-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲି ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

17-Apr-2025



ସୁବର୍ଣ୍ଣପୁର/ଡୁଙ୍ଗୁରିପାଲି: ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ବ୍ଲକ ସମ୍ମିଳନୀ କକ୍ଷ ଡୁଙ୍ଗୁରିପାଲି ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ଶ୍ରୀମତୀ ଅନ୍ୟା ଦାସ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ବୀରେନ୍ଦ୍ର କୁମାର ନାୟକ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୬୩ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୫୪ ଗୋଟି  ଗ୍ରହଣ କରାଯାଇଥିବା ବେଳେ ୦୯ ଗୋଟି ସାମୁହିକ ଦରଖାସ୍ତ ଗ୍ରହଣ କରାଯାଇଛି। ତନ୍ମଧ୍ୟରେ ୨ ଗୋଟି ଦରଖାସ୍ତ ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡ ରୁ ଆର୍ଥିକ ସହାୟତା ନିମନ୍ତେ ଗ୍ରହଣ କାର୍ରଯାଇଛି। ସମସ୍ତ ଦରଖାସ୍ତ ଗୁଡିକୁ ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ  ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭିନ୍ନ ବିଭାଗର ବିଭାଗୀୟ ଅଧିକାରୀଙ୍କୁ ପ୍ରଦାନ କରାଯାଇଛି l ବିଡିଓ ଡୁଙ୍ଗୁରିପାଲି ଦିଲୀପ କୁମାର ବାଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ  ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ରାଜେନ୍ଦ୍ର ମାଝୀ , ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଅଶ୍ୱିନୀ କୁମାର ମେହେର , ଉପଜିଲ୍ଲାପାଳ ସୋନପୁର ଡ଼ଃ ସୌମ୍ୟାରୁପା ରଥ , ଡୁଙ୍ଗୁରିପାଲି ପଞ୍ଚାୟତ ସମିତି ଅଧ୍ୟକ୍ଷା ଅହଲ୍ୟା ସାହୁ  ସମେତ ବିଭିନ୍ନ ଜିଲ୍ଳା ସ୍ତରୀୟ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ ,ସାମ୍ବାଦିକ ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like