-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||      ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ    (23-Apr-2026)       ||      ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ    (23-Apr-2026)       ||      *ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||     

HOME   ଜିଲ୍ଲା

କଂଗ୍ରେସ ପକ୍ଷରୁ ମୁଖ୍ୟ ଡାକଘର ସମ୍ମୁଖରେ ବିକ୍ଷୋଭ

16-Apr-2025



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ )ନେସନାଲ ହେରାଲ୍ଡ ଓ କଂଗ୍ରେସ ନେତୃମଣ୍ଡଳୀ ଙ୍କ ବିରୁଦ୍ଧରେ ଷଡଯନ୍ତ୍ର ଓ ମିଥ୍ୟା କେସ ଦାୟର ପ୍ରତିବାଦରେ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଦାସ ଙ୍କ ନିର୍ଦେଶ କ୍ରମେ ଆଜି ସୁବର୍ଣ୍ଣପୁର ଜିଲ୍ଲା କଂଗ୍ରେସ ପକ୍ଷରୁ ସହର ର ମୁଖ୍ୟ ଡାକଘର ସମ୍ମୁଖରେ ବିକ୍ଷୋଭ ଓ ଧାରଣା ଦିଆଯାଇଛି। କଂଗ୍ରେସ ଅଭିଯୋଗ କରିଛି ଯେ ପୂର୍ବତନ କଂଗ୍ରେସ ଅଧ୍ଯକ୍ଷା ସୋନିଆ ଗାନ୍ଧୀ, ଲୋକସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଏବଂ ଅନ୍ୟାନ୍ୟ ବରିଷ୍ଠ ନେତୃମଣ୍ଡଳୀଙ୍କ ବିରୁଦ୍ଧରେ ଏବେ ଯେଉଁ ଚାର୍ଜସିଟ୍ ଦାଖଲ ହୋଇଛି ସେଥ‌ିରେ ସାଙ୍ଘାତିକ ଭାବେ ସରକାରୀ କ୍ଷମତାର ଅପବ୍ୟବହାର ହୋଇଛି। ଏହି ବିକ୍ଷୋଭ ସମାବେଶରେ ପୂର୍ବତନ ବିଧାୟକ ପ୍ରାର୍ଥୀ ଜିତେନ୍ଦ୍ର ପଟ୍ଟନାୟକ, ଚଳିତ ବର୍ଷ ବିଧାନସଭା ପ୍ରାର୍ଥି ପ୍ରିୟବ୍ରତ ସାହୁ, ଲବ କୁମାର ସାହୁ, ରାଜେଶ ମିଶ୍ର, ଲକ୍ଷ୍ମଣ ସୁନା, ଶେଷଦେବ ମେହେର, ସଚିତା ନନ୍ଦ ସାହୁ, ସୁଶାନ୍ତ କାଣ୍ଡ, ଭାଗିରଥି ବଗର୍ତ୍ତି, ସଂଗ୍ରାମ କେଶରୀ ନାୟକ, ଭରତ ଜେନା, ମାଧବ କୁମ୍ଭାର, ବିଶ୍ଵନାଥ ନେଗୀ, ସାଗର ମେହେର, କର୍ଣ୍ଣରାଜ ପଧାନ ପ୍ରମୁଖ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   23-Apr-2026
  ଜିଲ୍ଲା  
ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   23-Apr-2026
  ଜିଲ୍ଲା  
ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    23-Apr-2026
  ଜିଲ୍ଲା  
ଭାରତ ମୁକ୍ତିମୋର୍ଚ୍ଚା, ରାଷ୍ଟ୍ରୀୟ ପଛୁଆ ବର୍ଗ ମୋର୍ଚ୍ଚା ଓ ଓଡ଼ିଶା ଓବିସି, ଏସ ଟି, ଏସ ସି ସମନ୍ୱୟ ସମିତି ର ଭାରତ ବନ୍ଦ କୁ ବଲାଙ୍ଗୀରରେ ପୂର୍ଣ୍ଣ ସମର୍ଥନ   23-Apr-2026
  ଜିଲ୍ଲା  
ସୀମାନ୍ତର ଦୁଃଖ ଶୁଣିବାକୁ କେହି ନଥିଲେ,କଥା ଦେଇ କଥା ରଖିଥିବାରୁ ଟିଟିଲାଗଡ଼ ବିଧାୟକ ନବୀନ ଜୈନ ଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିମୁର୍ଲା ଗ୍ରାମବାସୀ   23-Apr-2026
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026

You Might Also Like