-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ ପାଳିତ

17-Apr-2025



ସୁବର୍ଣ୍ଣପୁର, (ମନୋରଞ୍ଜନ ତ୍ରିପାଠୀ )
 ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ନୂତନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସେମିନାର ପ୍ରକୋଷ୍ଠ , ସୁବର୍ଣ୍ଣପୁର ଠାରେ ଜିଲ୍ଲା ସ୍ତରୀୟ ଜାତୀୟ ନିରାପଦ ମାତୃତ୍ଵ ଦିବସ-୨୦୨୫ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନ ସ୍ଵାସ୍ଥ୍ୟ ଅଧିକାରି ଡ଼ା ପ୍ରଦୀପ କୁମାର ଗୁରୁ ଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ମାତୃ ଓ ଶିଶୁ ସ୍ଵାସ୍ଥ୍ୟ ଉପରେ ଆଲୋଚନା କରି ମାତୃ ଓ ଶିଶୁ ମୃତ୍ୟୁହାରକୁ କମ୍ କରିବା ଉପରେ ଆଲୋକପାତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ପରିବାର କଲ୍ୟାଣ ଡ଼ା ଦୈତ୍ୟ ନାରାୟଣ ପାଢ଼ୀ ମହିଳା ମାନଙ୍କ ଗର୍ଭଧାରଣ ର ପରବର୍ତ୍ତୀ ସ୍ୱାସ୍ଥ୍ୟ ପରୀକ୍ଷା ତଥା ଶିଶୁ ଜନ୍ମର ପରବର୍ତ୍ତୀ ସ୍ୱାସ୍ଥ୍ୟ ପରୀକ୍ଷା ଠିକ ଭାବରେ କରିବା ଓ ସ୍ତନ୍ୟପାନ ତଥା ସମ୍ପୂର୍ଣ୍ଣ ଟୀକା କରଣ ଉପରେ ଆଲୋଚନା କରି ମାତୃ ଓ ଶିଶୁ ମୃତୃ ହାର କୁ ନିହାତି ହ୍ରାସ କରି ସୁସ୍ଥ ସୁନ୍ଦର ସମାଜ ଗଠନ  ଉପରେ  ବୁଝାଇ ଥିଲେ । ଉକ୍ତ ସଭା ରେ ଅଧୀକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସୁବର୍ଣ୍ଣପୁର ଡ଼ା ଦୁର୍ଗା ଦତ୍ତ ଦାସ,ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ  ଅଧିକାରୀ (ଡି ସି )ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ, ବରିଷ୍ଠ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡା ପ୍ରକାଶ ଦନଶନା ଓ ଡ଼ା ମାନସ ରଞ୍ଜନ ଦଣ୍ଡପାଟ ଆଜିକାର  ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋଚନା କରି ଥିଲେ l  ଅତିଥି ବୃନ୍ଦ କୁଇଜ୍ ପ୍ରତିଯୋଗୀ ୧୦ ଜଣ କୃତୀ  ମା ମାନଙ୍କୁ  ପୁରସ୍କୃତ କରିଥିଲେ।
ଉକ୍ତ ସଭାରେ PNC ମା ମାନେ , ଆଶାକର୍ମୀ ,ନର୍ସିଂ ସ୍କୁଲ ର ଛାତ୍ର ଛାତ୍ରୀ , ନର୍ସିଂ ଅଫିସର ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ବାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ବରିଷ୍ଠ ସେବିକା ଇନ୍ଦୁ ରେଖା ବେହେରା ଓ ଶର୍ମିଲା ପଟ୍ଟନାୟକ  କାର୍ଯ୍ୟକ୍ରମ କୁ  ପୂର୍ଣ୍ଣ ସହଯୋଗ କରିଥିଲେ । ଶେଷରେ ବୃନ୍ଦାବନ ସାହୁ ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026

You Might Also Like