-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଵଲାଡି ହାଇସ୍କୁଲ ରେ ପ୍ରାଥମିକ ଚିକିତ୍ସା ଆୟୋଜିତ

16-Apr-2025



ସୋନେପୂର, ତା ୧୬/୪: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବ୍ଲକ ଅନ୍ତର୍ଗତ ପଞ୍ଚାୟତ ହାଇସ୍କୁଲ ଵଲାଡି ରେ ଭାରତୀୟ ରେଡ କ୍ରସ ଓଡ଼ିଶା ଶାଖା ଓ ଜିଲ୍ଲା ଜୁନିୟର ରେଡ୍ କ୍ରସ ଆହ୍ଵାନ କ୍ରମେ ତଥା ଜିଲ୍ଲା ଜୁନିୟର ରେଡ କ୍ରସ ଅଫିସର ରବିଚନ୍ଦ୍ର ପଶାୟତ ଙ୍କ ମାର୍ଗଦର୍ଶନ ରେ ପ୍ରାଥମିକ ଚିକିତ୍ସା ତାଲିମ ଆୟୋଜିତ ହୋଇଯାଇଛି। ପ୍ରଧାନଶିକ୍ଷକ ସତ୍ୟଜିତ ପଟ୍ଟନାୟକ ଙ୍କ ସଭାପତିତ୍ବରେ ଆୟୋଜିତ ହୋଇଥିବା କାର୍ଯ୍ୟକ୍ରମରେ ସାଧନକର୍ମୀ ଚନ୍ଦ୍ର ଶେଖର ମହାପାତ୍ର  ଓ ସୋନପୁର ବିସିସି ତଥା ରକ୍ଷକ ସାଧନ କର୍ମୀ ଗୋପେଶ ପଣ୍ଡା ଛାତ୍ରଛାତ୍ରୀ ମାନଙ୍କୁ ମୂର୍ଚ୍ଛା, ସକ୍, ରକ୍ତ ସ୍ରାବ, ରିକୋଭାରି ପୋଜିସନ୍, ଚୋକିଂ, ବ୍ୟାନଡେଜ,  ରୋଗୀ ସ୍ଥାନାନ୍ତରଣ, ନିଆଁ ରୁ ସୁରକ୍ଷା,  ରକ୍ଷକ, ଗୁଡସମରିତାନ, ଅଂଶୁଘାତ ଇତ୍ୟାଦି ବିଷୟରେ ତାଲିମ ଦେଇଥିଲେ। ଆକସ୍ମିକ ଦୁର୍ଘଟଣା ହେଲେ ନିଜକୁ କିଭଳି ସୁରକ୍ଷିତ ରଖିବା ଓ ଅମୂଲ୍ୟ ଜୀବନ ବଞ୍ଚାଇ ପାରିବ ସେ ଦିଗରେ ଆଜିର ଏହି ତାଲିମ କାର୍ଯ୍ୟକ୍ରମ ସହାୟକ ହେବ ବୋଲି ଶିବାରାର୍ଥି ବୃନ୍ଦ ମତବ୍ୟକ୍ତ କରିଛନ୍ତି।

ଜୁନିୟର ରେଡ କ୍ରସ ପରାମର୍ଶ ଦାତା ବ୍ୟାସଦେବ ଭୁଏ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ଶିକ୍ଷକ ଜଳେନ୍ଦ୍ର ସାହୁ, ପ୍ରମୋଦ କୁମାର ସାହୁ, ସଂଗ୍ରାମ ମିଶ୍ର, ସୁଶାନ୍ତ ଦାସ, ଜଗନ୍ନାଥ ପଣ୍ଡା, ପ୍ରାଣ ବନ୍ଧୁ ବେଜ, କିଶନଲାଲ ପଧାନ, ରାଧାକାନ୍ତ ମାନହିରା ଓ ସ୍କୁଲ କର୍ମଚାରୀ ସଦାନନ୍ଦ, ଜପେନ୍ଦ୍ର, ନବୀନ ପ୍ରମୁଖ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହି ସହଯୋଗ କରିଥଲେ। ପରିଶେଷରେ ଶିକ୍ଷକ ସଂଗ୍ରାମ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like