-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା    (19-Jun-2026)       ||      ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   (19-Jun-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   (19-Jun-2026)       ||      *ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର: ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ତରଫରୁ ଜାତୀୟ ମର୍ଯ୍ୟାଦା ଚୟନ ପ୍ରକ୍ରିୟା ଅନୁଷ୍ଠିତ

17-Apr-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାର ସର୍ବପୁରାତନ ଅଗ୍ରଣୀ ଅନୁଷ୍ଠାନ ନେସନାଲ୍ ପିସ ୟୁନିସନ (ଭାରତ) ପକ୍ଷରୁ ପରିଚାଳନା କରାଯାଉଥିବା ଆୟୁଷ୍ମାନ ଆରୋଗ୍ୟ ମନ୍ଦିର, ସହରାଞ୍ଚଳ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର, ଶାସ୍ତ୍ରୀ ନଗର ବଲାଙ୍ଗିର ର ଉନ୍ନତମାନ ଓ ଉତ୍କୃଷ୍ଟ ଜାତୀୟ ମର୍ଯ୍ୟାଦା (NQAS)ର ରାଜ୍ୟ ଚୟନ ପ୍ରକ୍ରିୟା ଗତକାଲି ଶେଷ ହୋଇ ଯାଇଛି l 
ଉପରୋକ୍ତ ଚୟନ ପ୍ରକ୍ରିୟାରେ ଜାତୀୟ ଚୟନକର୍ତ୍ତା ଡା. ସଂଜୀବ କୁମାର ଦାସ ଓ ଡା. ତାପସ ରଞ୍ଜନ ପଧାନ  ଆସି

ସର୍ବମୋଟ ୧୨ ଗୋଟି ସ୍ୱାସ୍ଥ୍ୟ ବିଭାଗର ୬୩୦ ଚୟନ ଯାଞ୍ଚ ତାଲିକାକୁ ପରଖି ଦେଖିଥିଲେ। ଏଥିପାଇଁ ପ୍ରତ୍ୟକ ବିଭାଗର ଏକ ସ୍ୱତନ୍ତ୍ର ସହଯୋଗ ତାଲିକା ପ୍ରସ୍ତୁତ କରି ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ କରାଇଥିଲେ l ବୈଠକରେ ସ୍ୱାସ୍ଥ୍ୟ କେନ୍ଦ୍ରର ନିର୍ଦ୍ଦେଶକ ସତ୍ୟ ରଞ୍ଜନ ମିଶ୍ର, ଚେୟାରମେନ ରବି ରଞ୍ଜନ ପୁଜାରୀଙ୍କ ନେତୃତ୍ୱରେ ସ୍ୱାସ୍ଥ୍ୟ କେନ୍ଦ୍ରର ମେଡିକାଲ ଅଫିସର ଡା.ସତ୍ୟ ନାରାୟଣ ସାହୁଙ୍କ ସହ ପ୍ରତ୍ୟେକ ସ୍ୱାସ୍ଥ୍ୟ ସେବା ଯୋଗାଣ ଅଧିକାରୀ ଓ ସଭ୍ୟସଭ୍ୟା,ବଲାଙ୍ଗିର ଜାତୀୟ ସ୍ୱାସ୍ଥ୍ୟ ମିଶନର ଜନ ସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଦିବ୍ୟ କିଶୋର ପତି (DPHO) ରାମାନୁଜ ପଣ୍ଡା ସହଯୋଗ ପ୍ରୋଜେକ୍ଟ 

ମ୍ୟାନେଜର (APM), ପ୍ରଦୀପ କୁମାର ନାଗ, ଲୋକ ସ୍ୱାସ୍ଥ୍ୟ ମ୍ୟାନେଜର (NHM) ଯୋଗଦାନ କରି ସ୍ୱାସ୍ଥ୍ୟ କେନ୍ଦ୍ରର ଜାତୀୟ ମର୍ଯ୍ୟାଦା (NQAS) ରେ ଭାଗିଦାରୀ ହୋଇ ନିର୍ଦ୍ଧାରିତ ସବିଶେଷ ତାଲିକାକୁ ଆହୁରି ଉନ୍ନତସ୍ତରକୁ ଆଣିବା ପାଇଁ ବୈଠକରେ ପ୍ରସ୍ତାବ ଦେଇଥିଲେ l ବଲାଙ୍ଗିର ଜିଲ୍ଲାର ସମସ୍ତ ସହଯୋଗୀ ସରକାରୀ ବିଭାଗକୁ ଉକ୍ତ ପ୍ରକ୍ରିୟାରେ ସାମିଲ ହୋଇ ସହଯୋଗର ହାତ ବଢାଇବା ପାଇଁ ଅତିଥିଗଣ ଅନୁରୋଧ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ବାବଲମ୍ବୀ ଯୁବ ସମାବେଶ ପାଇଁ ବ୍ଲକ ସ୍ତରୀୟ କର୍ମଶାଳା   19-Jun-2026
  ଜିଲ୍ଲା  
ବାହାରିଲେ ଆଉ ଜଣେ କୋଟିପତି ଯନ୍ତ୍ରୀ   19-Jun-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା ପଞ୍ଚମ ଦିବସରେ ଶିବ ପାର୍ବତୀଙ୍କ ବୈଦିକ ରୀତିରେ ବିବାହ ସମ୍ପୂର୍ଣ ।   19-Jun-2026
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026

You Might Also Like