖାଉ ଥିବା ଦେଖିବାକୁ ମିଳୁଛି ।ସେହି କଳାବଜାରୀ ମାନଙ୍କ ପୋଷାକ ନ କିଣିଲେ ସଂପୃକ୍ତ ସ୍କୁଲ ର ପ୍ରଧାନ ଶିକ୍ଷକ ମାନଙ୍କ ଦରମା ବନ୍ଦ କରିଦିଆଯିବ ବୋଲି ମଧ୍ୟ ଧମକ ଦେଉଥିବା ଅଭିଯୋଗ ହୋଇଛି । ଏପରିକି ଏହି ଅସାଧୁ ବ୍ୟବସାୟୀ ମାନଙ୍କ ଠାରୁ ପୋଷାକ ନ କିଣି ନିଜ ନିଜ ସ୍କୁଲ ର ପୋଷାକ ସଂପୃକ୍ତ ସ୍କୁଲ ର ଶିକ୍ଷା ପରିଚାଳନା କମିଟି ମାନେ ନିଜେ କ୍ରୟ କରିବା ପାଇଁ ଆଗ୍ରହ ଥିଲେ ମଧ୍ୟ ବ୍ଲକ ଶିକ୍ଷାଅଧିକାରୀ ମହୋଦୟ ବାଧକ  ସାଜୁଥିବା ଅନେକ ଶିକ୍ଷା ପରିଚାଳନା କମିଟି ଅଭିଯୋଗ ଆଣିଛନ୍ତି । ଏଭଳିକି ରୁପ୍ରା ରୋଡ ଗ୍ରାମର ସିଦ୍ଧାର୍ଥ କ୍ଲଥ ଷ୍ଟୋର, ଶ୍ରୀ ରାମାନୁଜ ଟ୍ରେଡର୍ସ, ମାଁ ମାଣିକେଶ୍ଵରୀ ଇଣ୍ଡଷ୍ଟ୍ରି, ଆଲୋକ କ୍ଲଥ ଷ୍ଟୋର, କମଲ NXT, ଏମ୍ /ଏସ୍

ଆଲୋକ କ୍ଲଥ ଷ୍ଟୋର, ଏହି ସବୁ ଅସାଧୁ ବ୍ୟବସାୟୀଙ୍କ ସହ ନର୍ଲା ବ୍ଲକ ର ଜଣେ ପଦସ୍ଥ ବି.ଆର୍.ସି ସଲା ସୁତୁରା ହୋଇ ବିଭାଗ ପାଇଁ ମୋଟା ଅଙ୍କର ପିଶି ନେଇ ବାରମ୍ବାର ଦୁର୍ନୀତି ରେ ଲିପ୍ତ ଥିବା ଅଭିଯୋଗ ହୋଇ ଆସୁଥିବା ବ୍ୟବସାୟୀ ମାନଙ୍କୁ ପୂର୍ଣ୍ଣ ସହଯୋଗ କରୁଥିବା ଅଭିଯୋଗ ହୋଇଛି । ଏହି ଦୁର୍ନୀତି ଗ୍ରସ୍ତ ଅଧିକାରୀ ଜଣକ ନର୍ଲା ବ୍ଲକର ବାସିନ୍ଦା ହୋଇ ଥିବାରୁ ଶିକ୍ଷା ବିଭାଗ ରେ ଛାତ୍ରଛାତ୍ରୀଙ୍କୁ ଶୋଷଣ କରିବା ପାଇଁ ସହଜ ସାଧ୍ୟ ହେଉଥିବା  କୁହାଯାଉଛି । ଏଣୁ ଏହି ଅସାଧୁ ଅଧିକାରୀ ଓ ଦୁର୍ନୀତି ଗ୍ରସ୍ତ ବ୍ୟବସାୟୀଙ୍କ ବିରୋଧରେ ରାଜ୍ୟ ସରକାର ଙ୍କ ଏକ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ଶିକ୍ଷା ପରିଚାଳନା କମିଟି ର ସଦସ୍ୟ ମାନେ ଅଭିଯୋଗ ଆଣିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like