-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସାଂସ୍କୃତିକ ଅନୁଷ୍ଠାନ ଭୂମିକା ତରଫରୁ ଛନ୍ଦା ଚରଣ ସ୍ମରଣେ ବିଷୁବୋତ୍ସବ ପାଳିତ

16-Apr-2025



ବଲାଙ୍ଗୀର(ପ୍ରେରଣା ଖବର)- ଓଡ଼ିଶାର ଅଗ୍ରଣୀ ସାମାଜିକ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ତରଫରୁ ଛନ୍ଦା ଚରଣ ସ୍ମରଣେ ବିଷୁବୋତ୍ସବ ୨୦୨୫ ପାଳିତ ହୋଇଛି l ଏହି କାର୍ଯ୍ୟକ୍ରମରେ ଭୂମିକାର ସମ୍ପାଦକ ଜିତେନ୍ଦ୍ରିୟ ତ୍ରିପାଠୀ ସ୍ଵାଗତ ଭାଷଣ ଦେଇଥିବା ବେଳେ ବିରେନ୍ଦ୍ର କୁମାର ବନଛୋର ସଭାପତିତ୍ଵ କରିଥିଲେ l ଏହି ଅବସରରେ ପ୍ରଖ୍ୟାତ ସଙ୍ଗୀତଜ୍ଞ ଶୁଭ୍ରାଂଶୁ ଶେଖର ମିଶ୍ରଙ୍କୁ ଭୂମିକା ସମ୍ମାନରେ ସମ୍ମାନିତ କରାଯାଇଛି।
ବନ୍ଦନା କରଙ୍କ ସଂଯୋଜନାରେ ୩୦ ଜଣ କବି ପ୍ରହଲ୍ଲାଦ ଶତପଥି,ଭାଗୀରଥି ମିଶ୍ର, ସନାତନ ଠାକୁର, ଆଲୋକ ହୋତା 
ଆନନ୍ଦ ଚନ୍ଦ୍ର ସାହୁ, ସନ୍ଦୀପ କୁମାର କୁଅଁର, ନବୀନ ବିଶ୍ଵବନ୍ଧୁ, ଜ୍ଯୋତିରଞ୍ଜନ ମିଶ୍ର, ମୃଗେଶ ବୈଷ୍ଣବ ପାଣିଗ୍ରାହୀ, ରତ୍ନମୟ ତ୍ରିପାଠୀ, ଶୁଭ୍ରାଂଶୁ ଶେଖର ପଣ୍ଡା, ଓମ୍ ପ୍ରଣବ ନାୟକ,ଚୁମକି ଦାଶ, ଜୋତ୍ସ୍ନାମୟୀ ତ୍ରିପାଠୀ, ସସ୍ମିତା ନେପାକ,ସବିତା ମହରା
ପୁସ୍ତମ ଜୁଆଡି, ଲୋକେଶ୍ୱର ପାଣ୍ଡେ, ଚିତ୍ତରଞ୍ଜନ ମିଶ୍ର,  ଜିତେନ୍ଦ୍ରୀୟ ତ୍ରିପାଠୀ, ବିଜୟ କୁମାର ତ୍ରିପାଠୀ, ଅତିପ୍ରିୟl 
ମିଶ୍ର, ସଂଗୀତା ଶେଖର ଦେଓ, ମଧୁସୂଦନ ନାୟକ, ମନୀଷା 
ନେପାକ, ନବକିଶୋର ବେହେରା, ସନ୍ତୋଷ କୁମାର ନାଏକ ପ୍ରମୁଖ କବିତା ପାଠ କରିଥିଲେ।

   ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର ଉପସ୍ଥିତ ରହି କବି ଓ ଆୟୋଜକଙ୍କ ମନୋବଳକୁ ଦ୍ଵିଗୁଣିତ କରିଥଲେ l ଭୂମିକା ପରିବାରର ଉପଦେଷ୍ଟା ମଧୁସୂଦନ ପତି ଓ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ବିଶଷଙ୍କ ଉପସ୍ଥିତି ବିସୁବୋତ୍ସବ ୨୦୨୫କୁ ସଫଳତା ଦେଇଚ୍ଛି l ଶେଷରେ  ରାଜୀବ ଲୋଚନ ଆଚାର୍ଯ୍ୟ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like