-+91-9937148622 |
prerana_bgr@rediffmail.com |
Friday 24th April 2026 |
R.N.I. Regd No. ODIODI/2010/46693
Breaking News
16-Apr-2025
ଗୋପାଳପୁର ଥାନା ଅନ୍ତର୍ଗତ ଆମ୍ବପୁଆ ସ୍ଥିତ ଆୟକର କାର୍ଯ୍ୟାଳୟ ସମ୍ମୁଖରେ ଆମ୍ବପୁଆ ଅଞ୍ଚଳର ଭି.ପଦ୍ମାବତୀ ନାମକ ଜଣେ ମହିଳା ପ୍ରାତଃ ଭ୍ରମଣରେ ଯାଉଥିବା ବେଳେ ଗୋଟିଏ ମୋଟରସାଇକେଲ ରେ ଦୁଇଜଣ ଦୁର୍ବୁତ୍ତ ଆସି ବନ୍ଧୁକ ଦେଖାଇ ଉକ୍ତ ମହିଳାଙ୍କ ସୁନାଚେନ ଲୁଟିନେଇ ଘଟଣା ସ୍ଥଳରୁ ଚମ୍ପଟ ମାରିଥିବା ଜଣାପଡିଛି। ଖବର ପାଇ ଗୋପାଳପୁର ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛନ୍ତି।