-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଶ୍ରୀରାମ ମନ୍ଦିରରେ ୧୦୮ହନୁମାନ ଚାଳିଶା 

16-Apr-2025



କଣ୍ଟାମାଳ(ଜୟ କୁମାର ମହାରଣା): କଣ୍ଟାମାଳ ବ୍ଲକ ଛକ ସ୍ଥିତ ଶ୍ରୀରାମ ମନ୍ଦିର ଠାରେ ମହା ବିଷୁବ ପଣା ସଂକ୍ରାନ୍ତି ତଥା ହନୁମାନ ଜୟନ୍ତୀ ଉପଲକ୍ଷେ ପୁଜାର୍ଚନା, ହୋମ ଯଜ୍ଞ ତଥା ୧୦୮ହନୁମାନ ଚାଳିଶା ପାଠ ଆଡମ୍ବର ତଥା ଆଧ୍ୟାତ୍ମିକ ସହ ସମ୍ପନ୍ନ ହୋଇଛି l ସକାଳ ୮ଘଣ୍ଟା ସମୟରେ ପଣ୍ଡିତ ସନତ କୁମାର ମିଶ୍ର ଙ୍କ ଦ୍ୱାରା ଯଥା ରୀତିନୀତି ଅନୁସାରେ ପୂଜା ଆରମ୍ଭ ପରେ ଦାମୋଦର ସ୍ୱାଇଁ,ପ୍ରେମଶଙ୍କର ସେଠି, ହରିବନ୍ଧୁ ପୁରୋହିତ, ଭାଗ୍ୟଧର ମିଶ୍ର,ସନ୍ତୋଷ କୁମାର ବିଶି, ଆନନ୍ଦ ଚନ୍ଦ୍ର ପାଢ଼ୀ, ଅନୁପମା ପାଢ଼ୀ ସମେତ ବହୁ ଶ୍ରଦ୍ଧାଳୁ ଭକ୍ତ ମାନଙ୍କ ଦ୍ୱାରା ୧୦୮ହନୁମାନ ଚାଳିଶା ପଠନ ଆରମ୍ଭ ହୋଇଥିଲା   l   ଗୌରାଙ୍ଗ ବଗର୍ତ୍ତୀ ଓ ପତ୍ନୀ ଜ୍ୟୋତ୍ସ୍ନାମୟୀ

ବଗର୍ତ୍ତୀ କର୍ତ୍ତା ଦାୟିତ୍ୱ ତୁଲାଇଥିଲେ l   ସବୁ ଦେବାଦେବୀଙ୍କ ଠାରେ ପୂଜାର୍ଚନା, ଭୋଗ ଓ ପଣା ଲାଗି ହେବା ପରେ ଭକ୍ତମାନଙ୍କୁ ପଣା ବଣ୍ଟନ କରାଯାଇଥିଲା   l  ସାମୁହିକ ୧୦୮ହନୁମାନ ଚାଳିଶା ପାଠ ଶେଷରେ ଆଳତି ଓ ହୋମଯଜ୍ଞ ସହ ପୂର୍ଣ୍ଣାହୁତି ହୋଇଥିଲା  l  ଶ୍ରୀରାମ ଓ ବଜରଙ୍ଗ କମିଟି ସଭାପତି ସନ୍ତୋଷ କୁମାର ବିଶି, ସମ୍ପାଦକ ଦାମୋଦର ସ୍ୱାଇଁ, ମନ୍ଦିର ପୂଜକ ଆନନ୍ଦ ଚନ୍ଦ୍ର ପାଢ଼ୀ,ହରିବନ୍ଧୁ ପୁରୋହିତ,ଜୟ କୁମାର ମହାରଣା, ମନୋଜ କୁମାର ରାଜହଂସ,ଅପର୍ତ୍ତି ପ୍ରଧାନ,ଶ୍ୟାମସୁନ୍ଦର ସ୍ୱାଇଁ ସମେତ ବହୁସଂଖ୍ୟାରେ  ଶ୍ରଦ୍ଧାଳୁ ଭକ୍ତମାନେ ଉପସ୍ଥିତ ଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026

You Might Also Like