-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

୧୫ ବର୍ଷ ରୁ କମ୍ ମୁଖ୍ୟ ମନ୍ତ୍ରୀ ଟ୍ରଫି ଫୁଟବଲ୍ ରେ ବି ଏସ ଏ ଉଲୁଣ୍ଡା ଦଳ ଚମ୍ପିୟାନ

15-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର  ଗାନ୍ଧୀ ଷ୍ଟାଡିୟମ ରେ ୧୫ ବର୍ଷ ରୁ କମ୍  ମୁଖ୍ୟ ମନ୍ତ୍ରୀ ଟ୍ରଫି ଇଣ୍ଟର କ୍ଳବ୍ ଜିଲ୍ଲା ସ୍ତରୀୟ ଫୁଟବଲ୍ ଚମ୍ପିଅନସିପ  ୨୦୨୫ ର ଫାଇନାଲ ଖେଳ  ଅନୁଷ୍ଟିତ ହୋଇଥିଲା l ସୁବର୍ଣ୍ଣପୁର ଜିଲ୍ଲା କ୍ରିଡ଼ା ସଂଘ, ଫୁଟବଲ୍ ଆସୋସିଏସନ୍ ଓଡିଶା, ଯୁବ କ୍ରୀଡା ବିଭାଗ ଓଡ଼ିଶା ସରକାର ଙ୍କ ମିଳିତ ସହଯୋଗ ରେ ଅନୁଷ୍ଟିତ ଆଜିର ଏହି ଟର୍ଣ୍ଣlମେଣ୍ଟ ଫାଇନାଲ ଖେଳ କୁ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ, ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞଳିନା ପଧାନ, ଡେପୁଟି କଲେକ୍ଟର ତଥା ବିଡ଼ିଓ ସୋନପୁର ପ୍ରତୀକ କର, ଓଡ଼ିଶା ସାମ୍ୱାଦିକ ସଂଘ ରାଜ୍ୟ ଉପ ସଭାପତି ସୁଶାନ୍ତ ମହାପାତ୍ର, କଟକ ସ୍ପୋର୍ଟସ ହଷ୍ଟେଲ ଇନ ଚାର୍ଜ ଗଙ୍ଗାଧର ବେହେରା, ଜିଲ୍ଲା କ୍ରୀଡ଼ା ଅଧିକାରୀ ଚିତ୍ତ ରଞ୍ଜନ ମିଶ୍ର , ଜିଲ୍ଲା କ୍ରୀଡ଼ା ସଂଘ ଉପ ସଭାପତି ଚିତ୍ତ ରଞ୍ଜନ ତରାସିଆ  ଯୋଗଦେଇ  ମ୍ୟାଚ୍ କୁ ଉଦ୍ଘାଟନ କରି ଖେଳାଳୀ ଙ୍କୁ  ଉତ୍ସାହିତ ଓ ପୁରସ୍କୃତ କରିଥିଲେ ଲ

