-+91-9937148622 |

prerana_bgr@rediffmail.com |

  Friday 2nd October 2026 |

| | | |

R.N.I. Regd No. ODIODI/2010/46693

Breaking News

ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   (02-Oct-2026)       ||      ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   (02-Oct-2026)       ||      ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   (02-Oct-2026)       ||      ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   (02-Oct-2026)       ||      ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    (02-Oct-2026)       ||      କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   (02-Oct-2026)       ||      ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   (02-Oct-2026)       ||      ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   (02-Oct-2026)       ||      *ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   (02-Oct-2026)       ||      ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   (02-Oct-2026)       ||      ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   (02-Oct-2026)       ||      ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   (01-Oct-2026)       ||      ମହାବୀର ପଡା ରେ ବରିଷ୍ଟ ନାଗରିକ ଦିବସ ପାଳିତ   (01-Oct-2026)       ||      ଅନ୍ତର୍ଜାତୀୟ କରାଟେରେ ଶରଣ୍ୟା ସାହୁ ଓ ଶ୍ରେୟାନ୍ସ ସାହୁଙ୍କ ଉଲ୍ଲେଖନୀୟ ସଫଳତା ପାଈଁ ଲାୟନ୍ସ କ୍ଲବ ଟିଟିଲାଗଡ ତରଫରୁ ଦିଆଗଲା ସମ୍ବର୍ଦ୍ଧନା    (01-Oct-2026)       ||      ବଲାଙ୍ଗିରରେ ଜାତୀୟ ଲନ୍ ବଲ ଚାମ୍ପିଅନସିପ୍ ♦️ଅକ୍ଟୋବର ୨୩ରୁ ୨୬ ଯାଏ ପ୍ରତିଯୋଗିତା   (01-Oct-2026)       ||      *ସାହାଣୀ କପ୍ ଫୁଟବଲ୍ ଅଷ୍ଟମ ଦିବସ ରେ ପୁରୀ ଓ କଟକ ଵିଜୟୀ*- *ଗୀତ ନାଚ ରେ ଜମିଲା ଗାନ୍ଧି ଷ୍ଟାଡିୟମ୍* -   (01-Oct-2026)       ||      ଚାକିରୀ ଜୀବନରୁ ଅବସର ନେଲେ ସୁଜାତା ମ୍ୟାଡ଼ମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Oct-2026)       ||      ଲୋଇସିଂହା ଠାରେ ଜିଲ୍ଲା ସ୍ତରୀୟ ଫୁଟବଲ ଟୁର୍ନାମେଣ୍ଟ    (01-Oct-2026)       ||      ଟିଟିଲାଗଡରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ – ୨୦୨୬   (01-Oct-2026)       ||      ଗନ୍ଧରେଲ ରାଧାକୃଷ୍ଣମନ୍ଦିର ପରିସରରେ ସ୍ୱଚ୍ଛସର୍ବେକ୍ଷଣ କାର୍ଯ୍ୟକ୍ରମ   (01-Oct-2026)       ||     

HOME   ଦେଶ ବିଦେଶ

ଟିକାକରଣ ପାଇଁ ଚାଲିଛି ଅଭିଯାନ, କିନ୍ତୁ ସ୍ପେନରେ ବୋଲ ମାନୁନି କରୋନା ଭାଇରସ୍

20-Jan-2021



ଲଣ୍ଡନ,(ପ୍ରେରଣା ଖବର ବ୍ୟୁରୋ) :ୟୁରୋପର ବିଭିନ୍ନ ଦେଶରେ ଟିକାକରଣ ଆରମ୍ଭ ହୋଇସାରିଛି । ତେବେ ସ୍ପେନରେ ସୋମବାର ରେକର୍ଡ ସଂଖ୍ୟକ ୪୦୧୯୭ ନୂଆ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ଦେଶର ହସ୍ପିଟାଲ ଓ ସ୍ୱାସ୍ଥ୍ୟସେବା ଉପରେ ଚାପ ପଡିଛି ।

