-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ସାଇ ଭାଇ ସୋସିଆଲ ୱାର୍କର ଅନୁଷ୍ଠାନର ବାର୍ଷିକ ଉତ୍ସବ

17-Apr-2025



କଣ୍ଟାବାଞ୍ଜି(ମୋହନ ସୁନା): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ଅଞ୍ଚଳ ର ଅଗ୍ରଣୀ ସମାଜସବୀ ଅନୁଷ୍ଠାନ ସାଇ ଭାଇ ସୋସିଆଲ ୱାର୍କର ଅନୁଷ୍ଠାନ ର ଦୃତୀୟ ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ପ୍ରତିଷ୍ଠାତା ରାଜେନ୍ଦ୍ର ଦୀପ ଙ୍କ ନେତୃତ୍ବ ରେ ଆୟୋଜିତ କାର୍ଯ୍ୟକ୍ରମ ରେ ଅତିଥି ଭାବେ କଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ, ପୂର୍ବତନ ବିଧାୟକ ଆୟୁବ ଖାଁନ, ପୂର୍ବତନ ସୈନିକ ତଥା ଯୁବ ବିଜେଡି ନେତା ଗିରିରାଜ ସିଂ ମାଝୀ, କଣ୍ଟାବାଞ୍ଜି ଏନଏସି ନଗରପାଳ ବରିୟାମ ସିଂ ସାଲୁଜା, ଅଭିନେତ୍ରୀ ତଥା ଆଇନଜୀବୀ ପ୍ରାଚୀ ପାଣିଗ୍ରାହୀ, ପୂର୍ବତନ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷା ନିରୁପମା ମାଝୀ, ନାରୀ ନେତ୍ରୀ ପିଙ୍କି ଖର୍ସେଲ ଯୋଗ ଦେଇ ମଞ୍ଚାସିନ ଥିଲେ। ସାଇ ଭାଇ ସୋସିଆଲ ୱାର୍କର ଅନୁଷ୍ଠାନ ଅସାହୟ ନିରିହ ଲୋକ ମାନଙ୍କ ପାଇଁ ସବୁ ବେଳେ ସାହା ହୋଇଛି, ରକ୍ତହୀନ ରୋଗୀଙ୍କୁ ରକ୍ତ ଦେଇ ଅନେକ ରୋଗି ଙ୍କ ଜୀବନ ବଞ୍ଚାଇ ବା ସହ ଅଚିହ୍ନା ଶବ ଶତ୍କାର କରି ଅନ୍ୟ ପାଇଁ ଉଦାହରଣ ସୃଷ୍ଟି କରିଛି। ସେହିପରି ମାନସିକ ରୋଗୀ ଙ୍କ ସାହାରା ହୋଇଛି ଏହି ସ୍ବେଛାସେବୀ ଅନୁଷ୍ଠାନ। ଏହି ଅନୁଷ୍ଠାନ ଆଗକୁ ମଧ୍ଯ ଏହି ଭଲି ସମାଜସେବା କାର୍ଯ୍ଯ ଜାରି ରହୁ ବୋଲି ଅତିଥି ମାନେ ତାଙ୍କ ଅବିଭାଷଣ କହିଥିଲେ ଏବଂ ପ୍ରସଂଶା କରିଥିଲେ। ଏହି ଅବସର ରେ ଅଭିନେତ୍ରୀ ତଥା ଆଇନଜୀବୀ ପ୍ରାଚୀ ପାଣିଗ୍ରାହୀ, ରାଜ୍ଯ ସାମ୍ବାଦିକ ସଂଘ ବଲାଙ୍ଗିର ଜିଲ୍ଲା ଉପ ସଭାପତି ରୋହନ କୁମାର ମହତ, ସାମ୍ବାଦିକ ତୁଳସୀରମ ଜଗତ, ପୁଷ୍ପକେତୁ ବେହେରା, ମୋହନ ସୁନା, ବିକାଶ ଶର୍ମା, ଟିକେଶ୍ବର ତାଣ୍ଡି, ସମାସେବୀ ସତ୍ଯ ନାରାୟଣ ଅଗ୍ରୱାଲ, କିଶୋର ମାଝୀ, ମାଧବ ବଏ, କଣ୍ଠଶିଳ୍ପୀ ରିତେଶ ସୁନା, ନରେନ୍ଦ୍ର ଦୀପ, ନିଗରାଜ ସୁନା, ଜାନବୀ ଦୋରା ସହ ବିଭିନ୍ନ ବର୍ଗ ବ୍ଯକ୍ତି ଓ ସ୍ବେଛାସେବୀ ଅନୁଷ୍ଠାନ ମାନ ଙ୍କୁ ସାଇ ଭାଇ ସୋସିଆଲ ୱାର୍କର ଅନୁଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା। ପରେ ଏକ ନୃତ୍ୟ ପ୍ରତିଯୋଗିତା ଆୟୋଜିତ କରାଯାଇଥିବା ବେଳେ ଏହି ପ୍ରତିଯୋଗିତାରେ ପଶ୍ଚିମ ଓଡିଶାର ବିଭିନ୍ନ ଅଞ୍ଚଳ ରୁ ନୃତ୍ୟଶିଳ୍ପୀ ମାନେ ଭାଗ ନେଇ ତାଙ୍କ ନୃତ୍ୟରେ ଦର୍ଶକଙ୍କୁ ମନମୁଗ୍ଧ କରିଥିଲେ। ଏହି କାର୍ଯ୍ୟକ୍ରମ ରେ ଉପେନ୍ଦ୍ର ଦୀପ, ଗୁଲାମ ଜିଲାନୀ, ଦୀପକ ଦୀପ, ଉପାସନା ଚୌହାନ, ବିଶେଷ ସହଯୋଗ କରିଥିବା ସହ ସାଇ ଭାଇ ସୋସିଆଲ ୱାର୍କର ଅନୁଷ୍ଠାନ ଅନ୍ୟ ସଦସ୍ଯ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like