ଜିଲ୍ଲା ର ସମସ୍ତ ବ୍ଳକ୍ ରୁ ୧୦ ଗୋଟି ଫୁଟବଲ୍ ଦଳ ଏଥିରେ ଭାଗ ନେଇ ଥିବା ବେଳେ ଆଜି ଫାଇନାଲ ଖେଳ ରାମଜୀ କ୍ଲବ୍ ନିମ୍ନା ଦଳ ଓ ବି ଏସ ଏ ଉଲୁଣ୍ଡା ମଧ୍ୟରେ ଅନୁଷ୍ଟିତ ହୋଇଛି l ଏହି ଫାଇନାଲ  ମ୍ୟାଚ୍ ଉଭୟ ଦଳ ର ୧-୧ ଗୋଲ୍ ସ୍କୋର ହୋଇ ଖେଳ ଅମିମାଂସିତ ହୋଇ ଥିଲା l ଉଲୁଣ୍ଡା ଦଳ ପେନାଲ୍ଟି ସୁଟ ରେ ୩-୨   ଗୋଲ୍ ରେ ବିଜୟୀ ଏହି ଅଣ୍ଡର ଫିଫ୍ଟିନ୍ ଫୁଟବଲ୍ ଚମ୍ପିଅନସିପ ର ୨୦୨୫ ର ଚମ୍ପିଅନ ହୋଇଛି l ଉଲୁଣ୍ଡା ଦଳ ର କରମ୍ ଜିତ୍ ଭେଶ୍ରା ଜର୍ସି ନମ୍ୱର୍ ୧୭ ମ୍ୟାନ୍ ଅଫ ଦି ମ୍ୟାଚ୍, ବେଷ୍ଟ ଗୋଲ୍ କିପର ଭାବେ ନିମ୍ନl ଦଳ ର ବଳଦେବ ବେହେରା, ମ୍ୟାନ ଅଫ ଦି ସିରିଜ ଭାବେ ନିମ୍ନା ଦଳ ର ଅଂଶୁମାନ ବେହେରା ( ଜର୍ସି ନମ୍ୱର୍ ୭) ,  ବେଷ୍ଟ ଏମରର୍ଜିଂ ଖେଳାଳି ଭାବେ ଚର୍ଦା ଦଳ ର  ଜର୍ସି ନମ୍ୱର୍ ୯ ଚନ୍ଦ୍ର ଷlଣ୍ଢ ପ୍ରାମୁଖ ଶ୍ରେଷ୍ଠ ଖେଳାଳି ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା l ସମସ୍ତ ମ୍ୟାଚ କୁ  ମ୍ୟାଚ୍ କମିସନର ଭାବେ ଜିତେନ୍ଦ୍ର ଥନା ପତି ଓ ଆଜି  ମୁଖ୍ୟ ରେଫରୀ ଭାବେ  ପ୍ରଶାନ୍ତ ସେଠୀ, ସହଯୋଗୀ ରେଫରି ଭାବେ ଅଜିତ ଠେଲା, ରାଜେଶ ଥନାପତି ଓ  ଅନିତା ମହା ନନ୍ଦ ଫୋର୍ଥ ଅଫିସିଆଲ୍ ଭାବେ ଖେଳ ପରିଚାଳନା କରିଥିଲେ l ଚିତ୍ତ ରଞ୍ଜନ ତରାସିଆ ଉଦଯାପନୀ ଉତ୍ସବ କୁ ପରିଚାଳନା କରି ଥିବା ବେଳେ ମନୋରଞ୍ଜନ ତ୍ରୀପାଠୀ ଓ ଦିଗାମ୍ବର ଶତପଥୀ ଖେଳ ର ଧାରା ବିବରଣୀ ପ୍ରଦାନ କରିଥିଲେ l  ଜିଲ୍ଲା କ୍ରିଡ଼ା ସଂଘ ସଂପାଦକ ପୀୟୂଷ ପଣ୍ଡା ଙ୍କ ତତ୍ୱା ଵଧାନ ରେ ଅନୁଷ୍ଟିତ ଏହି ଖେଳ ରେ ବିକାଶ ପଣ୍ଡା, ସନ୍ତୋଷ ପାଢ଼ୀ , ବିକାଶ ପାଢ଼ୀ ଙ୍କ ସମେତ ଚନ୍ଦନ ବେହେରା , ସୁଜିତ୍ ବରିହା, ଗୁରୁ ଦଳେଇ, ରଂଜୁ ସାହୁ, ଅନିଲ ସାହୁ , ଶିବ, ରବି ଗୂରୁ, ଚୈତ୍ୟନ୍ୟ, କିରଣ ନାଏକ, ଚାହଦ ମଜୁମଦାର, ବସିର ମହମ୍ମଦ, ସଦା ସାହୁ , ଦିଲ୍ଲୀପ ସାହୁ, ପୁରେନ ନାଏକ, କଲିମ ମହମ୍ମଦ, ପ୍ରମୁଖ ରାମ ଧୂନ୍ କ୍ଲବ୍ ଓ ଜିଲ୍ଲା କ୍ରୀଡ଼ା ସଂଘ ର ସମସ୍ତ ସଦସ୍ୟ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like