-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ଠାରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ ତମ ଶ୍ରଦ୍ଧ ଦିବସ ପାଳିତ

17-Apr-2025



ନବରଙ୍ଗପୁର (ମିହିର ଶଙ୍କର ପତ୍ର)
ଡାବୁଗାଁ ସଦର ମହକୁମା ସ୍ଥିତ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ  ମହାନ ଜନନାୟକ ତଥା ପ୍ରବାଦ ପିରୁଷ ବିଜୁ ବାବୁଙ୍କ ୨୮ତମ ତିରୋଧାନ ଦିବସ ବା ଶ୍ରାଦ୍ଧ ଦିବସ ପାଳିତ ହେଲା। ଡାବୁଗାଁ ବ୍ଲକ ବିଜେଡି ସଭାପତି ସୁରେନ୍ଦ୍ର କୁମର ମିଶ୍ରଙ୍କ ଅଧକ୍ଷତାର ଆୟୋଜିତ ଏହି ଶ୍ରାଦ୍ଧ ବାର୍ଷିକ ଦିବସରେ ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ତଥା ନବରଙ୍ଗପୁର ଜିଲ୍ଲା ନୂତନ ବିଜେଡି ସଭାପତି ମୋନହର ରନ୍ଧାରୀ ଯୋଗଦେଇଥିଲେ। ଏଭଳି ସନ୍ନମାନୀତ ଅତିଥି ଭାବରେ ଜିଲ୍ଲାପରିଷଦ ଅଧକ୍ଷ ମତିରାମ ନାୟକ ଯୋଗଦେଇ ଥିଲେ। ଅନ୍ୟମାନଙ୍କ ମାଧ୍ୟ୍ୟରେ କୋଷଗୁମଡା ବିଜେଡି ବ୍ଲକ ସଭାପତି ବଦ୍ରି ନାରାୟଣ ସିଂ, ଡାବୁଗାଁ ବିଧାୟକ ପ୍ରତିନିଧି ଏମ ବୁଲୁ ରାଓ,ଡାବୁଗାଁ ବ୍ଲକ ଅଧକ୍ଷା ବୀଣା ମାଝୀ,ଡାବୁଗାଁ  ବ୍ଲକ ଉପାଧ୍ୟକ୍ଷା ସଦାନନ୍ଦ ନାୟକ, ବରିଷ୍ଟ ବିଜେଡି ନେତା ଆପା ରାଓ, କୋଷାଗୁମଡା ବ୍ଲକ ଅଧକ୍ଷା ସର୍ବେଶ୍ୱରୀ ମାଝୀ, ଜିଲ୍ଲାପରିଷଦ ସଭ୍ୟ ଯଶବନ୍ତ ନାୟକ,ପାପଡାହାଣ୍ଡି ବିଧାୟକ ପ୍ରତିନିଧି ସହ ଡାବୁଗାଁ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତିନଟି ବ୍ଲକ ଯଥା ଡାବୁଗାଁ, ପାପଡାହାଣ୍ଡି ଓ କୋଷଗୁମଡା ଅଂଚଳର ବରିଷ୍ଠ ନେତା ମାନେ ଉପସ୍ଥିତି ଥିଲେ। ଆଜିର ଏହି ଶ୍ରାଦ୍ଧ ଦିବସ ଅବସରେ ନିଶ୍ୱତି ନିଆ ଗଲା ଯଥାଶୀଘ୍ର ଡାବୁଗାଁ ଠାରେ ବିଜୁ ବାବୁଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ କରାଯିବ ଏବଂ ଆଗାମୀ ଦିନରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନରେ ନୂତନ  ଜିଲ୍ଲା ସଭାପତି ମୋନହର ରନ୍ଦାରିଙ୍କ ନେତୃତ୍ୱରେ କିଭଳି ବିଜେଡି ଭଲ ପ୍ରଦର୍ଶନ କରିପାରିବ ସେଥିପ୍ରତି ଦୃଷ୍ଟି ଦିଆଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026

You Might Also Like