-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଅର୍ଶାତୁଲା ଲକ୍ଷେ ଘର ଗଣ୍ଡା ସମାଜ ପକ୍ଷରୁ ଆମ୍ବେଦକରଙ୍କ ଜୟନ୍ତୀ ସମାରୋହ

17-Apr-2025



କଣ୍ଟାବାଞ୍ଜି(ମୋହନ ସୁନା): ଏକତା ମଞ୍ଚ ଲକ୍ଷେ ଘର ଗଣ୍ଡା ସମାଜ ଅର୍ଶାତୁଲା ଗ୍ରାମପଞ୍ଚାୟତ ପକ୍ଷରୁ କୁର୍ଡିଆ ମୁଣ୍ଡା ଠାରେ ଭୀମରାଓ ଆମ୍ବେଦକରଙ୍କ ୧୩୪ ତମ ଜୟନ୍ତୀ ଲକ୍ଷେ ଘର ଗଣ୍ଡା ସମାଜର ସଭାପତି ଶ୍ରୀଯୁକ୍ତ ଲଳିତ ମହାନଦ ଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅର୍ଶାତୁଲା ଗ୍ରାମପଞ୍ଚାୟତ ର ସରପଞ୍ଚ ପ୍ରତିନିଧି ଟଙ୍କଧର ପୁଟେଲ ,ମୁଖ୍ୟବକ୍ତା ଭାବେ‌ ଅନୁସୂଚିତ ଜାତି / ଅନୁସୂଚିତ ଜନଜାତି ବିକାଶ ବିଭାଗର ଜିଲ୍ଲା ଶିକ୍ଷକ ସଂଘର କୋଷାଧ୍ୟକ୍ଷ ,ପ୍ରାପ୍ତ ପ୍ରଧାନ ଶିକ୍ଷକ ଲଇବାନ ବାଗ  ବୋଡେନ ବ୍ଲକ୍ ଅନ୍ତର୍ଗତ ସିର୍ଲି କ୍ଲଷ୍ଟର ଆଞ୍ଚଳିକ ସାଧନ ସଂଯୋଜକ ବଲବିନ୍ଦର ସିଂ ତାଣ୍ଡି ସମ୍ମାନୀତ ଅତିଥି ଭାବେ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ର ସହକାରୀ ଶିକ୍ଷକ  ଗଜେନ୍ଦ୍ର ସୁନାନୀ, ରାମୋଡ ଉଚ୍ଚ ବିଦ୍ୟାଳୟ ର ହିନ୍ଦୀ ଶିକ୍ଷକ ବିଭୁ ଭୂଷଣ ସୁନା,ସିଲଣ୍ଡା ଉ. ପ୍ରା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜ୍ୟୋତି ପ୍ରକାଶ ବାଗ଼, ପ୍ରମୁଖ ମଞ୍ଚାସୀନ ଥିଲେ। ସର୍ବ ପ୍ରଥମେ ଅର୍ଶାତୁଲା ଗ୍ରାମପଞ୍ଚାୟତ ଅଧିନରେ ଥିବା ଦେହେଲି ବାଲବେଙ୍ଗ , ତେତେ ଲପଡ଼ା ଓ ଅର୍ଶାତୁଲା ଗ୍ରାମ ଓ କୁର୍ଡିଆ ମୁଣ୍ଡା ଗ୍ରାମକୁ ଆମ୍ବେଦକର ପ୍ରେମୀ ଆମ୍ବେଦକର ଙ୍କ ଜୟଗାନ କରିବା ସହିତ ମୋଟର ସାଇକେଲ ରେ ଯାତ୍ରା କରିଥିଲେ।ପରେ କାର୍ଯ୍ୟକ୍ରମ କୁ ଆରମ୍ଭ କରିବା ପୂର୍ବରୁ ସର୍ବପ୍ରଥମେ ଡ. ଆମ୍ବେଦକରଙ୍କ ଓ ଗୌତମ ବୁଦ୍ଧଙ୍କ ଫଟୋଚିତ୍ର ରେ ପୁଷ୍ପମାଲ୍ୟ ଓ ଦୀପ ପ୍ରଜ୍ଜ୍ଵଳନ କରି ସଭା ଆରମ୍ଭ କରିଥିଲେ। ସମସ୍ତ ମଞ୍ଚାସୀନ ଅତିଥି ମାନେ ନିଜ ନିଜର ବକ୍ତବ୍ୟ ରେ ମତ ଦେଇଥିଲେ ଯେ ବାବା ସାହେବଙ୍କ ଏହି ଭଳି ଭବ୍ୟ ଜୟନ୍ତୀ ସମାରୋହ କୁ ସ୍ଵାଗତ ଓ ଅଭିନନ୍ଦନ ଜଣାଇଥିଲେ। ବାବା ସାହେବଙ୍କ ଆତ୍ମଜୀବନୀ ଓ ସମ୍ବିଧାନରେ ଥିବା ଧାରଗୁଡ଼ିକୁ ସମସ୍ତେ ପଢିବା ଓ ଜାଣିବାର ଆବଶ୍ୟକତା ରହିଅଛି । ଶିକ୍ଷା ହେଉଛି ଆମ ସମାଜର ମୂଳ ଚାବିକାଠି ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ଯେମିତି ଶିକ୍ଷାରୁ ବଞ୍ଚିତ ନ ହେଲେ ପିତାମାତ ତଥା ଅଭିଭାବକ ଓ ଯୁବଗୋଷ୍ଠୀ ଙ୍କର ବାୟୁତ୍ଵ ରହିଅଛି। ଫଳରେ ବାବା ସାହେବ ଙ୍କ ସ୍ୱପ୍ନ ସଫଳ ହେବ ବୋଲି କହିଥିଲେ। ଏହି କାର୍ଯ୍ୟକ୍ରମ କୁ ସଫଳ କରିବାରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ କ୍ଷୀରେଶ୍ଵର ମହାନଦ , ବଂଶୀଧର ବାଗ , ତରୁଣ କୁମାର ସୁନା,ଶ୍ୟାମସୁନ୍ଦର ସୁନା, କମ୍ବୁ ରାଜସୁନା,ଗଦାଧର ମହାନଦ, ଭଗବାନ ମହାନନ୍ଦ, ପ୍ରହ୍ଲାଦ ମହାନନ୍ଦ, ରାଜୁ ମହାନନ୍ଦ, ବୈବସୁତ ମହାନନ୍ଦ ଓ ସୁରେଶ କୁମ୍ଭାର ପ୍ରମୁଖ ବ୍ୟକ୍ତି ବିଶେଷ ଉପସ୍ଥିତ ଥିବାବେଳେ ଆମ୍ୱେଦକର ପ୍ରେମୀ ଶିକ୍ଷକ ଆନନ୍ଦ କୁମାର ହିଆଲ ମଞ୍ଚ ପରିଚାଳନା କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like