-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ନବମ ଶ୍ରେଣୀ ଛାତ୍ରଛାତ୍ରୀ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା

15-Apr-2025



ନବମ ଶ୍ରେଣୀ ର ଛାତ୍ରଛାତ୍ରୀ ଙ୍କୁ ସ୍ଵାଗତ ସମ୍ବର୍ଦ୍ଧନା 
ଡୁଙ୍ଗୁରିପାଲି, ତା.୧୫/୪:ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହ୍। ଠାରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶାୟତଙ୍କ ସଭାପତିତ୍ବରେ ନୂତନ ଭାବରେ ନବମ ଶ୍ରେଣୀରେ ନାମ ଲେଖାଇଥିବା  ଛାତ୍ରଛାତ୍ରୀଙ୍କ ପ୍ରବେଶ ଉତ୍ସବ  ତଥା ସ୍ବାଗତ ସମ୍ବର୍ଦ୍ଧନା ଆୟୋଜିତ ହୋଇଯାଇଛି। ପ୍ରଥମେ ସକାଳେ ସମସ୍ତ ଶିକ୍ଷକ ଛାତ୍ରଛାତ୍ରୀ ଗହଣରେ ବିଦ୍ୟାଳୟ ସମ୍ମୁଖରେ  ନୂତନ ଛାତ୍ରଛାତ୍ରୀ ମାନଙ୍କୁ ଫୁଲ ଓ ଚନ୍ଦନ ଦେଇ ବିଦ୍ୟାଳୟକୁ ସ୍ବାଗତ କରାଯିବ ସହିତ ନବମ ଶ୍ରେଣୀ କକ୍ଷ ପର୍ଯ୍ୟନ୍ତ ପାଛୋଟି ନିଆଯାଇଥିଲା । ସଭାରେ  ବରିଷ୍ଠ ଶିକ୍ଷକ ଦୀନବନ୍ଧୁ ପ୍ରଧାନ ଯୋଗଦେଇ  ଜୀବନରେ ଉତ୍ତମ  ଚରିତ୍ର ଗଠନରେ ବିଦ୍ୟାଳୟ ଶିକ୍ଷା ଅତି ଗୁରୁତ୍ଵ ପୂର୍ଣ୍ଣ  ବୋଲି ମତ ପ୍ରକାଶ କରିଥିଲେ। ହିନ୍ଦୀ ଶିକ୍ଷକ ନନ୍ଦିଘୋଷ ବାରିକ ମଞ୍ଚ।ସିନ ହୋଇ ଶୃଙ୍ଖଳା ଛାତ୍ର ଛାତ୍ରୀ ମାନଙ୍କ ଜୀବନର ଉତ୍ତମ ଅଳଙ୍କାର ବୋଲି ମତ ବ୍ୟକ୍ତ କରିଥିଲେ।  
 ସଭାର ପ୍ରାରମ୍ଭରେ ଅତିଥିମାନେ ଅଗ୍ରପୂଜ୍ୟ ଗଜ।ନନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଦୀପ ପ୍ରଜ୍ବଳନ କରିଥିଲେ। ବିଦ୍ୟାଳୟର ଛାତ୍ରୀ ପୂଜାରାଣୀ ଦୀପ , ଅନ୍ତରା ଜାଲ,ଝରଣା ସାହୁ, ଅନୁପମା, କରିଷ୍ମା,ଅନିମା,  ପ୍ରଜ୍ଞା କୁଦେଇ ଏହି ଅବସରରେ ସ୍ବାଗତ ସଙ୍ଗୀତ ପରିବେଷଣ କରିଥିଲେ ।ସଭାରେ ପୂଜାରଣି ଦୀପ, ଝରଣା ସାହୁ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିବେଳେ ସଂସ୍କୃତ ଶିକ୍ଷକ ରାଜୁ ମେହେର ସଭାକୁ ସଂଯୋଜନା କରିଥିଲେ  
।ଶେଷରେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯକ୍ରମକୁ କିରଣ କୁମାର ପଟେଲ, ସ୍ନିଗ୍ଧା ପ୍ରଧାନ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ମୀନକେତନ ଦାସ,  ସୁରଜ୍ ଖମାରୀ , ଅଙ୍କେତ , ବିକାଶ, ଗୋବର୍ଦ୍ଧନ ,ଅମିତ୍ ଓ ସମୀର କଠାର ସହଯୋଗ କରିଥିଲେ ।

ଶେଷରେ ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଧନ୍ୟବାଦ୍ ଅର୍ପଣ କରିଥିଲେ। କାର୍ଯକ୍ରମକୁ କିରଣ କୁମାର ପଟେଲ, ସ୍ନିଗ୍ଧା ପ୍ରଧାନ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ମୀନକେତନ ଦାସ,  ସୁରଜ୍ ଖମାରୀ , ଅଙ୍କେତ , ବିକାଶ, ଗୋବର୍ଦ୍ଧନ ,ଅମିତ୍ ଓ ସମୀର କଠାର ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like