  ଗତ ୧୪ ଦିନ ମଧ୍ୟରେ ଏହା ଚିହ୍ନଟ ହୋଇଥିବା ସର୍ବାଧିକ ପଜିଟିଭ୍ ସଂଖ୍ୟା । ଅର୍ଥାତ ପ୍ରତି ୧୦୦୦୦୦ ଲୋକରେ ୫୭୫ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରବିବାର ଏହି ସଂଖ୍ୟା ୫୨୨ ଥିଲା ।ଦେ

ଶରେ ଏତେମାତ୍ରାରେ ପଜିଟିଭ୍ ବଢୁଥିବାରୁ ସ୍ୱାସ୍ଥ୍ୟକର୍ମୀମାନେ ସରକାରଙ୍କୁ ଦାୟୀ କରିଛନ୍ତି । ଖ୍ରୀଷ୍ଟମାସ୍ ବେଳେ କଟକଣାରେ କୋହଳ ଓ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯାତାୟାତ ଦ୍ୱାରା କରୋନା ଉଗ୍ର ରୂପ ଧାରଣ କରିଥିବା ସେମାନେ ଅଭିଯୋଗ କରିଛନ୍ତି ।

   ମାଦ୍ରିଦରେ କରୋନା ସଂକ୍ରମଣ ରୋକିବା ପାଇଁ ସରକାର ନାଇଟ୍ କର୍ଫ୍ୟୁ ଲଗାଇଛନ୍ତି । ଏହାସହ ଏକତ୍ର ନହେବାକୁ ପରାମର୍ଶ ଦିଆଯାଇଛି ।

  ପର୍ତ୍ତୁଗାଲରେ ସରକାର ପୁଣି ଲକଡାଉନକୁ କଡାକଡି କରିଛନ୍ତି । ଦେଶର ପ୍ରଧାନମନ୍ତ୍ରୀ ଆଣ୍ଟୋନିଓ କୋଷ୍ଟା କହିଛନ୍ତି ଯେ, ଲୋକଙ୍କୁ ଢିଲା ଛାଡିବାରୁ ସେମାନେ ଏହାର ବହୁତ ଫାଇଦା ଉଠାଇଛନ୍ତି । ଫଳରେ ସଂକ୍ରମଣ ବୃଦ୍ଧି ପାଇଛି । ଏହାସହ ସେ ଲୋକଙ୍କୁ ନିୟମ ମାନିବାକୁ ପରାମର୍ଶ ଦେଇଛନ୍ତି । ଏପରିକି ସ୍କୁଲରେ ମଧ୍ୟ ପୋଲିସ ଫୋର୍ସ ମୁତୟନ କରିବାକୁ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି । ସେହିପରି ଇଟାଲୀ ଓ ସ୍ୱିଜରଲ୍ୟାଣ୍ଡରେ ମଧ୍ୟ କଟକଣାକୁ କଡାକଡି କରାଯାଇଛି ।

