-+91-9937148622 |

prerana_bgr@rediffmail.com |

  Saturday 20th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   (20-Jun-2026)       ||      କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ    (20-Jun-2026)       ||      ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   (20-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ    (19-Jun-2026)       ||      ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ    (19-Jun-2026)       ||      ବାହାର ଜିଲ୍ଲାରୁ ଆସୁଛି ଧାନ !   (19-Jun-2026)       ||      *ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   (19-Jun-2026)       ||      ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||     

HOME   ଜିଲ୍ଲା

ନାରୀ ନିର୍ଯାତନା ପ୍ରସଙ୍ଗ:ମଶାଲ ଧରି ପ୍ରତିବାଦ କଲେ କଂଗ୍ରେସ କର୍ମୀ ।

16-Apr-2025



ବିନିକା(ହିମାଂଶୁ ଶେଖର ପୁଟେଳ) ସାରା ରାଜ୍ୟର ବିଭିନ୍ନ କୋଣ ଅନୁକୋଣରେ ଦିନକୁ ଦିନ ନାରୀ ନିର୍ଯାତନା ବଢିବାରେ ଲାଗିଛି।ନାରୀଙ୍କୁ ସୁରକ୍ଷା ଦେବାରେ ରାଜ୍ୟ ବିଜେପି ସରକାର ବିଫଳ ହୋଇଛି। ଏହାରୀ ପ୍ରତିବାଦରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ଭକ୍ତଚରଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ଆଜି ସାରା ରାଜ୍ୟରେ ରାଜ୍ୟରେ ବଢୁଥିବା ନାରୀ ନିର୍ଯାତନା ଓ ଦୁଷ୍କର୍ମ ପ୍ରତିବାଦରେ ଓ ରାଜ୍ୟରେ ନାରୀ ସୁରକ୍ଷା ଆଇନ ପ୍ରଣୟନ ଦାବିନେଇ ଆଜି ସନ୍ଧ୍ୟାରେ କଂଗ୍ରେସ କର୍ମୀଙ୍କ ତରଫରୁ ମଶାଲ ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି।ବିନିକା ବ୍ଲକ କଂଗ୍ରେସ କମିଟି ସଭାପତି ରବୀନ୍ଦ୍ର ହୋତାଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ସ୍ଥାନୀୟ ବିନିକା ତହସିଲ ଛକରେ ଏକତ୍ରିତ ହୋଇଥିଲେ । ସମସ୍ତ କର୍ମୀ ହାତରେ ମଶାଲ ଧରି ନାରୀଙ୍କୁ ସୁରକ୍ଷା ଦେବାରେ ବିଫଳ ରାଜ୍ୟ ବିଜେପି ସରକାର ବିରୋଧରେ ନାରାବାଜି ଦେଇଥିଲେ।ପରେ ବିରାଟ ଶୋଭାଯାତ୍ରାରେ କଂଗ୍ରେସ କର୍ମୀ ମାନେ ସହର ପରିକ୍ରମା କରି ବସଷ୍ଟାଣ୍ଡ ସ୍ଥିତ ଆମ୍ବେଦକର ଛକ ପର୍ଯ୍ୟନ୍ତ ଆସିଥିଲେ ।ସେଠାରେ ଅନୁଷ୍ଠିତ ସଭାରେ ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପର୍ଯ୍ୟବେକ୍ଷକ ଗଣେଶ ସାହୁ,ବରିଷ୍ଟ କଂଗ୍ରେସ ନେତା ସଂଗ୍ରାମ କେଶରୀ ନାୟକ,ପ୍ରଦୀପ ସେଠୀ ପ୍ରମୁଖ ରାଜ୍ୟ ବିଜେପି ସରକାରଙ୍କ ବିରୋଧରେ ବକ୍ତବ୍ୟ ପ୍ରଦାନ କରିଥିଲେ।ଅନୁଷ୍ଠିତ ଏହି ମଶାଲ ଶୋଭାଯାତ୍ରାରେ ବରିଷ୍ଟ କଂଗ୍ରେସ ନେତା ରାଘବ ଦାସ,ସୁଧାଂଶୁ ପଣ୍ଡା,ନରେନ୍ଦ୍ର ସାହୁ,ସପନେଶ୍ୱର ପୃଷ୍ଟି,ନରେନ୍ଦ୍ର ପଣ୍ଡା,ଶ୍ରୀନିବାସ ଖମାରୀ,ବିଜୟ ଭୋଇ,କୃଷ୍ଣଚନ୍ଦ୍ର ପ୍ରଧାନ,ଉମାକାନ୍ତ ଦୀପ,ଅନିଲ ନାଏକ,ସୁମନ୍ତ ସାହୁ,ଟିକୁ ହୋତା,ଚୌବର୍ଗ ଭୋଇ,ସୂର୍ଯ୍ୟ କ୍ଷେତି,ଭାଗିରଥି ବଗର୍ତ୍ତି,ସୁବ୍ରତ ପାତ୍ର, ଟିକେଶ୍ୱର ପ୍ରଧାନ,ନାରୀ ନେତ୍ରୀ ନିକିତା ହୋତା ପ୍ରମୁଖଙ୍କ ସମେତ ବହୁ ପୁରୁଷ ଓ ମହିଳା କଂଗ୍ରେସ କର୍ମୀ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ବୈଦିକ ରୀତିରେ ଶିବ–ପାର୍ବତୀଙ୍କ ବିବାହ ସମ୍ପନ୍ନ ଯୋଗଦେଲେ ବିଧାୟକ   20-Jun-2026
  ଜିଲ୍ଲା  
କୋଶଲ କଳା ମଣ୍ଡଳର ମୁଖପତ୍ର ‘ଚତୁରଙ୍ଗ’ର ନବପ୍ରକାଶର ପଞ୍ଚମ ବର୍ଷର ପ୍ରଥମ ସଂଖ୍ୟା ଉନ୍ମୋଚିତ   20-Jun-2026
  ଜିଲ୍ଲା  
ସୁଦପଡା ଶୀତଳଷଷ୍ଠୀରେ ଅସୀମା ପଣ୍ଡା ଷ୍ଟାର ନାଇଟ୍ ସହ ପ୍ରତିଭା ସମ୍ବର୍ଦ୍ଧନା   20-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ରେ ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ, ବିଭିନ୍ନ ସରକାରୀ ଯୋଜନା ର ହିତାଧିକାରୀ ଙ୍କୁ ସୁବିଧା ପ୍ରଦାନ ଓ କାର୍ଯ୍ୟାଦେଶ ବଣ୍ଟନ   19-Jun-2026
  ଜିଲ୍ଲା  
ତୃତୀୟ ଦିବସରେ ଶୀତଳ ଷଷ୍ଠୀ, ଆଳି ଶିବଙ୍କ ବରଯାତ୍ରୀ   19-Jun-2026
  ଜିଲ୍ଲା  
ବାହାର ଜିଲ୍ଲାରୁ ଆସୁଛି ଧାନ !   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସମ୍ପୂର୍ଣ୍ଣତା ଅଭିଯାନ ଓ ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମର ସମୀକ୍ଷା କଲେ ନୀତି ଆୟୋଗର କେନ୍ଦ୍ରୀୟ ପ୍ରଭାରୀ*   19-Jun-2026
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026

You Might Also Like