-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନର ନାମ ଫଳକ ଓଡ଼ିଆରେ ଲେଖିବା ପାଇଁ ଅତାବିରାରେ ନୋଟିସ ଜାରି କଲେ ଅଧିକାରିଣୀ

16-Apr-2025



ଅତାବିରା(ଆକାଶ ମିଶ୍ର): ଆମ ମାତୃଭାଷା ଓଡ଼ିଆର ବ୍ୟାପକ ପ୍ରଚାର ପ୍ରସାର ଓ ସଠିକ୍ ବ୍ୟବହାର ଉପରେ ବିଶେଷ ପଦକ୍ଷେପ ନେଉଛନ୍ତି ରାଜ୍ୟ ସରକାର। ଏଥିପାଇଁ ଏପ୍ରିଲ ୧ ତାରିଖ ଓଡ଼ିଶା ଦିବସ ଠାରୁ ଏପ୍ରିଲ ୧୪ ତାରିଖ ଓଡ଼ିଆ ନବବର୍ଷ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ପାଳନ ହେଉଛି ଓଡ଼ିଆ ପକ୍ଷ । ଏହି ଅବସରରେ ରାଜ୍ୟର ସମସ୍ତ ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନର ନାମଫଳକ ସ୍ପଷ୍ଟ ଭାବେ ଓଡ଼ିଆ ଭାଷାରେ ଲେଖ‌ିବା ସୁନିଶ୍ଚିତ କରିବା ପାଇଁ ଆରମ୍ଭ ହୋଇଛି ସାରା ରାଜ୍ୟରେ ବ୍ୟାପକ ଅଭିଯାନ । ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ (୧୯୫୬) ଅନୁଯାୟୀ ଓଡ଼ିଆ ଭାଷାରେ ସ୍ପଷ୍ଟ ଭାବରେ ନାମଫଳକ ଲେଖୁବା ବାଧ୍ୟତାମୂଳକ । ଏଥିରୁ ଖୂଲାପକାରୀଙ୍କ ବିରୋଧରେ ମକଦ୍ଦମା ରୁଜୁ ସହ ଜରିମାନା ଆଦାୟ ଭଳି ଦଣ୍ଡବିଧାନ ରହିଛି । ଏ ନେଇ ଆଜି  ବରଗଡ଼ ଜିଲ୍ଲା ଶ୍ରମ ଅଧିକାରିଣୀ ସସ୍ମିତା ବିଶ୍ଵାଳ  ଅତାବିରା ରେ ପହଞ୍ଚି ଓଡ଼ିଆରେ ନାମ ଫଳକ ଅଭିଯାନରେ ୮ ଟି ଦୋକାନକୁ ନୋଟିସ ଜାରି କରିଥିବା ଜଣାପଡିଛି ।  ଉକ୍ତ ଦୋକାନ ଗୁଡ଼ିକର ନାମ ଫଳକ ସଂପୂର୍ଣ୍ଣ  ଇଂରାଜୀ ଥିବାରୁ ତାଙ୍କୁ ଏହି ନୋଟିସ ଜାରି କରାଯାଇଛି । ସାତ ଦିନ ମଧ୍ୟରେ ଯଦି ନାମ ଫଳକ ଓଡ଼ିଆରେ ଲେଖା ନଥିବା ତେବେ  ଓଡ଼ିଶା ଦୋକାନ ଓ ବାଣିଜ୍ୟିକ ପ୍ରତିଷ୍ଠାନ ଆଇନ ୧୯୫୬ , ଧାରା ୩୮  ଜରିଆରେ ସେମାନଙ୍କ ବିରୁଦ୍ଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଶ୍ରମ ଅଧିକାରୀ ଉକ୍ତ ଦୋକାନୀ ଉପରେ ମୋକଦ୍ଦମା କରି   ଏନ୍ ଏ ସି କୁ  ଜଣାଇବେ ।ଏନ୍ ଏ  ସି ଏହା ଉପରେ ବିଚାର କରି ବିହୀତ ପଦକ୍ଷେପ ନେବେ ବୋଲି ଶ୍ରମ ଅଧିକାରୀଙ୍କ ସୂତ୍ରରୁ ଜଣା ପଡ଼ିଛି ।ଏଣୁ ଯେଉଁ  ଦୋକାନୀ ମାନେ ଏପର୍ଯ୍ୟନ୍ତ ନିଜର ଦୋକାନ ଓ ବାଣିଜ୍ୟ ପ୍ରତିଷ୍ଠାନ ଗୁଡ଼ିକରେ ଓଡ଼ିଆ ଭାଷାରେ ନାମଫଳକ ଲେଖୂ ନାହାନ୍ତି, ସେମାନେ ଯଥାଶୀଘ୍ର ଏଥିପ୍ରତି ଯତ୍ନବାନ ହୁଅନ୍ତୁ । ନିର୍ଭୁଲ ଏବଂ ସ୍ପଷ୍ଟ ଭାବେ ଓ ସୁଦୃଶ୍ୟ ଭାବେ  ଓଡ଼ିଆ ଭାଷାରେ ନାମଫଳକ  ଲେଖି ଏହାର ଫଟୋଉତ୍ତୋଳନ କରି  ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ରେ  ଦାଖଲ କରିବେ ନତୁବା ତାଙ୍କ ବିରୁଦ୍ଧରେ  କାହିଁକି ଆଇନ ଗତ କାର୍ଯ୍ୟାନୁଷ୍ଠାନ  ନିଆଯିବ ନାହିଁ ତାର କାରଣ ଦର୍ଶାଇବା ବୋଲି  ନୋଟିସ ରେ ଉଲ୍ଲେଖ ରହିଛି । ସେହିପରି  ବରଗଡ଼  ପୌରାଞ୍ଚଳରେ  ୧୦  ଟି ଦୋକାନ, ବରପାଲି ରେ ୧୪ , ପଦମପୁର ରେ ୫ ଟି  ଓ ବିଜେପୁର ରେ ୮ ଟି ସମୁଦାୟ ୪୪ ଟି ଦୋକାନକୁ ଏହି ନୋଟିସ ଦିଆଯାଇଥିବା ଜଣା ପଡ଼ିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like