-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ତହଁକ୍ କୁଟୁମ ର ନିଆରା ପ୍ରୟାସ: ଗାଁ କୁ ଯାଇ ସମ୍ମାନିତ କଲା ରାମଲୀଳା କମିଟିକୁ

16-Apr-2025



ଗତବର୍ଷ ରାମନବମୀ ଅବସରରେ ଉଦଘାଟିତ ହୋଇଥିବା ତହଁକ୍ କୁଟୁମ୍ ର ଭିନ୍ନ କାର୍ଯ୍ୟକ୍ରମ " ସ୍କୁଲ ନୁ କଲେଜ୍ ଗାଁ ନୁ ସହର୍ ' ତହଁକ୍ ପୁହୁଁଚିଲା ଘର୍ କେ ଘର୍ " କୁ ଗୋଟିଏ ବର୍ଷ ପୂରିଯାଇଛି ଆଜି ଏହି ଅବସରରେ ଆଉ ଏକ ପଦକ୍ଷେପ ନେଇଛି ଅନୁଷ୍ଠାନ ବିଭିନ୍ନ ଗ୍ରାମରେ ରାମନବମୀ ଅବସରରେ ପାଳିତ ହେଉଅଛି ରାମଲୀଳା ନାଟକ କାହିଁ କେତେ ବର୍ଷ ରୁ ଆରମ୍ଭ ହୋଇଥିବା ଏହି ନାଟକ ଏବେ ଡିଜିଟାଲ ଦୁନିଆଁ ରେ ମଧ୍ୟ ଲୋକଙ୍କ ଚାହିଦା କମି ନାହିଁ। ହୃଦୟରେ ବସା ବାନ୍ଧିଛି। ଏହି ପରିପ୍ରେକ୍ଷୀରେ ବିଭିନ୍ନ ଗାଁ କୁ ଯାଇ ସେହି ଗ୍ରାମକୁ " ଗାଁ କଲା ସମ୍ମାନ" ରେ ସମ୍ମାନିତ କରି ବେଶ୍ ପ୍ରଂଶସା ସାଉଁଟିଛି ତହଁକ୍ କୁଟୁମ୍ । ଏ ବର୍ଷ ବଲାଙ୍ଗିର ଜିଲ୍ଲାର ତିନୋଟି ଗ୍ରାମ ଯଥା ଦେଉଲଗାଁ, ମୁଦଲସର ଏବଂ ରେଙ୍ଗାଲି ଗ୍ରାମକୁ ସମ୍ମାନିତ

କରାଯାଇଛି। ଆଗାମୀ ବର୍ଷ ମାନଙ୍କରେ ମଧ୍ୟ ବିଭିନ୍ନ କଲାକାରୀ ଗ୍ରାମ ମାନଙ୍କୁ  ସମ୍ମାନିତ କରାଯିବ ବୋଲି ଅନୁଷ୍ଠାନର ସମ୍ପାଦକ ରାଜେଶ ଦଣ୍ଡସେନା କହିଛନ୍ତି। ଏହି ଅବସରରେ ମୁଖ୍ୟ ସମ୍ପାଦକ ଅର୍ଜୁନ କୁମାର ସାହୁ ପ୍ରଭୁ ଶ୍ରୀରାମଙ୍କ ଉପରେ ବିସ୍ତୃତ ଆଲୋଚନା କରି କୋସଲିଭାସାର ଗିତ ମାଧ୍ୟମରେ  ରାମଳୀଳା ନାଟକ ପରିବେଷଣ ଗୀତ ଶୁଣାଇବା ସହ ନିଜର ମାତୃଭାଷାରେ ନାଟକ କରିପାରିଲେ ଆହୁରି ବୋଧଗମ୍ୟ ହୋଇ ପାରବ ବୋଲି କହିଥିଲେ । ରାଜେଶ ଦଣ୍ଡସେନା କହିଥିଲେ କୋଶଲ ହେଉଛି ପ୍ରଭୁ

ଶ୍ରୀରାମଙ୍କ ମାମୁଁ ଘର ତେଣୁ ଆମ ସମସ୍ତଙ୍କୁ କୋଶଲ ମାଟିକୁ କୋଶଲୀ ଭାଷା ଦ୍ବାରା ତାକୁ ପ୍ରଚାର ପ୍ରସାର କରିବା ସହ ନିଜ ମାତୃଭାଷା କୁ ଉଦ୍ଧାର କରିବା ପାଇଁ ସମସ୍ତେ ଏକଜୁଟ ହେବାର ସମୟ ଆସିଛି ବୋଲି ମତବ୍ୟକ୍ତ କରିଥିଲେ। ରାଜେଶ ଶର୍ମା, ଦିଲୀପ କୁମାର ମିଶ୍ର, ମିଲନ୍ ପଣ୍ଡା ଏବଂ ଗିରୀଶ ପାତ୍ର ଉପସ୍ଥିତ ରହି ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like