-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଗଙ୍ଗାଧର ନଗର ବରଗଡ ସ୍ଥିତ ଏ. ଇ. ଏମ୍. ଇଂଲିଶ ମିଡ଼ିୟମ ସ୍କୁଲ୍ ର ବାର୍ଷିକୋତ୍ସବ

16-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ସ୍ଥିତ ଗଙ୍ଗାଧର ନଗର ଏ.ଇ.ଏମ ଇଂଲିଶ ମିଡିୟମ ସ୍କୁଲର ବାର୍ଷିକୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ଉତ୍ସବରେ ସମ୍ମାନିତ ଅତିଥି ଭାବରେ ବରଗଡ଼ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ ଓ ବରଗଡ଼ ବିଧାୟକ ଶ୍ରୀ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ଯୋଗଦାନ କରିଥିଲେ । ମାନ୍ୟବର ସାଂସଦ ତାଙ୍କ ବକ୍ତବ୍ୟରେ ଶିକ୍ଷାର ମହତ୍ତ୍ଵ ପ୍ରତିପାଦିତ କରିଥିଲେ। ମାନ୍ୟବର ବିଧାୟକ ସମସ୍ତଙ୍କ ପାଇଁ ସହଜ ଓ ସୁଲଭ ଶିକ୍ଷା ଉପରେ ଗୁରୁତ୍ଵ ଦେଇଥିଲେ। ବିଦ୍ୟାଳୟର ଚେୟାରମେନ ଡ. ଜଶବୀର ସିଂ ସଭାରେ ଅଧ୍ୟକ୍ଷତା କରିଥିବା ବେଳେ ପ୍ରିନ୍ସିପାଲ ଶ୍ରୀ ପ୍ରଦୀପ କୁମାର ମିଶ୍ର ବାର୍ଷିକ ବିବରଣୀ ପାଠ କରିଥିଲେ ଓ ଟ୍ରଷ୍ଟି ମନୋରଞ୍ଜନ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । ବିଦ୍ୟାଳୟର ଶ୍ରେଷ୍ଠ କୃତୀ ଛାତ୍ର/ଛାତ୍ରୀ ହିସାବରେ ସବ୍ ଜୁନିୟର ବିଭାଗରେ ଆରାଧ୍ୟା ସାହୁ, ଜୁନିୟର ବିଭାଗରେ ଶୁଭଲକ୍ଷ୍ମୀ ଦୀପ ଓ ସିନିୟର୍ ବିଭାଗରେ ଶିଳ୍ପୀ କୁମାରୀ ଶାହ ପୁରସ୍କୃତ ହୋଇଥିଲେ। ପ୍ରତ୍ୟେକଙ୍କୁ ବିଦ୍ୟାଳୟ ତରଫରୁ ୨୧୦୦/- ଟଙ୍କାର ଚେକ୍ ପ୍ରଦାନ କରାଯାଇଥିଲା। ବିଦ୍ୟାଳୟ ର ଛାତ୍ର ସାଇ ଅମନ୍ ଙ୍କୁ ଓଲିମ୍ପିଆଡ ପରୀକ୍ଷାରେ ରାଜ୍ୟସ୍ତରରେ ପ୍ରଥମ ଓ ଇଣ୍ଟରନେସନାଲ ସ୍ତରରେ ଦ୍ଵିତୀୟ ସ୍ଥାନ ଅଧିକାର କରି ଥିବାରୁ ୭୫୦୦/- ଟଙ୍କାର ଚେକ୍ ପ୍ରଦାନ  କରାଯାଇଥିଲା। ଶ୍ରୀ ସନ୍ତୋଷ ସାହୁଙ୍କ ଦ୍ଵାରା ନିର୍ଦ୍ଦେଶିତ ଏକ ଭିନ୍ନ ସ୍ଵାଦର ନାଟକ  'ସୁଟିଂ ଚାଲିଛେ’ ଛାତ୍ର ଛାତ୍ରୀଙ୍କ ଦ୍ଵାରା ପ୍ରଦର୍ଶିତ ହୋଇ ଉଚ୍ଚ ପ୍ରଶଂସିତ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like