-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   (02-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   (02-Oct-2026)       ||      ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||     

HOME   ରାଜ୍ୟ

ଘରୋଇ ଅଣଅନୁଦାନପ୍ରାପ୍ତ ଓ ଅନୁଦାନପ୍ରାପ୍ତ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ

20-Jan-2021



ଭୁବନେଶ୍ବର, (ପ୍ରେରଣା ଖବର ବ୍ୟୁରୋ) : ଘରୋଇ ଅଣଅନୁଦାନପ୍ରାପ୍ତ ଓ ଅନୁଦାନପ୍ରାପ୍ତ ସ୍କୁଲରେ ପଢ଼ୁଥିବା ଛାତ୍ରଛାତ୍ରୀଙ୍କ ସ୍କୁଲ ଫି’ କୋହଳ କରିବାକୁ ରାଜ୍ୟ ସରକାର ପରାମର୍ଶ ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ହାଇକୋର୍ଟରେ ଦାଖଲ ହୋଇଥିବା ରିପୋର୍ଟ ଆଧାରରେ ‌ହିଁ ୭ଟି ସ୍ଲାବ୍‌ରେ ଫି’ କୋହଳ କରାଯିବ। ଏଥିସହ ପରିବହନ ଓ ଖାଦ୍ୟ ବାବଦ ଖର୍ଚ୍ଚ ମନଇଚ୍ଛା ସ୍କୁଲ ପକ୍ଷରୁ ଆଦାୟ କରା ନ ଯାଇ ପ୍ରକୃତ ସ୍ଥିତିକୁ ଦେଖି ପଦକ୍ଷେପ ନେବାକୁ କୁହାଯାଇଛି। ୨୦୨୦-୨୧ ଶିକ୍ଷାବର୍ଷ ଲାଗି କୌଣସି ବି ବିଦ୍ୟାଳୟ ଫି’ ବୃଦ୍ଧି କରିପାରିବେ ନାହିଁ। ହଷ୍ଟେଲ ଫି’ ୩୦% ଛାଡ଼ ହେବ। ସ୍କୁଲ ନ ଖୋଲିବା ପର୍ଯ୍ୟନ୍ତ ଆକ୍ଟିଭିଟି ଫି, ଲଣ୍ଡ୍ରି ଫି, ଏକ୍ସଟର୍ନାଲ ଏକ୍‌ଜାମ ଫି, ୟୁନିଫର୍ମ ଫି, କନଭେୟାନ୍ସ ଫି, ରିଆଡମିସନ୍ ଫି’, ଡେଭଲପମେଣ୍ଟ ଫି, ଆନୁଆଲ ଫି ଆଦାୟ ନ କରିବାକୁ କୁହାଯାଇଛି।

୬ ହଜାର ଟଙ୍କା ୦%
୬୦୦୧-୧୨୦୦୦ ୭.୫%
୧୨୦୦୧-୨୪,୦୦୦ ୧୨%
୨୪,୦୦୧-୪୮,୦୦୦ ୧୫%
୪୮,୦୦୧-୭୨,୦୦୦ ୨୦%
୭୨,୦୦୧-୧ ଲକ୍ଷ ୨୫%
ଏକ ଲକ୍ଷରୁ ଅଧିକ ୨୬%


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ଅସହାୟ ପିଲାଙ୍କ ପାଇଁ ସହାୟତାର ହାତ ୩୬ ଜଣ ଶିଶୁଙ୍କୁ ଉପହାର ବାକ୍ସ ପ୍ରଦାନ; ବାଲ୍ୟବିବାହ ଓ ଶିଶୁଶ୍ରମ ରୋକିବାକୁ ଶପଥ   02-Oct-2026
  ଜିଲ୍ଲା  
*ସାହାଣୀ କପ୍ ଫୁଟବଲ୍ ରେ ସନସ୍କୃତିକ କାର୍ଯ୍ଯ କ୍ରମ*- *ଖେଳାଳି ଓ ଦର୍ଶକ ଙ୍କ ମନ ମୋହିଲା ଗୀତ ନାଚ*   02-Oct-2026
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026

You Might Also Like