-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   (02-Oct-2026)       ||      ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||     

HOME   ଜିଲ୍ଲା

ଆଦର୍ଶ ଶୌଚାଳୟ ର ତାଲା ଉପରେ କଂଗ୍ରେସ ର ନଜର

19-Jan-2021



 ନୟାଗଡ଼, (ପ୍ରଦୀପ କୁମାର ପଣ୍ଡା) : ନୟାଗଡ଼ ଜିଲ୍ଲା ଗଣିଆ ରେ ସରକାରୀ କର୍ମଚାରୀ ଙ୍କ ମନ ମୁଖୀ କାର୍ଯ୍ୟ କୁ ଅଙ୍ଗୁଳି ନିର୍ଦେଶ କରିଛି କଂଗ୍ରେସ | ଏପରିକି ଗଣିଆ ରେ ବିଜେଡି ଶାସନ ଜନସାଧାରଣ ଙ୍କ ଆଖିରେ ଧୂଳି ପକାଇ ସମସ୍ତ ଉନ୍ନୟନ ମୂଳକ କାର୍ଯ୍ୟ କୁ କାଗଜ କଲମ ଚାଷ ରେ ସୀମିତ ରଖିବା ର ଦୃଷ୍ଟି ଆକର୍ଷଣ କରିଛି କଂଗ୍ରେସ | ରାଜୀବ ଗାନ୍ଧୀ ଜନସେବା କେନ୍ଦ୍ରକୁ ଗୋଦାମ ଘର ବନାଇ ମନମୁଖୀ କାର୍ଯ୍ୟ କରୁଥିବା ସହିତ ବିନା ପଲ୍ଲିସଭା ରେ ସମସ୍ତ ଉନ୍ନୟନ କାର୍ଯ୍ୟ ଗୁଡିକୁ ସରକାରୀ ଯନ୍ତ୍ରୀ ଙ୍କ ନାମରେ କାର୍ଯ୍ୟାଦେଶ କରିବା ଏକଛତ୍ରବାଦ ବିଜେଡି ଶାସନ ବୋଲି କଂଗ୍ରେସ ପ୍ରେସମିଟ ରେ ଆଲୋଚନା  ହୋଇଛି | ଦଶପଲ୍ଲା ନିର୍ବାଚନ ମଣ୍ଡଳୀ ର ଯୁବ କଂଗ୍ରେସ ସଭାପତି ଚିତ୍ତ ରଞ୍ଜନ ମହାଳିକ ଙ୍କ ନେତୃତ୍ୱ ରେ ଆଜି ଗଣିଆ ବଜାର ସ୍ଥିତ ଗାନ୍ଧୀ ମଣ୍ଡପ ଠାରେ ଏକ ପ୍ରେସ ମିଟ ରେ ରାଜୀବ ଗାନ୍ଧୀ ପଞ୍ଚାୟତ ରାଜ ର ଉପଦେଷ୍ଟା ସୁକାନ୍ତ କୁମାର ଶତପଥୀ, ପୂର୍ବତନ ବ୍ଳକ କଂଗ୍ରେସ ସଭାପତି ସୁରଜ କୁମାର ମହାଳିକ , ଗଣିଆ ବ୍ଳକ କଂଗ୍ରେସ ର ସେକ୍ରେଟେରୀ ସୁନୀଲ କୁମାର ପରିଡା, ବରିଷ୍ଠ କଂଗ୍ରେସ କର୍ମୀ ପ୍ରଶନ୍ନ କୁମାର ସାହୁ, ହରିଜନ ସେଲ ସଭାପତି ଗୌରାଙ୍ଗ ନାୟକ, ବରିଷ୍ଠ କଂଗ୍ରେସ କର୍ମୀ ନିର୍ମଳ ରଥ, ଗଣିଆ ବ୍ଳକ କଂଗ୍ରେସ ସଭାପତି ସନ୍ତୋଷ ରାଉତ, ଉପସଭାପତି ହଲିମ ଖାଁ, ବରିଷ୍ଠ କର୍ମୀ ପ୍ରଦୀପ ସାହୁ ପ୍ରମୁଖ ଉପସ୍ଥିତ ଥିଲେ | ଗଣିଆ ବ୍ଳକ ଉନ୍ନୟନ ଅଧିକାରୀ ଙ୍କୁ ଏକ ଦାବି ପତ୍ର ପ୍ରଦାନ କରିଥିଲେ ଏହି କଂଗ୍ରେସ ଦଳ | ଗଣିଆ ବ୍ଲକ ରେ ଏକ ଛତ୍ରବାଦ ଶାସନ ର ଜନସାଧାରଣ ଙ୍କ ଦୃଷ୍ଟି ଆକର୍ଷଣ କରିବା ଏହି ପ୍ରେସ ମିଟ ତଥା ଶୋଭାଯାତ୍ରା ର ମୁଖ୍ୟ ଆଭିମୁଖ୍ୟ ଥିଲା | ଦାବିପତ୍ର ରେ ଦାବି ଥିଲା କି ବିଡିଓ ଶ୍ରୀଯୁକ୍ତ ପଟେଲ ଗଣିଆ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ର ଡାକ୍ତର ଅଭାବ, ଆଦର୍ଶ ଶୌଚାଳୟ ବ୍ୟବହାର ଉପଯୋଗୀ ହେବା ପୂର୍ବରୁ ଏହାର ଉଦଘାଟନ, ରାଜୀବ ଗାନ୍ଧୀ ଜନ ସେବା କେନ୍ଦ୍ର କୁ ଗୋଦାମ ଘର ବନାଇ ଭଡା ଦିଆଯିବା ବିଷୟରେ, କାଳିଆ ଯୋଜନା ରୁ ବଞ୍ଚିତ ହିତାଧିକାରୀ ଙ୍କ ଦୁଃଖ ପ୍ରଭୃତି ଉପରେ ତଦନ୍ତ କରି ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ନେବା ସହିତ ଗଣିଆ ଅଞ୍ଚଳ ର ସର୍ବାଙ୍ଗୀନ ଉନ୍ନତି ଉପରେ ଦୃଷ୍ଟି ଦେବା ଆବଶ୍ୟକ | 


News Comment




Photo in News

Advertisment
Lastest News
  ଜିଲ୍ଲା  
ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ଗାନ୍ଧି ଓ ଶାସ୍ତ୍ରୀ ଙ୍କ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ଜନତାଙ୍କ ସହ ସମ୍ପର୍କ, ଜନତାଙ୍କ ପାଇଁ ସେବା — ଏହି ମନ୍ତ୍ରକୁ ନେଇ ଆଗକୁ ବଢ଼ୁଛି ଜନସମ୍ପର୍କ ଅଭିଯାନ।   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026

You Might Also Like