-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ବିଜେପୁର ମହାବିଦ୍ୟାଳୟରେ ନୂଆ ପରମ୍ପରା ପୁସ୍ତକ ଦେଇ ବିଦାୟ ଉତ୍ସବ ପାଳିତ

16-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ବରଗଡ଼ ଜିଲ୍ଲା  ବିଜେପୁର ମହାବିଦ୍ୟାଳୟ, ବିଜେପୁର, ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ଯୁକ୍ତତିନି ତୃତୀୟ ବର୍ଷ ଶେଷ ପର୍ଯ୍ୟାୟର ଛାତ୍ରଛାତ୍ରୀମାନଙ୍କ ଉଦ୍ଦେଶ୍ୟରେ ବିଦାୟ ସମ୍ବର୍ଦ୍ଧନା ସମାରୋହ ପାଳିତ ହୋଇଯାଇଛି l ବିଜେପୁର ମହାବିଦ୍ୟାଳୟର ଅଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରଦୀପ କୁମାର ମିଶ୍ର ସାରଙ୍କ ସଭାପତିତ୍ୱରେ ଏ ନିରାଡ଼ମ୍ବର ସହ ବିଦାୟ ଉତ୍ସବ ପାଳିତ ହୋଇଛି l ସଭାର ଆରମ୍ଭରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ଅଧ୍ୟାପକ-ଅଧ୍ୟାପିକା ମା ସରସ୍ବତୀଙ୍କ ଫୋଟୋଚିତ୍ରରେ ପୁଷ୍ପମାଲ୍ୟ ଓ ପ୍ରଦୀପ ପ୍ରଜ୍ବଳନ କରିବା ସହ ବିଭାଗର ସଞ୍ଚିତା ଥଇତ, ମନୀଷା ସାହା, ଇନ୍ଦୁମତୀ ପଧାନ ପ୍ରମୁଖ ବିଦାୟ ସଂଗୀତ ଗାନ କରିଥିଲେ l ଅଧ୍ୟକ୍ଷ ଶ୍ରୀ ମିଶ୍ର ଛାତ୍ରଛାତ୍ରୀମାନଙ୍କୁ ଉତ୍ତମ ମଣିଷ କରିବା କ୍ଷେତ୍ରରେ ଅନୁଷ୍ଠାନିକ ଶିକ୍ଷାର ଭୂମିକାକୁ ଅଭିବ୍ୟକ୍ତି ଛଳରେ ପ୍ରକାଶ କରିଥିବା ବେଳେ ସଂସ୍କୃତ ବିଭାଗ ପ୍ରାଧ୍ୟାପକ ମହେନ୍ଦ୍ର ପଧାନ ଶୃଙ୍ଖଳିତ ଜୀବନ ଧାରା ହିଁ ମଣିଷକୁ ଆଗକୁ ନିଏ ବୋଲି ବକ୍ତବ୍ୟ ରଖିଥିଲେ l ବିଭାଗର ମୁଖ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପାଣିଗ୍ରାହୀ ନିଜ ଜୀବନର ଅନୁଭୂତିକୁ ବଖାଣିଥିଲେ l 
ବିଭାଗର ତରୁଣ ଅଧ୍ୟାପକ ଡକ୍ଟର ଦିନେଶ ଅଗ୍ରୱାଲା ଶିକ୍ଷା ଜୀବନରେ ପାଠ୍ୟପୁସ୍ତକର ଭୂମିକାକୁ ଆଲୋଚନା କରି ସ୍ୱରଚିତ କଳ୍ପିତା ପୁସ୍ତକର ହିନ୍ଦୀ ଅନୁବାଦ ତୃତୀୟ ବର୍ଷର ପ୍ରତ୍ୟେକ ଛାତ୍ରଛାତ୍ରୀମାନଙ୍କୁ ଉପହାର ସ୍ୱରୂପ ପ୍ରଦାନ କରିଥିଲେ l ଯାହା ବିଜେପୁର ମହାବିଦ୍ୟାଳୟ ପାଇଁ ଏକ ନୂଆ ପରମ୍ପରା ସୃଷ୍ଟି କରିଛି l ଅଧ୍ୟାପିକା ସ୍ଵାଗତିକା ଗଡତିଆ ଉଜ୍ଜ୍ୱଳ ଭବିଷ୍ୟତର କାମନା କରିଥିଲେ l 
ସଭାର ପରିଚାଳନା କରୁଥିଲେ ଦ୍ଵିତୀୟ ବର୍ଷର ଛାତ୍ର ପ୍ରଭାତ ସାହୁ l ଏ ସଭାର ପ୍ରତ୍ୟେକ କାର୍ଯ୍ୟରେ ପ୍ରଥମ ବର୍ଷର ମିଳନ ଦେହେରୀ, ସମୀର ପଧାନ, ପିଙ୍କି ଗଡତିଆ ପ୍ରତ୍ୟୁଷ କୁମାର ଦାସ, ପୂଜା ସେଠ, ଇନ୍ଦୁମତୀ ପଧାନ, ଝରଣା ମେହେର ଦ୍ଵିତୀୟ ବର୍ଷର ପ୍ରଭାତ ସାହୁ, ମାନସ ତାଣ୍ଡି, ରିମଝିମ ଗଡତିଆ, ସୀମା ମେହେର, ମନୋଜ ବରିହା, ଲିଜା ପଧାନ, ଶୁଭମ ମୁଖି ଆଦି ଛାତ୍ରଛାତ୍ରୀ ସାହାଯ୍ୟ ସହଯୋଗ କରିଥିଲେ l ପରିଶେଷରେ ମାନସ ତାଣ୍ଡି ଧନ୍ୟବାଦ ଜ୍ଞାପନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like