-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଲହଣ୍ଡା ହାଇସ୍କୁଲର ଛାତ୍ରଛାତ୍ରୀମାନଙ୍କର MCL ସୋଲାର୍ ପାୱାର୍ ପ୍ଲାଣ୍ଟ ପରିଦର୍ଶନ

17-Apr-2025



ଅତାବିରା(ଆକାଶ ମିଶ୍ର) ଲହଣ୍ଡା ହାଇସ୍କୁଲ ଶକ୍ତିକ୍ଲବ୍ ର ସଭ୍ୟ ଛାତ୍ରଛାତ୍ରୀମାନେ MCL ସୋଲାର୍ ପାୱାର୍ ପ୍ଲାଣ୍ଟକୁ ଶୈକ୍ଷିକ ପରିଭ୍ରମଣ ରେ ଯାଇଥିଲେ । ସେଠାରେ ପାୱାର୍ ପ୍ଲାଣ୍ଟର କର୍ମଚାରୀମାନେ ଛାତ୍ରଛାତ୍ରୀଙ୍କୁ ସୋଲାର୍ ପ୍ୟାନେଲ କିପରି କାମକରେ, କେମିତି ଶକ୍ତି ଉତ୍ପାଦନ ହୁଏ ଓ ଏହା କେମିତି ଉପଯୋଗ କରାଯାଏ ସେ ବିଷୟରେ ସ୍ପଷ୍ଟ ବ୍ୟାଖ୍ୟା କରି

ଥିଲେ। ଏହି ପରିଦର୍ଶନ ମାଧ୍ୟମରେ ଛାତ୍ରଛାତ୍ରୀମାନେ ଅଣପାରମ୍ପରିକ ଶକ୍ତି ଉତ୍ପାଦନ ବିଷୟରେ ନୂତନ ବିଷୟ ଶିଖିଥିଲେ ଓ ପ୍ରାୟୋଗିକ ଜ୍ଞାନ ଅର୍ଜନ କରିଥିଲେ। ଏହି କାର୍ଯ୍ୟକ୍ରମକୁ  ବିଦ୍ୟାଳୟର ଶକ୍ତି କ୍ଲବ୍ ର ଗାଇଡ୍ ଶିକ୍ଷୟିତ୍ରୀ ଅନାମିକା ପାଣିଗ୍ରାହୀ, ବିଜ୍ଞାନ ଶିକ୍ଷକ ଶ୍ରୀ କେ. ସନ୍ତୋଷ କୁମାର ଆଚାରୀ ସେଠାରେ ଉପସ୍ଥିତ ରହି ପରିଚାଳନା କରିଥିଲେ।ଏହି ପ୍ରକାରର ପରିଦର୍ଶନ ଛାତ୍ରଛାତ୍ରୀଙ୍କ ପାଇଁ ଅତ୍ୟନ୍ତ ଶିକ୍ଷଣୀୟ ଓ ଜ୍ଞାନବର୍ଦ୍ଧକ ହୁଏ ବୋଲି ଶିକ୍ଷକ ଓ ଅଭିଭାବକମାନେ ପ୍ରକାଶ କରିଛନ୍ତି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like