   ସୂଚନାଯୋଗ୍ୟ, ୟୁରୋପରେ ଫାଇଜର ଟିକାର ଟିକାକରଣ ପୁଣି ଜାନୁଆରୀ ୨୫ରୁ ଆରମ୍ଭ ହେବ । ଅନେକ ବିବାଦରେ ଫସିଛି ଫାଇଜର । ଫାଇଜର ଟିକା ନେଇ ନରଓ୍ୱେରେ ୨୩ଜଣଙ୍କର ଜୀବନ ଯାଇଥିବା ମଧ୍ୟ ଅଭିଯୋଗ ହୋଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନର୍ଲା ଥାନା ଠାରେ ଗାନ୍ଧୀ ଜୟନ୍ତୀ ପାଳନ,ଓ ସଫେଇ କାର୍ଯକ୍ରମ   02-Oct-2026
  ଜିଲ୍ଲା  
ହରିଶ୍ଚନ୍ଦ୍ର ନାୟକଙ୍କ ଅଵସର କାଳୀନ ସମ୍ବର୍ଦ୍ଧନା ସଭା:ଜଣେ ନିଷ୍ଠାପର କର୍ମଚାରୀ ଭାବେ ସବୁଦିନେ ମନେ ରହିବେ-ଅଧ୍ୟକ୍ଷ   02-Oct-2026
  ଜିଲ୍ଲା  
ଏସୟୁସିଆଇ ( କମ୍ୟୁନିଷ୍ଟ) ପକ୍ଷରୁ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେସ କୁମାର ଙ୍କ ଇସ୍ତଫା ଦାବିରେ ବିକ୍ଷୋଭ ଓ କୁଶପୁତ୍ତଳିକା ଦାହ   02-Oct-2026
  ଜିଲ୍ଲା  
ଗାନ୍ଧୀ ଜୟନ୍ତୀରେ ‘ଗ୍ରୀନ୍ ଟିଟିଲାଗଡ଼ କ୍ଲିନ୍ ଟିଟିଲାଗଡ଼’ ଅଭିଯାନ - ବିଧାୟକ କରାଇଲେ ସ୍ଵଚ୍ଚତାକୁ ନେଇ ଶପଥ ପାଠ   02-Oct-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡ ପ୍ରଶାସନ ଓ ପୌର ପରିଷଦ ପକ୍ଷରୁ ଗାନ୍ଧୀ ଜୟନ୍ତୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ    02-Oct-2026
  ଜିଲ୍ଲା  
କଟକ ସଦର ବ୍ଲକ କଂଗ୍ରେସ କମିଟି ତରଫରୁ ମହାତ୍ମା ଗାନ୍ଧୀ ଓ ଲାଲ୍ ବାହାଦୁର ଶାସ୍ତ୍ରୀ ଜୟନ୍ତୀ ପାଳିତ   02-Oct-2026
  ଜିଲ୍ଲା  
ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟ ଠାରେ ଜାତୀୟ ସ୍ବେଚ୍ଛା କୃତ ରକ୍ତ ଦାନ ଶିବିର ଓ ସଚେତନତା ସଭା ଅନୁଷ୍ଟିତ   02-Oct-2026
  ଜିଲ୍ଲା  
ଡାବୁଗାଁ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ବୟସ୍କ ବ୍ୟକ୍ତି ଦିବସ ଓ ସ୍ବଚ୍ଛତା ହିଁ ସେବା ୨୦୨୬ କାର୍ଯ୍ୟକ୍ରମର ସଫଳତା ଉପରେ ପ୍ରଶ୍ନବାଚୀ?   02-Oct-2026
  ଜିଲ୍ଲା  
*ଅକ୍ଟୋବର ୨ ନବରଙ୍ଗପୁର ଜିଲ୍ଲା ପ୍ରତିଷ୍ଠା ଦିବସ*   02-Oct-2026
  ଜିଲ୍ଲା  
ବିଶ୍ୱ ଜଳାତଙ୍କ ଦିବସରେ ସଚେତନତା ବାର୍ତ୍ତା, ଜଳାତଙ୍କରୁ ସୁରକ୍ଷା ପାଇଁ ସଚେତନ ହେବାକୁ ଆହ୍ୱାନ   02-Oct-2026
  ଜିଲ୍ଲା  
ହୀରାକୁଦ ର ଚର୍ଚ୍ଚିକା ରାନୀଙ୍କୁ ମିଳିଲା ଗ୍ଲୋବାଲ୍ ଆଇକନ୍ ଅଫ୍ ଇଣ୍ଡିଆ ର ସମ୍ମାନ |   02-Oct-2026
  ଜିଲ୍ଲା  
ଦୁର୍ଗାପୂଜା ଓ ଦୀପାବଳି ୨୦୨୬ ପାଇଁ ଶାନ୍ତି ଓ ସମନ୍ୱୟ କମିଟି ବୈଠକ   01-Oct-2026

You Might Also Like