-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କଣ୍ଟାବାଞ୍ଜିଠାରେ ପ୍ରାଥମିକ ଚିକିତ୍ସା ତାଲିମ୍ ଶିବିର

15-Apr-2025



ବଲାଙ୍ଗୀର, ତା. ୧୫/୦୪ (ପ୍ରେରଣା ଖବର):  ବଲାଙ୍ଗୀର ଜିଲ୍ଲା  ତୁରେକେଲା ବ୍ଲକ ଅନ୍ତର୍ଗତ  ପିଏମ୍ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କଣ୍ଟାବାଞ୍ଜି ତରଫରୁ  ପ୍ରାଥମିକ ଚିକିତ୍ସା ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀଯୁକ୍ତ ଅଶୋକ କୁମାର ତରିଆ କାର୍ଯ୍ୟକ୍ରରେ  ସଭାପତିତ୍ବ କରିଥିଲେ। କାର୍ଯ୍ୟକ୍ରମରେ  ଫାଷ୍ଟ ଏଡ଼ର ରାମ ନାରାୟଣ ଦାଶ,  ପ୍ରଭାକର ଛନ୍ଦ, ଦୁର୍ଯୋଧନ ପଶାୟତ ସାଧନ କର୍ମୀ ଭାବେ ଯୋଗଦେଇ ଶିକ୍ଷାର୍ଥୀ, ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ହଠାତ୍ ମୂର୍ଚ୍ଛା ହେବା, ରୋକୋଭରି ପୋଜିସନ, ସାପ କାମୁଡା,ଏବଂ ନିଆଁରୁ ରକ୍ଷା ପାଇବା ପାଇଁ ପ୍ରତିରକ୍ଷାତ୍ମକ ବ୍ୟବସ୍ଥା ତଥା ହାଡ଼ ଭଙ୍ଗା,ମୁଣ୍ଡ ଫଟା,ରକ୍ତସ୍ରାବର ତତ୍କାଳ ଚିକିତ୍ସା ଓ ବ୍ୟବସ୍ଥା ସମ୍ପର୍କରେ ଡେମଷ୍ଟେସନ ମାଧ୍ୟମରେ ଜୀବନ କୌଶଳ ଶିକ୍ଷା ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମକୁ ଶିକ୍ଷକ ଉପେନ୍ଦ୍ର ଚନ୍ଦନ  ସଂଯୋଜନା କରିଥିଲେ। ଶିକ୍ଷକ ମଧୁସୂଦନ ପଟେଲ ,ମନୋଜ ମଲ୍ଲିକ,ଦ୍ଵିତୀୟା ମଲ୍ଲିକ, ସୁଧୀର କୁମାର ଶଗ୍ରିଆ, ସୁରେନ୍ଦ୍ର ମାଝୀ, ବିଦୁର ସିକା, ,ଶିକ୍ଷୟତ୍ରୀ ରାଜଶ୍ରୀ ପୂଜାରୀ, ତବସୁମ ଯାହାନ ବେଗମ୍, ସଂଗୀତା ଶେଠ୍, ଶେଫାଳୀ ପ୍ରଧାନ, କସ୍ତୁରୀ ମାଝୀ , ହେମିନ ଧରୁଆ, ନମିତା ପାଣିଗ୍ରାହୀ, ତରନେଶ୍ୱରି ଶବର,  ସମେତ ସମସ୍ତ କର୍ମଚାରୀ ଓ ଛାତ୍ରୀମାନେ ଉକ୍ତ କାର୍ଯ୍ୟକ୍ରମରେ ପୂର୍ଣ୍ଣ ସହଯୋଗ କରିଥିଲେ । ପରିଶେଷରେ  ବିଦ୍ୟାଳୟର ଜୁନିଅର ରେଡକ୍ରସ୍ ପରାମର୍ଶଦାତା ଶିକ୍ଷକ ଉପେନ୍ଦ୍ର ଚନ୍ଦନ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like